Browsing Category
Odisha
ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍ : ବିଶ୍ବ ମାନ୍ୟତା ଭିତ୍ତିରେ ଯୋଗ୍ୟତା ଅର୍ଜନ କଲେ
ଭୁବନେଶ୍ବର ୩୦/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ବିଶ୍ବ ମାନ୍ୟତା ଆଧାରରେ ତାଙ୍କୁ ଚୟନ କରାଯାଇଥିବା ଜଣାଯାଇଛି । ତାଙ୍କୁ ୧୦୦ ଓ ୨୦୦ ମିଟର ମହିଳା ସ୍ପ୍ରିଣ୍ଟ ଇଭେଣ୍ଟରେ ସେ ଏହି ଯୋଗ୍ୟତା ଅର୍ଜନ!-->…
ହାଇକୋର୍ଟର ମୁଖ୍ୟ ବିଚାରପତି ଉଦ୍ଘାଟନ କଲେ ୧୫ଟି ସ୍ବତନ୍ତ୍ର ଫାଷ୍ଟଟ୍ରାକ କୋର୍ଟ
କଟକ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍. ମୁରଲିଧର ଗୁରୁବାର ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୫ଟି ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟ ଉଦଘାଟନ କରିଛନ୍ତି। ଏହାବ୍ୟତୀତ ଜଗତସିଂହପୁର ଜିଲ୍ଲାର ଏରସମା ଓ ଗଞ୍ଜାମ ଜିଲ୍ଲାର!-->…
୨ରୁ ୧୭ ବର୍ଷ ପିଲାଙ୍କ ଉପରେ କୋଭୋଭାକ୍ସ ଟିକା ପରୀକ୍ଷଣକୁ ମନା କଲେ ସରକାର
ନୂଆଦିଲ୍ଲୀ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ୨ରୁ ୧୭ ବର୍ଷ ବୟସର ପିଲାଙ୍କ ଠାରେ କୋଭିଡ-୧୯ ଟିକା କୋଭୋଭାକ୍ସର ୨ୟ ଏବଂ ୩ୟ ପର୍ଯ୍ୟାୟ ପରୀକ୍ଷଣ କରିବାକୁ କରାଯାଇଥିବା ଆବେଦନକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି । ସେରମ୍ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପକ୍ଷରୁ ଏଥିପାଇଁ ଭାରତର!-->…
ରାଜ୍ୟରେ ଖୁବ୍ ଶୀଘ୍ର ଗର୍ଭବତୀମାନଙ୍କର ଟିକାକରଣ କରାଯିବ: ପରିବାର କଲ୍ୟାଣ ନିର୍ଦ୍ଦେଶକ
ଭୁବନେଶ୍ବର ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟରେ କୋଭିଡ କଟକଣା ଆଂଶିକ କୋହଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ବି କାଟାଗୋରୀରେ ରଖାଯାଇଥିବା ଜିଲ୍ଲାଗୁଡ଼ିକରେ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନଥିବା ବେଳେ ସେଠି କ୍ରମାଗତ!-->…
ମଡର୍ଣ୍ଣା ଟିକା ଆମଦାନୀ ପାଇଁ ମିଳିଲା ଅନୁମତି
ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆମେରିକୀୟ କମ୍ପାନୀ ମଡର୍ଣ୍ଣା ଦ୍ୱାରା ପ୍ରସ୍ତୁତ କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ମୁମ୍ବଇ ସ୍ଥିତ ଫାର୍ମା କମ୍ପାନୀ ସିପ୍ଲା ଏଣିକି ଏହି!-->…
ଦେଶରେ ଆବଶ୍ୟକ ଅମ୍ଲଜାନକୁ ଏକ ତୃତୀୟାଂଶ ଖର୍ଚ୍ଚରେ ପ୍ରସ୍ତୁତ ପାଇଁ ମେସିନ୍ ତିଆରି କରି ଚର୍ଚ୍ଚାରେ ଲକ୍ଷ୍ମଣ ଦୁଣ୍ଡି
ଭବାନୀପାଟଣା ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ସମୟରେରେ ଦେଶର ପ୍ରତ୍ୟେକ ନାଗରିକଙ୍କୁ ଅମ୍ଳଜାନ ଅତିକମ ଖର୍ଚ୍ଚରେ ଯୋଗାଣ ଉଦେଶ୍ୟରେ ନିର୍ମାଣ ହୋଇଛି ସ୍ବଦେଶୀ ଜ୍ଞାନକୌଶଳର ” ଅକ୍ସିଜେନ କନସନଟ୍ରେଟର” ମେସିନ। କମ୍ପ୍ରେସର ମାଧ୍ୟମରେ ନାଇଟ୍ରୋଜେନ ଗ୍ୟାସକୁ ବିଚ୍ଛିନ୍ନ କରି ଏହି!-->…
ଜୁଲାଇ ପର୍ଯ୍ୟନ୍ତ ’ ୱାନ ନେସନ ୱାନ ରେସନ କାର୍ଡ’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୱାନ ନେସନ ୱାନ ରେସନ କାର୍ଡ ଯୋଜନା କାର୍ଯ୍ୟକାରୀ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୧ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନା ମଧ୍ୟରେ ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ବି ରାସନ ଗ୍ରହଣ କରିବାର ସୁବିଧା!-->…
ମାଟ୍ରିକ୍ ମାର୍କକୁ ନେଇ ବିବାଦ ଭିତରେ ବୋର୍ଡର ସ୍ପଷ୍ଟୀକରଣ : ମାର୍କ କମ୍ ଥିଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ
କଟକ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମାଟ୍ରିକ୍ ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ଅସନ୍ତୋଷ ପ୍ରସଙ୍ଗରେ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ବୋର୍ଡ କହିଛି ଯେ, ବହୁ ଶିକ୍ଷାବିତ୍ ଓ ଜିଲ୍ଲାର ଡିଇଓଙ୍କ ସହ ଆଲୋଚନା କରିଥିଲୁ। ସ୍ୱତନ୍ତ୍ର କୋର କମିଟି ଗଠନ କରି!-->…
କଟକଣା ଭିତରେ ଚା’ ଦୋକାନ ଖୋଲିବାକୁ ଅନୁମତି ଦେବାକୁ ଦାବି
ଭୁବନେଶ୍ବର ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ସଂକ୍ରମଣ ରୋକିବାକୁ ସରକାର ଲକଡାଉନ୍ କଟକଣା ଲଗାଇଛନ୍ତି। ଫଳରେ ବିଭିନ୍ନ ଦୋକାନ ଖୋଲିବା ଉପରେ ଅଙ୍କୁଶ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବାଦ୍ ଆଉକେହି ବ୍ୟବସାୟ କରିପାରୁ ନାହାନ୍ତି। ଏହାକୁ ନେଇ ନାନା ପ୍ରକାର ହଇରାଣ!-->…
ଜୁଲାଇ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଁ ଯୋଜନା : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
ଭୁବନେଶ୍ବର ୨୮/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସିଟ ସମସ୍ୟା ହେବନି। ବଡ଼ ବଡ଼ କଲେଜରେ ଛାତ୍ରଛାତ୍ରୀଙ୍କ ଇଚ୍ଛା ଅଛି ପଢିବାକୁ। ଆବଶ୍ୟକ ସ୍ଥଳେ ସିଟ ବୃଦ୍ଧି କରାଯିବ । ୬ ଲକ୍ଷ ୩୧୧୩ ସିଟ ଅଛି ନାମଲେଖା ପାଇଁ । ତାହା ବ୍ୟତୀତ କଲେଜକୁ ଆଧାର କରି ସିଟ ବୃଦ୍ଧି ହେବ।!-->…