Browsing Category
Odisha
ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ
ଭୁବନେଶ୍ୱର ୦୬/୦୮/୨୦୨୧ କଳିଙ୍ଗ ଜ୍ଯୋତି: ଚଳିତ ମାସ ୧୬ ତାରିଖରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ। ୧୬ରୁ ଶ୍ରେଣୀଗୃହ ଶିକ୍ଷାଦାନ ହେବା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଏହାସହିତ ହଷ୍ଟେଲ ଖୋଲିବ ବୋଲି ମଧ୍ୟ ଘୋଷଣା କରାଯାଇଛି।
!-->!-->!-->…
ଦେଶର ୧୮ଟି ଜିଲ୍ଲାରେ କରୋନା ସଂକ୍ରମଣ ବଢିଚାଲିଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ ୦୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ସାମଗ୍ରିକଭାବେ କରୋନା ସଂକ୍ରମଣ ହ୍ରାସ ପାଉଥିବା ସତ୍ତ୍ବେ କେତେକ ରାଜ୍ୟରେ ଏବେ ବି ସ୍ଥିତି ଚିନ୍ତାଜନକ ରହିଛି । ଦେଶର ୧୮ଟି ଜିଲ୍ଲାରେ ଏବେ ଦୈନିକ ସଂକ୍ରମଣ ବଢିଚାଲିଛି । ଏସବୁ ଜିଲ୍ଲା ମଧ୍ୟରୁ କେବଳ କେରଳର ୧୦ଟି ଜିଲ୍ଲା ରହିଛି ।!-->…
ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଓଡ଼ିଶାରେ ଆର୍ ଭ୍ୟାଲୁ ଭଲ: ଡିଏମଇଟି
ଭୁବନେଶ୍ବର ୦୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶାରେ ଆର୍ ଭ୍ୟାଲୁ ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଭଲ ଅଛି ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି। ଆର୍ ଭ୍ୟାଲୁ ୧ ଉପରେ ରହିଲେ ଅଧିକ ଲୋକଙ୍କୁ ସଂକ୍ରମିତ ହୋଇଛି। ବର୍ତ୍ତମାନ ଆର ଭ୍ୟାଲୁ ୧ ପାଖାପାଖି କେତେକ ରାଜ୍ୟରେ ପହଞ୍ଚି!-->…
ଭାରତୀୟ ମହିଳା ହକି ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୦୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ ପ୍ରବେଶ କରିବା ପରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତୀୟ ଟିମରେ ଏହା ଜବରଦସ୍ତ ବିଜୟ ବୋଲି ସେ କହିଛନ୍ତି। ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ!-->…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୫.୧୫%, ବାଣିଜ୍ୟରେ ୯୪.୯୬%
ଭୁବନେଶ୍ବର ୩୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ତଥା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ ବିଜ୍ଞାନରେ ପାସହାର ୯୫.୧୫% ରହିଛି। ସେହିପରି ବାଣିଜ୍ୟରେ ପାସହାର ୯୪.୯୬%!-->…
ରାଜ୍ୟକୁ ମିଳୁନି ଆବଶ୍ୟକୀୟ ସାର! କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟେଙ୍କୁ ଚିଠି ଲେଖିଲେ…
ଭୁବନେଶ୍ୱର ୩୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟକୁ ଆବଶ୍ୟକତା ଅନୁସାରେ ସାର ଆସୁନି । ସାର ଅଭାବ ନେଇ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟେଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାକୁ ମେ, ଜୁନ, ଜୁଲାଇ ମାସର ନିଅଣ୍ଟିଆ ସାର ଯୋଗାଣ ପାଇଁ!-->…
ଭୁବନେଶ୍ବରରେ ୧୦୦% ଟିକାକରଣ: ବିଏମସି
ଭୁବନେଶ୍ୱର ୩୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଏହି ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ସୂଚନା ଦେଇଛନ୍ତି ଭୁବନେଶ୍ବର ମହାନଗର ନିଗମ ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ।
ତାଙ୍କ ସୂଚନା ମୁତାବକ, ବିଭିନ୍ନ ବର୍ଗରେ!-->!-->!-->…
କୋଭିଡ କଟକଣା କୋହଳ, ଅଗଷ୍ଟ ମାସରେ ଜାରି ରହିବ ରାତ୍ରିକାଳୀନ କର୍ଫ୍ୟୁ
ଭୁବନେଶ୍ୱର-କଟକରେ ଜାରି ରହିବ ସପ୍ତାହାନ୍ତ ସଟ୍ଡାଉନ୍
ଭୁବନେଶ୍ୱର ୩୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ମୁକାବିଲା ସହିତ ଅଗଷ୍ଟ ମାସ ପାଇଁ ରାଜ୍ୟ ସରକାର ଗାଇଡଲାଇନ୍ ଜାରି କରିଛନ୍ତି । ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ । ଅଗଷ୍ଟ ମାସରେ ରାତି ୮ଟାରୁ ସକାଳ ୬ଟା!-->!-->!-->…
ଜିଲ୍ଲା ଗ୍ରାମ୍ୟ ଉନୟନ ସଂସ୍ଥା , ମାଲକାନଗିରି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଉନ୍ନୟନ ସମୀକ୍ଷା ବୈଠକ
ମାଲକାନଗିରି ୩୦/୦୭/୨୦୨୧ କଳିଙ୍ଗ ଜ୍ଯୋତି :ଜିଲ୍ଲା ଗ୍ରାମ୍ୟ ଉନୟନ ସଂସ୍ଥା , ମାଲକାନଗିରି ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଉନୟନ ସମୀକ୍ଷା ବୈଠକ ମାନ୍ୟବର ମନ୍ତ୍ରୀ , ଶ୍ରୀ ତୁଷାରକାନ୍ତି ବେହେରା , ଇଲେକଟ୍ରନିକ୍ସ ଏବଂ ଆଇଟି , ସ୍କାର୍ଟ ଓ ୟୁଥ ସର୍ଭିସେସ ତଥା ଅଧ୍ୟକ୍ଷ – ଜିଲ୍ଲା ଯୋଜନା!-->…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ମେଡିକାଲ ପାଠ୍ୟକ୍ରମ ପାଇଁ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ଓ ଇଡବ୍ଲ୍ୟୁଏସ ବର୍ଗ ପାଇଁ…
ନୂଆଦିଲ୍ଲୀ ୨୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : କେନ୍ଦ୍ର ସରକାରଙ୍କ ତରଫରୁ ଡାକ୍ତରୀ ପାଠ ପଢିବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି । ଏଥିରେ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ)ର ଛାତ୍ରଛାତ୍ରୀମାନଙ୍କ ପାଇଁ ସଂରକ୍ଷଣ!-->…