Browsing Category

Odisha

ରାଜ୍ୟରେ ସବୁ ରେକର୍ଟ ଭାଙ୍ଗିଲା କରୋନା : ଗୋଟିଏ ଦିନରେ ୧୦୭୮ ଚିହ୍ନଟ, ୫ ମୃତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : ରାଜ୍ୟରେ କରୋନା ସବୁ ରୋକର୍ଟ ଭାଙ୍ଗିଛି। ଦିନକରେ ଅର୍ଥାତ୍‌ ବୁଧବାର ପୁଣି ୧୦୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : କରୋନା ସଂକ୍ରମଣ ଏବଂ ତଦ୍‌ଜନିତ ଲକ୍‌ଡାଉନ ଓ ସଟ୍‌ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା : ଡାକ୍ତରଙ୍କ ଅବସର ବୟସ ୬୨ ରୁ ୬୫ବର୍ଷକୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : କୋଭିଡ୍ ମହାମାରୀ ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଥିବା ଡାକ୍ତରମାନଙ୍କର ଅବସର ବୟସସୀମାକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯାଇଛି । କରିଛନ୍ତି। କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତିର ସମୀକ୍ଷା କରିବା ଅବସରରେ ଓଡ଼ିଶା ସ୍ୱାସ୍ଥ୍ୟ ସେବା

ଅଯୋଧ୍ୟାର ରାମ ମନ୍ଦିର ବିଶ୍ୱର ତୃତୀୟ ବୃହତ୍ତମ ହିନ୍ଦୁ ମନ୍ଦିର ହେବ : ନୂଆ ପରିବର୍ତ୍ତିତ ନକ୍ସା ପ୍ରସ୍ତୁତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ :  ଅଯୋଧ୍ୟାରେ ରାମ ମନ୍ଦିରର ଆକାର ଏବଂ ଡିଜାଇନ୍‌କୁ ପରିବର୍ତ୍ତନ କରିବା ପାଇଁ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷର ସବୁଜ ସଙ୍କେତ ମିଳିଛି। ଅଯୋଧ୍ୟାରେ ପ୍ରସ୍ତାବିତ ରାମ ମନ୍ଦିର ଯଦି ନୂଆ ଆକାର ଓ ଡିଜାଇନ୍‌ରେ ନିର୍ମାଣ ହୁଏ ତେବେ

ସରକାରୀ ବ୍ୟାଙ୍କ ସଂଖ୍ୟା ୨୭ରୁ ୫ କରିବାକୁ ସରକାରଙ୍କ ଯୋଜନା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଦେଶରେ ସରକାରୀ ବ୍ୟାଙ୍କର ସଂଖ୍ୟାକୁ କମାଇ ୫ କରିବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏକ ରିପୋର୍ଟ ମୁତାବକ ସରକାର ବ୍ୟାଙ୍କକୁ ନ ମିଶାଇ ଏହାର ଘରୋଇକରଣ କରିବାକୁ ଚାହୁଁଛନ୍ତି। ଯଦି ଏପରି ହୁଏ ତେବେ

ରାମ ମନ୍ଦିର ମୂଳଦୁଆ ପାଇଁ ୩୩ କି.ଗ୍ରା.ର ରୂପା ଇଟା ଦାନ କଲେ ଜୁଏଲର୍ସ ଆସୋସିଏସନ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନର୍ମାଣ ପାଇଁ ଭୂମିପୂଜା ଅଗଷ୍ଟ ୫ରେ ଆୟୋଜିତ ହେବ। ଏହାକୁ ନେଇ ହିନ୍ଦୁ ସମାଜ ଖୁସି ବ୍ୟକ୍ତ କରିଛି। ଟ୍ରଷ୍ଟର ସଭାପତି ମହନ୍ତ ନୃତ୍ୟଗୋପାଲଦାସ କହିଛନ୍ତି, ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ସହାୟତା ନିଆଯିବ।

ସ୍ମୃତିରେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର ବିଜୟ ମହାନ୍ତି – ଏକ ଦିଗନ୍ତ ବିସ୍ତାରି ପ୍ରତିଭାର…

ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର ଥିଲେ ବିଜୟ ମହାନ୍ତି। ତାଙ୍କ ବିୟୋଗରେ ଗୋଟିଏ ଯୁଗର ଅବସାନ ଘଟିଛି। ନାୟକ, ଖଳନାୟକ, ହାସ୍ୟ ଅଭିନେତା ସବୁ ଭୂମିକାରେ ଅଭିନୟ କରିଥିଲେ ଅଭିନେତା ବିଜୟ ମହାନ୍ତି। ତାଙ୍କର ନିଖୁଣ ଅଭିନୟ ପ୍ରତିଟି ଚରିତ୍ରକୁ କରିଥିଲା ଜୀବନ୍ତ। କୋଟି କୋଟି

ବାୟୁ ଦ୍ୱାରା କୋଭିଡ୍ ସଂକ୍ରମଣ ସମ୍ଭବ, ଆବଦ୍ଧ କୋଠରୀରେ ମଧ୍ୟ ମାସ୍କ ପିନ୍ଧନ୍ତୁ – ସି ଏସ ଆଇ ଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : କରୋନା ସଙ୍କଟ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସଂକ୍ରମଣ ବ୍ୟାପିବାର ଭୟ ଭିତରେ ଭୂତାଣୁକୁ ନେଇ ଧୀରେ ଧୀରେ ଅନେକ ତଥ୍ୟ ସାମ୍ନାକୁ ଆସୁଛି। ଏହି କ୍ରମରେ କରୋନା ସଂକ୍ରମଣକୁ ନେଇ ପୁଣି ସତର୍କ ସୂଚନା ଦିଆଯାଇଛି। ବିଶ୍ୱ

ଖୋର୍ଦ୍ଧା ଆଦର୍ଶ ଥାନା କଣ୍ଟେନମେଣ୍ଟ ଜୋନ ଘୋଷଣା

ଖୋର୍ଦ୍ଧା, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଖୋର୍ଦ୍ଧା ଆଦର୍ଶ ଥାନାକୁ ମଙ୍ଗଳବାର କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଖୋର୍ଦ୍ଧା ଆଦର୍ଶ ଥାନାର ଯୋଦ୍ଧା ତଥା ଦୁଇ ସହକାରୀ ସବ-ଇନ୍ସପେକ୍ଟର ଓ ଜଣେ କନେଷ୍ଟବଳ କରୋନା ପଜିଟିଭ ଭାବେ ଚିହ୍ନଟ ହେବା ପରେ ଏପରି ପଦକ୍ଷେପ ନିଆଯାଇଛି। ଗତ

ନେପାଳ ପ୍ରଧାନମନ୍ତ୍ରୀଙ୍କ ବାଚଳାମି ପରେ, ଏବେ ଶ୍ରୀଲଙ୍କା ସରକାରଙ୍କ ଦାବି : ରାବଣ ପୃଥିବୀର ପ୍ରଥମ ବିମାନ ପାଇଲଟ

କଲମ୍ବୋ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ପୃଥିବୀରେ କିଏ ପ୍ରଥମେ ବିମାନ ଉଡ଼ାଇଥିଲେ। ଏଭଳି ପ୍ରଶ୍ନ ନେଇ ଶ୍ରୀଲଙ୍କା ସରକାର ଏକ ଅଜବ ଉତ୍ତର ଦେଇଛନ୍ତି। ଶ୍ରୀଲଙ୍କା ସରକାର କହିଛନ୍ତି ଯେ, ରାକ୍ଷସରାଜ ରାବଣ ପ୍ରଥମେ ପୁଷ୍ପକ ବିମାନ ନାମକ ଯାନ ଆକାଶରେ ଉଡ଼ାଉଥିବା ରାମାୟଣରେ ଉଲ୍ଲେଖ
error: Content is protected !!
Open chat