Browsing Category
Odisha
ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ଆଉ ୬ ଜଣ କରୋନା ପଜିଟିଭ ଚିହ୍ନଟ ।
କଟକ (କଳିଙ୍ଗ ଜ୍ୟୋତି) ୨୯/୦୬ : କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ CDMO ସତ୍ୟବ୍ରତ ଛୋଟରାୟ ସୂଚନା ଦେଇଛନ୍ତି। ୬ ଆକ୍ରାନ୍ତଙ୍କ ମଧ୍ୟରେ ୪ କ୍ୟାନ୍ସର ରୋଗୀ, ଜଣେ ଆଟେଣ୍ଡାଣ୍ଟ ଓ ଅନ୍ୟ ଜଣେ ଆକ୍ରାନ୍ତ ଆହାର କେନ୍ଦ୍ର କର୍ମଚାରୀ!-->…
ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସୂଚନା : ବାତିଲ ହେବ ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା
ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି) ୨୯/୦୬ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଅବଶିଷ୍ଟ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ପାଇଁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ତେବେ ବାକି ଥିବା ବିଷୟ ଗୁଡିକରେ ଛାତ୍ରଛାତ୍ରୀଙ୍କୁ କେଉଁ ଆଧାରରେ ମାର୍କ ଦିଆଯିବ ସେନେଇ ଆସନ୍ତାକାଲି!-->…
ଭୁବନେଶ୍ୱରରେ କାର୍ଯ୍ୟରତ ହସ୍ପିଟାଲ କର୍ମଚାରୀଙ୍କ ପାଇଁ ନୂଆ ଗାଇଡ ଲାଇନ ଜାରି କଲା ବିଏମ୍ସି
କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୨୯/୦୬: ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି ବିଏମ୍ସି । ସେହିପରି ଭୁବନେଶ୍ବର ବସ୍ତି ଅଞ୍ଚଳରେ ରହୁଥିବା କର୍ମଚାରୀଙ୍କ ପାଇଁ ମଧ୍ୟ ଗାଇଡଲାଇନ୍ ଜାରି କରିଛି । ବସ୍ତି ଅଞ୍ଚଳରେ ରହୁଥିବା ସବୁ!-->!-->!-->…
ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରା କରିବା ପଡ଼ିଲା ମହଙ୍ଗା : ଜେଟିପି ନିଲମ୍ବିତ
ପୁରୀ (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୬ : ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ (ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ।
!-->!-->!-->!-->!-->…
ଶ୍ରୀମନ୍ଦିର ପ୍ରଶାସନ ଜାରି କଲେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରାର ସମୟ ନିର୍ଘଣ୍ଟ।
କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୨୯/୦୬:ଜୁଲାଇ ୧ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସମୟ ନିର୍ଘଣ୍ଟ କରିଛି। ୧ ତାରିଖ ସକାଳ ୮ଟାରୁ ୧୦ଟା ମଧ୍ୟରେ ଶ୍ରୀଜିଉଙ୍କ ବାହୁଡ଼ା ପହଣ୍ଡି ପାଇଁ ସମୟ ନିର୍ଘଣ୍ଟ ହୋଇଛି। ସେହିପରି ଦିନ ୧୦ଟା ୩୦ରୁ ୧୧ଟା ୩୦!-->…
ରାଉରକେଲା, ଆରଜିଏଚରେ ରୋଗୀଙ୍କ ମୃତ୍ୟୁ ଘଟଣାକୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା
ରାଉରକେଲା (କଳିଙ୍ଗ ଜ୍ୟୋତି), ୨୯/୦୬ : ରାଉରକେଲାସ୍ଥିତ ଆରଜିଏଚରେ ରୋଗୀଙ୍କ ମୃତ୍ୟୁ ଘଟଣାକୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖା ଦେଇଛି। ସୂଚନାଯୋଗ୍ୟ, ରାଉରକେଲାସ୍ଥିତ ବାସ୍ତନୀ କଲୋନି ମାଲଗୋଦାମ ବସ୍ତିରେ ହରିଶ୍ଚନ୍ଦ୍ର କଣ୍ଟିଆ (୨୨) ବସବାସ କରନ୍ତି। ଗତକାଲି ରାତିରେ ତାଙ୍କ!-->…
ଶିକ୍ଷା ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କର ଭାରତକୁ ୩୭ ଶହ କୋଟି ଋଣ ପ୍ରଦାନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ,୨୯।୦୬: ଭାରତରେ ଶିକ୍ଷାର ଭିତ୍ତିଭୂମି ବିକାଶ ପାଇଁ ରବିବାର ବିଶ୍ୱବ୍ୟାଙ୍କ ୫୦୦ ନିୟୁତ ଡଲାର (୩୭ ଶହ କୋଟି) ର ଋଣ ସହାୟତା ପ୍ରଦାନ କରିଛି। ବ୍ୟାଙ୍କର ବୋର୍ଡ ଅଫ ଏକଜିକ୍ୟୁଟିଭ ଡାଇରେକ୍ଟର୍ସ ଏହି ଋଣ ରାଶିକୁ ମଞ୍ଜୁର କରିଥିବା ସୂଚନା!-->!-->!-->!-->!-->…
କଟକ : ସିଡିଏ, ସେକ୍ଟର-୯ରେ ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ, ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
କଟକ (କଳିଙ୍ଗ ଜ୍ୟୋତି) ୨୯/୦୬ : କଟକ ସହରର ସିଡିଏ ସେକ୍ଟର-୯ ଅଞ୍ଚଳରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଗ୍ନିଶମ ବିଭାଗର ସହଯୋଗରେ କଟକ!-->…
