Browsing Category
Odisha
ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ : ଏଣିକି ୩ ବର୍ଷରୁ ନାମ ଲେଖା ; ଭାରତକୁ ଏକ ‘ଗ୍ଲୋବାଲ ନଲେଜ୍ ସୁପର ପାୱାର୍’ କରିବା…
ଅଙ୍ଗନବାଡ଼ି/ପ୍ରାକ୍ ବିଦ୍ୟାଳୟକୁ ବ୍ୟବସ୍ଥିତ ଓ ଦୃଢ଼ କରାଯିବମାତୃଭାଷା/ଆଞ୍ଚଳିକ ଭାଷାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ାଯିବସ୍କୁଲ୍ ଶିକ୍ଷାର ସବୁ ସ୍ତରରେ ସଂସ୍କୃତ ଭାଷା ବିକଳ୍ପ ଭାବେ ରହିବରାଜ୍ୟରେ ପ୍ରତିଷ୍ଠା ହେବ ଏସ୍ଏସ୍ଏସ୍ଏ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର!-->!-->!-->!-->!-->…
ଓଡ଼ିଶାରେ ଜିଓର ଦବ୍ଦବା ଜାରି, ଏପ୍ରିଲରେ ରାଜ୍ୟରେ ୭୨,୦୦୦ରୁ ଅଧିକ ଗ୍ରାହକ ଯୋଡ଼ିଲା:ଟ୍ରାଇ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭:ଓଡ଼ିଶାର ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ନିଜର ଜୟଯାତ୍ରା ଜାରି ରଖି ୨୦୨୦ ଏପ୍ରିଲରେ ରିଲାଏନ୍ସ ଜିଓ ରାଜ୍ୟରେ ୭୨, ୦୦୦ରୁ ଅଧିକ ନୂଆ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ପ୍ରକାଶ କରାଯାଇଥିବା!-->…
କରୋନା କଟକଣା ପାଇଁ ଏବର୍ଷ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ପାଳନ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: କରୋନା କଟକଣା ପାଇଁ ଏଥର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ସ୍ୱାଧୀନତା ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠିଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି!-->…
ରାଫେଲ ଯୁଦ୍ଧ ବିମାନ ଭାରତ ପାଇଁ ‘ଗେମ୍ ଚେଞ୍ଜର’ – ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭:ଭାରତ ମାଟିରେ ଆଜି ଲଢୁଆ ଯୁଦ୍ଧ ବିମାନ ରାଫେଲର ଅବତରଣକୁ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ‘ଗେମ୍ ଚେଞ୍ଜର’ ଘଟଣା ବୋଲି କହିଛନ୍ତି । ରାଫେଲ ଜେଟ୍ ପହଞ୍ଚିବା ଆମର ଶକ୍ତିଶାଳୀ ବାୟୁସେନା ପାଇଁ ଏକ ଐତିହାସିକ ଦିବସ ଓ ଭାରତ ପାଇଁ ଗର୍ବ!-->…
ସୁଶାନ୍ତ ସିଂ ମୃତ୍ୟୁ ମାମଲା: ଗର୍ଲଫ୍ରେଣ୍ଡ ରିୟାଙ୍କ ବିରୋଧରେ ଏଫଆଇଆର କଲେ ପରିବାର ଲୋକେ ;ଫେରାର୍ ହେଲେ ରିୟା;…
ସୁଶାନ୍ତଙ୍କ ପିତା ରିୟାଙ୍କ ବିରୁଦ୍ଧରେ ଦେଲେ FIR, ଲଗାଇଲେ ଅନେକ ଗମ୍ଭୀର ଆରୋପ
ବିହାର ପୁଲିସକୁ ଅଙ୍କିତା କହିଲେ, ସୁଶାନ୍ତଙ୍କୁ ନିର୍ଯାତନା ଦେଉଥିଲେ ରିୟା
ରିୟା ଚକ୍ରବର୍ତ୍ତୀ ଛାନିଆ, କେସ୍ ଲଢ଼ିବାକୁ ସତୀଶ୍ ମାନସିଂଦେଙ୍କୁ କଲେ ଓକିଲ
ମୁମ୍ବାଇ ୨୯/୦୭ : ସୁଶାନ୍ତ ସିଂହ!-->!-->!-->!-->!-->!-->!-->…
ଅନଲକ 3.0 ରେ ଜାରୀ ହେଲା : ଅଗଷ୍ଟ 31 ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ କଲେଜ ସ୍କୁଲ ବନ୍ଦ , ହଟିଲା ନାଇଟ୍ କର୍ଫ୍ୟୁ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କରୋନା ସଂକ୍ରମଣ ହୁହୁ ହୋଇ ବଢ଼ିବାରେ ଲାଗିଛି। ସବୁ ପ୍ରୟାସ ପରେ ସଂକ୍ରମଣ ଥମିବାର ନା ନେଉନି। ତେଣୁ ୪ ପର୍ଯ୍ୟାୟ ଲକ୍ଡାଉନ୍ ଶେଷ ପରେ ଦେଶ ସଂମ୍ପ୍ରତି ଅନଲକ୍ ପର୍ଯ୍ୟାୟ ଦେଇ ଗତି କରୁଛି। ଜୁଲାଇ ୩୧ ତାରିଖରେ ଅନଲକ୍-୨ ସରୁଥିବା ବେଳେ ଏହି!-->…
ଅସଦୁଦ୍ଦିନ ଓୱେସୀଙ୍କୁ ଆଖଡ଼ା ପରିଷଦ ଅଧ୍ୟକ୍ଷ ମହନ୍ତ ଗିରିଙ୍କ କଡା ଜବାବ, ଭୂମିପୂଜନ ଦିନ ରାମ ନାମ ଜପ କରନ୍ତୁ ଓୱେସୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୩୦/୦୭: ଅଯୋଧ୍ୟାରେ ଅଗଷ୍ଟ ୫ ତାରିଖରେ ରାମ ମନ୍ଦିର ଭୂମିପୂଜନ ହେବ | ଭୂମିପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବାକୁ ନେଇ ପ୍ରଶ୍ନ ଉଠାଇଥିଲେ ଏମଆଇଏମ ସାଂସଦ ଅସଦୁଦ୍ଦିନ ଓୱେସୀ | ଓୱେସୀଙ୍କ ଉପରେ ସାଧୁ ସନ୍ଥଙ୍କ ସବୁଠାରୁ ବଡ ସଂସ୍ଥା!-->…
ଭିଜିଲାନ୍ସ ଜାଲରେ ମୁରିବାହାଲ ଥାନା ଏସଆଇ ସରୋଜ ରଥ
କଳିଙ୍ଗ ଜ୍ୟୋତି ବ୍ୟୁରୋ ବଲାଙ୍ଗୀର ୩୦/୦୭: ଲାଞ୍ଚ ନେଇ ଧରାପଡ଼ିଲେ ଲାଞ୍ଚୁଆ ପୁଲିସ ଅଫିସର। ମୁରିବାହାଲ ଥାନାର ଏସଆଇ ଏକ ମାମଲାର ଚାର୍ଜସିଟ ହାଳୁକା କରିବା ପାଇଁ ଜଣେ ମୁଦାଲାଙ୍କ ପକ୍ଷରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଭିଜିଲାନ୍ସର ଏକ ଟିମ ତାଙ୍କୁ ଗିରଫ କରିଛି।
!-->!-->!-->!-->…
୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ଆକ୍ରାନ୍ତ ଚିହ୍ନଟ, ୩୦ ହଜାର ପାର୍ କଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭ : ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୪୪୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ!-->…
ଦେଶରେ ରେକର୍ଡ଼ – ୫୨, ୧୨୩ ନୂଆ କରୋନା ଆକ୍ରାନ୍ତ, ୭୭୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୪, ୯୬୮କୁ ବୃଦ୍ଧି
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭:ଦେଶରେ ପ୍ରଥମ ଥର ପାଇଁ ୫୨ ହଜାର ଟପିଲା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଂଟାରେ ସାରା ଦେଶରେ ୫୨ ହଜାର ୧୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ପ୍ରଥମ ଥର ପାଇଁ ଦିନକରେ ଆକ୍ରାନ୍ତ ଚିହ୍ନଟରେ ଏହା ହେଉଛି ସର୍ବାଧିକ । ସେହିପରି ଗତ ୨୪ ଘଂଟାରେ!-->…