Browsing Category
Odisha
ଆସନ୍ତାକାଲି ଠାରୁ ବିହାର, ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ଗୋଆରେ ଅତି ପ୍ରବଳ ବର୍ଷା ସମ୍ଭାବନା: ଭାରତୀୟ ପାଣିପାଗ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି।
ଏହାଛଡ଼ା ଉତ୍ତର ପ୍ରଦେଶ,!-->!-->!-->!-->!-->…
ରାଜ୍ୟର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ
ଭୁବନେଶ୍ୱର / ବାଲେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ବାଲେଶ୍ୱର ଜିଲ୍ଲାର ଆଉ ଜଣେ ବିଧାୟକଙ୍କୁ କରୋନା। ବିଜେଡିର ଜଣେ ବିଧାୟକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସଂପୃକ୍ତ ବିଧାୟକଙ୍କ ସୂଚନା ଦେଇଛନ୍ତି।ଏହି ବିଧାୟକ ହେଲେ ବାଲେଶ୍ୱର!-->…
ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୩୭ କୋଭିଡ୍ ଯୋଦ୍ଧାଙ୍କ ସମେତ ୫୨ କରୋନା ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼ / ରାଉଲକେଲା, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ସୁନ୍ଦରଗଡ଼ ଆଜି ଜିଲ୍ଲାରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ କରୋନା ଯୋଦ୍ଧା ଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ ସୂଚନା ଦେଇଛନ୍ତି। ଏହି କରୋନା ଯୋଦ୍ଧାଙ୍କ!-->…
ଓଡ଼ିଆ ମନୋରଞ୍ଜନ ଶିଳ୍ପରେ ଖୁସିର ଲହରି : ଏସ୍ଓପି ଅନୁସରଣ ସହ ସୁଟିଂ ପାଇଁ ସରକାରଙ୍କ ସବୁଜ ସଂକେତ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଚଳଚ୍ଚିତ୍ର ସୁଟିଂ ନେଇ ରାଜ୍ୟ ସରକାର ସବୁଜ ସଂକେତ ଦେବା ପରେ ଓଲିଉଡରେ ଖୁସିର ଲହରି ଖେଳିଯାଇଛି। ସୁଟିଂ ସମୟରେ କରୋନା କଟକଣା ମାନିବାକୁ ନିର୍ଦେଶ ଦିଆଯାଇଛି। ଏହାର ଗୁରୁଦାୟିତ୍ୱ ରହିଛି ପ୍ରଡକ୍ସନ ସଂସ୍ଥା ଉପରେ। ଚଳିତ ମାସ ୭!-->…
କରୋନା ଟିକା ସେପ୍ଟେମ୍ବର ସୁଦ୍ଧା ପର୍ଯ୍ୟାପ୍ତ ଭାବେ ଉପଲବ୍ଧ ହେବ : ମସ୍କୋ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ମହାମାରୀ କରୋନାକୁ ମୁକାବିଲା କରିବା ପାଇଁ ସାରା ବିଶ୍ୱ ଅଣ୍ଟା ଭିଡିଛି। ଔଷଧ ଓ ଭାକ୍ସିନ ତିଆରି ପାଇଁ ସମସ୍ତେ ଲାଗିଛନ୍ତି। ତେବେ ସମସ୍ତଙ୍କୁ ପଛରେ ପକାଇ ଋଷ ପ୍ରଥମ ଟିକା ବାହାର କରିଛି ବୋଲି ଦାବି କରିଛି। ଏହି ଟିକା ଅଗଷ୍ଟ ସୁଦ୍ଧା!-->…
ଆଇପିଏସ୍ ସ୍ତରରେ ବଡ ଧରଣର ଅଦଳ ବଦଳ : ବଦଳିଲେ ଭୁବନେଶ୍ୱର ଓ କଟକ ଡିସିପି
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆଜି ରାଜ୍ୟରେ ଆଇପିଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ ହୋଇ ଯାଇଛି। ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ ହୋଇଛନ୍ତି।
ପୁରୀ ଏସପି ଉମାଶଙ୍କର ଦାଶ ଭୁବନେଶ୍ୱର ଡିସିପି ଦାୟିତ୍ୱ ନେଇଥିବାବେଳେ କଟକ ଡିସିପି ହେଲେ!-->!-->!-->!-->!-->…
ରାଜସ୍ଥାନ ପିସିସି ମୁଖ୍ୟ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହେଲେ ସଚିନ ପାଇଲଟ,ଅନ୍ୟ ୨ ମନ୍ତ୍ରୀ ବି ବରଖାସ୍ତ
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆକ୍ସନ ମୁଡରେ କଂଗ୍ରେସ ହାଇକମାଣ୍ଡ । ରାଜସ୍ଥାନ ପିସିସି ମୁଖ୍ୟ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହେଲେ ସଚିନ ପାଇଲଟ । ଏନେଇ ସୂଚନା ଦେଇଛନ୍ତି କଂଗ୍ରସର ଜାତୀୟ ମୁଖପାତ୍ର ରଣଦୀପ ସୂର୍ଜେୱାଲା । ଗତ କିଛି ଦିନ ଧରି ରାଜସ୍ଥାନ କଂଗ୍ରେସରେ!-->…
ଅଭିନେତ୍ରୀ ସାରା ଅଲୀ ଖାନଙ୍କ ଡ୍ରାଇଭରଙ୍କୁ କରୋନା : ପରିବାରର ସମସ୍ତ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ
ମୁମ୍ବାଇ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୪/୦୭ : ଫିଲ୍ମ ଅଭିନେତ୍ରୀ ସାରା ଅଲୀ ଖାନ ସୋମବାର ବିଳମ୍ବିତ ରାତିରେ ଇନଷ୍ଟାଗ୍ରାମରେ ଏକ ମ୍ୟାସେଜ କହିଛନ୍ତି ଯେ ତାଙ୍କ ଡ୍ରାଇଭରର କରୋନା ରିପୋର୍ଟ ପଜିଟିଭ ଆସିଛି। ପରେ ଡ୍ରାଇଭରଙ୍କୁ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇ ଦିଆଯାଇଛି।
ସାରା!-->!-->!-->!-->!-->…
ସିବିଏସଇ ଦଶମ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବା ନେଇ ସୂଚନା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୱାଲ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି । ଏହା ସହ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଶୁଭେଚ୍ଚା ଜଣାଇଛନ୍ତି ।
ଚଳିତ ବର୍ଷ!-->!-->!-->!-->!-->…
କଂଗ୍ରେସରେ ନିଷ୍ଠା ମାନେ ଗେହଲଟଙ୍କ ଗୁଲାମି
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ସକାଳେ ହେବାକୁ ଥିବା ରାଜସ୍ଥାନ କଂଗ୍ରେସ ବିଧାୟକର ଦଳ ବୈଠକରେ ଯୋଗ ଦେବେନି ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ। ବିଳମ୍ୱିତ ରାତ୍ରିରେ ତାଙ୍କ ଅଫିସ ତରଫରୁ ଏହି ସୂଚନା ମିଳିଛି। ଅନ୍ୟପଟେ ରାଜସ୍ଥାନ କଂଗ୍ରେସ ଦାୟିତ୍ୱରେ ଥିବା ଦଳର ମୁଖପାତ୍ର!-->!-->!-->…
