Browsing Category

Odisha

ରାଜ୍ୟରେ ପୁଣି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ସହ ମୃତ୍ୟୁ ସଂଖ୍ୟା ୬ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ କୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି

କେନ୍ଦ୍ର ସରକାରଙ୍କୁ ଚେକ୍ ଦେଲେ ଗେହଲଟ : ରାଜ୍ୟ ସକରାରଙ୍କ ବିନା ଅନୁମତିରେ ରାଜସ୍ଥାନରେ ପଶି ପାରିବ ନାହିଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ରାଜସ୍ଥାନରେ ଜାରି ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାର କେନ୍ଦ୍ର ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ସିବିଆଇକୁ ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜସ୍ଥାନରେ ସିବିଆଇ ସିଧାସଳଖ କୌଣସି ମାମଲାରେ ଯାଞ୍ଚ କରି

ଆଇଏଏସ୍‌ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି । ଆଜି ସକାଳ 7ଟା 30 ମିନିଟ୍‌ରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବାର ସୂଚନା ରହିଛି । କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ

ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ମୌ ୨୧/୦୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ

ଓଡିଶା ସରକାରଙ୍କ ବଡ ଘୋଷଣା : କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶି ମିଳିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

“ମୁଁ ବାଇଗଣ ବିକିବାକୁ ଆସିନି” : ପାଇଲଟଙ୍କୁ ଗେହଲଟଙ୍କ ନିଶାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଟାର୍ଗେଟରେ ପାଇଲଟ । ମରୁଭୂମି ରାଜନୀତିରେ ଝଡ ଥମିନଥିବା ବେଳେ ପାଇଲଟଙ୍କୁ ପୁଣି ଥରେ ସିଧା ନିଶାନା କରିଛନ୍ତି ଗେହଲଟ । କଂଗ୍ରେସ ପିଠିରେ ଛୁରୀ ଭୁଷିବା ଭଳି କାମ କରିଛନ୍ତି ପାଇଲଟ । ଏଭଳି ସାଂଘାତିକ

ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଆଜି ହେବ ବିଜୟ ମହାନ୍ତିଙ୍କ ଅନ୍ତିମ ଶେଷକୃତ୍ୟ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଓଡିଆ ସିନେ ଜଗତର ପ୍ରଖ୍ୟାତ ଅଭିନେତା ବିଜୟ ମହାନ୍ତି ର ଆଜି ହେବ ଅନ୍ତିମ ସଂସ୍କାର । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ତାଙ୍କର ଶେଷ କୃତ୍ୟ କରାଯିବ । ଗତ କାଲି ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଛି । ବେଶ୍ କିଛି ଦିନ ହେବ

ପରିବହନ କ୍ଷେତ୍ରରେ ପୁଣି ତିନି ମାସ ପାଇଁ ରିହାତି ଘୋଷଣା ରାଜ୍ୟ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭: ପରିବହନ କ୍ଷେତ୍ରରେ ପୁଣି ତିନି ମାସ ପାଇଁ ରିହାତି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସାମୟିକ ଭାବେ କିଛି ନିର୍ଦ୍ଦିଷ୍ଟ ପରିବହନ ଉପରୁ ମୋଟରଯାନ ଟିକସ ଓ ଅତିରିକ୍ତ ଟିକସ ଛାଡ଼ ଘୋଷଣା କରାଯାଇଛି। ଷ୍ଟେଜ୍ ଓ କଣ୍ଟ୍ରାକ୍ଟ

ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବାକୁ କଙ୍ଗନାଙ୍କୁ ସାହାଯ୍ୟ କରିବେ ସୁବ୍ରମଣ୍ୟମ ସ୍ୱାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୨୧/୦୭ : ବଲିଉଡ ଷ୍ଟାର ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ କଙ୍ଗନା ରାଣାୱାତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। କଙ୍ଗନାଙ୍କ କହିବା ଅନୁଯାୟୀ, ସୁଶାନ୍ତ କେବେ ବି ଆତ୍ମହତ୍ୟା କରିନଥିବେ। ତାଙ୍କ

କରୋନା କଟକଣା ମଧ୍ୟରେ ଆଜି ଭଦ୍ରକସ୍ଥ ଆରଡିଧାମରେ ବାବା ‘ଆଖଣ୍ଡଳମଣି’ଙ୍କର ଶ୍ରାବଣ ୩ୟ ସୋମବାର ଜଳାଭିଷେକ…

ଆରଡି / ଭଦ୍ରକ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଆଜି ପବିତ୍ର ଶ୍ରାବଣମାସର ତୃତୀୟ ସୋମବାରରେ ଭଦ୍ରକର ପ୍ରସିଦ୍ଧ ଶୈବପୀଠ ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ରୀତିନୀତି ଅନୁଯାୟୀ ଜଳାଭିଷେକ ଓ ଚିତାଲାଗି ନୀତି ସମ୍ପନ୍ନ ହୋଇଛି। ଦୀର୍ଘ ୪ମାସରୁ ଉର୍ଦ୍ଧ୍ବ ହେବ କରୋନା
error: Content is protected !!
Open chat