Browsing Category
Odisha
କରୋନାକୁ ରୋକିପାରିବନି ଏନ-୯୫ ମାସ୍କ : ବ୍ୟବହାର ନ କରିବାକୁ ସବୁ ରାଜ୍ୟକୁ ସତର୍କ କଲେ କେନ୍ଦ୍ର ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ଏନ-୯୫ ମାସ୍କ ବ୍ୟବହାର ନ କରିବା ପାଇଁ କେନ୍ଦ୍ର ସରକାର ଚେତାବନୀ ଦେଇଛନ୍ତି । ଏ ନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳଗୁଡିକୁ ଚିଠି ଲେଖିଛନ୍ତି । ଏଥିରେ କୁହାଯାଇଛି ଯେ, ଏହା ଜୀବାଣୁ ବିସ୍ତାରକୁ!-->…
ଆଜି ଭୁବନେଶ୍ଵର ସହରରୁ ୨୧ଜଣ ଏବଂ କଟକ ସହରରୁ ୩୨ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଉଭୟ ସହରରୁ ସ୍ଥାନୀୟ ସଂକ୍ରମିତ ୫…
ଭୁବନେଶ୍ଵର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଆଜି ଭୁବନେଶ୍ଵର ସହରରୁ ଆଉ ୨୧ଜଣ ଏବଂ କଟକ ସହରରୁ ୩୨ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଉଭୟ ଭୁବନେଶ୍ଵର ଏବଂ କଟକରୁ ୫ ଜଣ ଲେଖାଏ ସ୍ଥାନୀୟ ସଂକ୍ରମିତ ଚିହ୍ନଟହୋଇଛନ୍ତି । ସେହିଭଳି ଆଜି ଖୋର୍ଦ୍ଧା!-->…
ଦୁଇଟି ପର୍ଯ୍ୟାୟରେ ସମ୍ବଲପୁର ଜିଲ୍ଲା ସଟ୍ଡାଉନ୍ : ଜିଲ୍ଲାପାଳଙ୍କ ସୂଚନା – ଆସନ୍ତାକାଲି ଠାରୁ ଜୁଲାଇ ୩୧…
ସମ୍ବଲପୁର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଆସନ୍ତାକାଲି ଠାରୁ ଜୁଲାଇ ୩୧ ଯାଏଁ ସଟ୍ଡାଉନ୍ ବଳବତ୍ତର ରହିବ। ଦୁଇଟି ପର୍ଯ୍ୟାୟରେ ସଟ୍ଡାଉନ୍ ଲାଗୁ ହେବ। ୨୨ରୁ ୨୫ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ସଟ୍ଡାଉନ୍ ଏବଂ ୨୬ରୁ ୩୧ ତାରିଖ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ସଟ୍ଡାଉନ୍ ଲାଗୁ!-->…
ଇ-ବାଣିଜ୍ୟ ସଂସ୍ଥା ଉପରେ କେନ୍ଦ୍ର ସରକାର ଉପଭୋକ୍ତା ସୁରକ୍ଷା ଆଇନ-୨୦୧୯ କୁ କାର୍ଯ୍ୟକାରୀ କଲେ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧।୭ : ଦେଶରେ ଇ-ବାଣିଜ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାହକମାନେ ଅନ୍ଲାଇନ ଜରିଆରେ ମଗାଉଥିବା ସାମଗ୍ରୀ ଖରାପ ପଡ଼ିଲେ ସେହି ସଂସ୍ଥାଗୁଡ଼ିକ ବିରୋଧରେ ପୂର୍ବରୁ ଅଭିଯୋଗ କରିବାର କୌଣସି ଆଇନଗତ ବ୍ୟବସ୍ଥା ନ ଥିଲା।!-->…
“ଅଲ୍ବିଦା ବିଜୟ” – ପଞ୍ଚଭୂତରେ ଲୀନ ହେଲେ ଅଭିନେତା ବିଜୟ ମହାନ୍ତି : ରାଷ୍ଟ୍ରୀୟ ମର୍ଯ୍ୟାଦା…
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କର ଶେଷକୃତ୍ୟ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ସଂପନ୍ନ ହୋଇଛି। କୋଭିଡ କଟକଣା ପାଇଁ ମାତ୍ର ଅଳ୍ପକେତେ ଜଣ ଲୋକଙ୍କ ସମାଗମରେ ବିଜୟଙ୍କ ଶେଷକୃତ୍ତ୍ୟ କରାଯାଇଛି। ନିଜର ବଳିଷ୍ଠ ଅଭିନୟରେ ଲକ୍ଷ ଲକ୍ଷ!-->…
ଅକ୍ସଫୋର୍ଡ ୟୁନିଭର୍ସିଟିର କରୋନା ଭାକ୍ସିନ ସୁରକ୍ଷିତ; ଖୁବ୍ ଶୀଘ୍ର ଭାରତରେ ଉତ୍ପାଦନ ଆରମ୍ଭ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ବ୍ରିଟେନ୍କୁ ଆସିଲା ବଡ଼ ଖବର । ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ AZD1222 ମଣିଷ ଶରୀରରେ କରୋନା ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ଜଣାପଡ଼ିଛି । ଟିକା ନେବାର ୧୪ ଦିନ ଭିତରେ!-->…
ଇସ୍ରୋକୁ କରୋନା ସଂକ୍ରମଣ ଭୟ : ଶ୍ରୀହରିକୋଟା ମହାକାଶ କେନ୍ଦ୍ର ଲକଡାଉନ ଘୋଷଣା
ବାଙ୍ଗାଲୁରୁ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୧/୦୭ : ସାରା ଭାରତରେ କରୋନା ବ୍ୟାପିଚାଲିଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ଵନ ମହାକାଶ କେନ୍ଦ୍ରରେ କାର୍ଯ୍ୟରତ କେତେକ କର୍ମଚାରୀ ଓ ସୁରକ୍ଷା କର୍ମୀ କରୋନା!-->…
ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଗଞ୍ଜାମ ୨୧/୦୭ : ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା!-->…
ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ସୂଚନା ଦେବାକୁ ବିଏମ୍ସି ପକ୍ଷରୁ ଅନୁରୋଧ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯଦି କେହି ଲୋକ ଆସୁଛନ୍ତି, ତେବେ ତାଙ୍କର ସୂଚନା ସ୍ଥାନୀୟ ଲୋକ ବିଏମ୍ସିର ଜୋନ୍ ଅଫିସ୍, ସର୍ଭେଲାନ୍ସ ଟିମ୍କୁ ଦେବାକୁ ବିଏମ୍ସି ପକ୍ଷରୁ ଅନୁରୋଧ କରାଯାଇଛି। ବିଏମ୍ସି ପକ୍ଷରୁ କୁହାଯାଇଛି ଯେ ଜଣେ!-->…
ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮୭ ଆକ୍ରାନ୍ତ…
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ପ୍ରତିଦିନ ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାରି ମଧ୍ୟରେ ଦେଶରେ ୨୮ ହଜାର ଟପିଛି କରୋନା!-->…
