Browsing Category

Odisha

ଜୁଲାଇ ୩୧ ସୁଦ୍ଧା ୧୨ଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରିବା ଲାଗି ରାଜ୍ୟ ବୋର୍ଡମାନଙ୍କୁ ସୁପ୍ରିମ୍‌ କୋର୍ଟଙ୍କ…

ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୧୦ ଦିନ ମଧ୍ୟରେ ୧୨ଶ ଶ୍ରେଣୀ ନିମନ୍ତେ ମୂଲ୍ୟାୟନ ବ୍ୟବସ୍ଥା ସୂଚାଇ ଦେବା ସହ ଜୁଲାଇ ୩୧ ସୁଦ୍ଧା ଫଳାଫଳ ପ୍ରକାଶ କରିବା ଲାଗି ଆଜି ସୁପ୍ରିମ କୋର୍ଟ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। କିନ୍ତୁ, ଆନ୍ଧ୍ରପ୍ରଦେଶ କହିଛି ଯେ,

ଶିଶୁଙ୍କୁ କରୋନାରୁ ରୋକିବ ମିଳିମିଳା ଟିକା

ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମିଳିମିଳା ଟିକା ଶିଶୁଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରୋକିପାରିବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏ ସମ୍ପର୍କରେ ହୋଇଥିବା ଏକ ଅନୁଧ୍ୟାନର ତଥ୍ୟ ଅନୁଯାୟୀ ମିଳିମିଳା ଟିକା କରୋନା ଭୂତାଣୁ ବା ସାର୍ସ-ସିଓଭି-୨ ବିରୋଧରେ ୮୭.୫% ପ୍ରଭାବୀ।

ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ

ଚାନ୍ଦିପୁର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏଥିରେ ୨୦୦ କିଲୋଗ୍ରାମ

‘ଶିଶୁଙ୍କୁ ଲୋଡ଼ା ନାହିଁ କରୋନା ଟିକା’

ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଖୁବ୍‌ଶୀଘ୍ର ଆସିବାକୁ ଯାଉଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇସାରିଲେଣି। ସମ୍ଭବତଃ ୪ରୁ ୬ ସପ୍ତାହ ମଧ୍ୟରେ ଏହି ଲହର ଆସିବ ବୋଲି ପୂର୍ବାନୁମାନ କରାଯାଇଛି। କରୋନାର ଏହି

ସ୍ନାନ ବେଦୀରେ ଚତୁର୍ଦ୍ଧା ମୂର୍ତ୍ତି ; ୧୦୮ ଗରା ସୁବାସିତ ଜଳରେ ସ୍ନାନକଲେ ମହାପ୍ରଭୁ; ଗଜାନନ ବେଶରେ ଦର୍ଶନ ଦେଉଛନ୍ତି

ପୁରୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗତକାଲି ରାତିରୁ ମହାପ୍ରଭୁଙ୍କର ସମସ୍ତ ନୀତିକାନ୍ତି ଶେଷ ହେବାପରେ ରତ୍ନବେଦୀରୁ ଧାଡି ପହଣ୍ଡିରେ ଆସି ସ୍ନାନ ବେଦୀରେ ବିଜେ କରିଥିଲେ ଚତୁର୍ଦ୍ଧା

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି :  ଆସନ୍ତା କାଲି ଅର୍ଥାତ ଶୁକ୍ରବାରଦିନ ପ୍ରକାଶ ପାଇବ ଏ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ଆସନ୍ତା କାଲି ଅପରାହ୍ନ ୪ଟାରେ ଏହା ପ୍ରକାଶ ପାଇବ । ଏହା ସହିତ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି

ଇଣ୍ଡିଗୋ ଏୟାର ଲାଇନ୍ସର ‘ଭ୍ୟାକ୍ସି ଫେୟାର’ଅଫର: ଟିକା ନିଅନ୍ତୁ, ଟିକେଟରେ ୧୦% ରିହାତି ପାଆନ୍ତୁ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ବଢିଚାଲିଥିବା କରୋନା ସଂକ୍ରମଣକୁ ରୋକିବାକୁ ଟିକା ହିଁ ଏକମାତ୍ର ମାଧ୍ୟମ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ହେଲେ ଟିକାକୁ ନେଇ ଅନେକ ଗୁଜବ ଉଠିବା ପରେ କିଛି ଲୋକଙ୍କ ମନରେ ଟିକାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଲୋକଙ୍କୁ ଟିକା

ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି ବୋଲି

ଯୋଗୀ ଆଦିତ୍ୟନାଥ ହିଁ ହେବେ ଉତ୍ତରପ୍ରଦେଶରେ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା: ଅରୁଣ ସିଂ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ଜନତା ପାର୍ଟି ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସନ୍ଦେହ ଲାଗି ରହିଛି। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଥିବା ଯୋଗୀ

ସେପ୍ଟେମ୍ବରରୁ ୨ ବର୍ଷରୁ ଅଧିକ ବୟସର ପିଲାଙ୍କ ପାଇଁ ମିଳିବ କୋଭାକ୍ସିନ ଟିକା

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କୋଭିଡ ଟିକାକରଣ ଅଭିଯାନକୁ ବ୍ୟାପକ କରାଯାଇଥିବାବେଳେ ପିଲାଙ୍କ ପାଇଁ କୋଭିଡ ଟିକା ସେପ୍ଟେମ୍ବର ସୁଦ୍ଧା ଉପଲବ୍ଧ ହେବା ଆଶା କରାଯାଉଛି। ଭାରତ ବାୟୋଟେକ୍‍ ପକ୍ଷରୁ ପିଲାଙ୍କ ପାଇଁ କୋଭାକ୍ସିନ ଟିକା ପ୍ରସ୍ତୁତି ଚାଲିଛି। ସେପ୍ଟେମ୍ବର
error: Content is protected !!
Open chat