Browsing Category
Odisha
ଅନଲକ୍ ପ୍ରକ୍ରିୟା ନେଇ ନିଷ୍ପତି ଖୁବଶୀଘ୍ର
ଦିନେ-ଦୁଇ ଦିନ ମଧ୍ୟରେ ଏସଆରସି ଜାରୀ କରିବେ ବିସ୍ତୃତ ଗାଇଡଲାଇନ୍
ଭୁବନେଶ୍ୱର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ରାଜ୍ୟରେ କରୋନା ସ୍ଥିତିକୁ ଆଖି ଆଗରେ ରଖି ରାଜ୍ୟ ସରକାର ଅନଲକ ପ୍ରକ୍ରିୟା ନେଇ ଖୁବ ଶୀଘ୍ର ନିଷ୍ପତି ଗ୍ରହଣ କରିବେ ବୋଲି ସ୍ୱାସ୍ଥ୍ୟ ସେବା ନିର୍ଦେଶକ ବିଜୟ!-->!-->!-->…
ନକଲି ଔଷଧ କାରବାର ମାମଲା : ସ୍ୱତନ୍ତ୍ର ଟିମ୍ ଗଠନ କଲା ଏସଟିଏଫ୍
ଭୁବନେଶ୍ୱର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ରାଜ୍ୟରେ ନକଲି ଔଷଧ କାରବାର ମାମଲାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି। ପୁଲିସ ଡିଜି ଶ୍ରୀ ଅଭୟ ଏହି ସୂଚନା ଦେଇଛନ୍ତି। ଡ୍ରଗ୍ସ କେଂଟ୍ରାଲରଙ୍କ ସହ ବିଚାର ବିମର୍ଷ କରାଯାଇ ପରବର୍ତୀ ପଦକ୍ଷେପ!-->…
୧୬ରୁ ଖୋଲିବ ରାଜ୍ୟରେ ଥିବା ପ୍ରତ୍ନତତ୍ତ୍ବ ବିଭାଗ ସଂରକ୍ଷିତ ଐତିହ୍ୟସ୍ଥଳୀ
ଭୁବନେଶ୍ବର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା ୧୬ ତାରିଖ ଅର୍ଥାତ ବୁଧବାରଠାରୁ ଖୋଲିବ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରତ୍ନତତ୍ତ୍ବ ବିଭାଗ ଦ୍ବାରା ସଂରକ୍ଷିତ ଐତିହ୍ୟସ୍ଥଳୀ । କରୋନା ସଂକ୍ରମଣ ପାଇଁ ଗତ ଏପ୍ରିଲ ୧୫ରୁ ରାଜ୍ୟର ପ୍ରମୁଖ ଐତିହ୍ୟସ୍ଥଳୀଗୁଡ଼ିକ ବନ୍ଦ ରହିଥିଛି ।!-->…
କରୋନା ଯୋଗୁଁ ଓଜେଇଇ ପରୀକ୍ଷା ସ୍ଥଗିତ, ବଢ଼ିଲା ଆବେଦନର ସମୟ ସୀମା
ଭୁବନେଶ୍ୱର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଏହି ପରୀକ୍ଷା ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା । ବର୍ତ୍ତମାନ ପରିପ୍ରେକ୍ଷୀରେ ସ୍ଥଗିତ!-->…
ରାଜ୍ୟରେ କରୋନା ସଂକ୍ରମଣ କମୁଛି : ଡିଏମଇଟି
ଭୁବନେଶ୍ୱର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ସାରା ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ସଂକ୍ରମଣ ହାର କମ ହେଉଛି ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି।ଡାକ୍ତର ମହାନ୍ତି କହିଛନ୍ତି ରାଜ୍ୟରେ ପଜିଟିଭିଟି ହାର କମୁଛି, ଆଗକୁ ଆହୁରି କମିବାର ସମ୍ଭାବନା!-->…
କୋଭିଡ ମୃତ୍ୟୁର ସ୍ୱତନ୍ତ୍ର ଅଡିଟ କରାଯାଉ : କଂଗ୍ରେସ
ଭୁବନେଶ୍ୱର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟ ସରକାର କୋଭିଡ ମୃତକଙ୍କ ପତ୍ନୀ ଓ ଅନାଥ ପିଲାଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି। ମାତ୍ର କୋଭିଡ ମୃତ୍ୟୁ ସମ୍ପର୍କରେ ସଠିକ ତଥ୍ୟ ଲୁଚାଇ ମିଥ୍ୟା ତଥ୍ୟରେ ତାହା କିଭଳି ସମ୍ଭବ ହେବ ବୋଲି କଂଗ୍ରେସ ପ୍ରଶ୍ନ କରିଛି। ସରକାର ନିଜକୁ କୋଭିଡ!-->…
ଆଖଣ୍ଡଳମଣିଙ୍କ ବିବାହ ପାଇଁ ସରିଲା ମଙ୍ଗଳପାଗ, ଆସନ୍ତାକାଲି ବିବାହ ବନ୍ଧନରେ ବାନ୍ଧିହେବେ ଦେବଦମ୍ପତି
ଆରଡି ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆଖଣ୍ଡଳମଣିଙ୍କ ବିବାହ ଉତ୍ସବ ପାଇଁ ସୋମବାର ବୈଦିକ ରୀତିନୀତି ଅନୁଯାୟୀ ମଙ୍ଗଳପାଗ ନୀତି ସମ୍ପନ୍ନ ହୋଇଛି। ଅାସନ୍ତାକାଲି ମଙ୍ଗଳବାର ବିବାହ ବନ୍ଧନରେ ବାନ୍ଧିହେବେ ଦେବଦମ୍ପତି। ହେଲେ ମହାମାରୀ କରୋନାର ସଙ୍କର୍ମଣର ଭୟଭୟତାକୁ ନେଇ କୋଭିଡ କଟକଣା ମଧ୍ୟରେ!-->…
ସରକାର ଅନଲକ୍ ପ୍ରକ୍ରିୟାକୁ ଗଲେ ଲୋକ କଟକଣା ମାନିବା ଆବଶ୍ୟକ : ଅଜୟ ପରିଡ଼ା
ଭୁବନେଶ୍ୱର ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଗତ ଦୁଇ ତିନି ଦିନ ହେବ ଓଡ଼ିଶାରେ ସଂକ୍ରମଣ ହାର କମ ରହିଛି। ସରକାର ଅନଲକ ପ୍ରକ୍ରିୟାକୁ ଗଲେ, ଲୋକମାନେ କଟକଣା ମାନିବା ଆବଶ୍ୟକ, ନଚେତ ପୁଣି ସଂକ୍ରମଣ ବଢ଼଼ିବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନପାରେ ବୋଲି ଭାରତୀୟ ଜୀବ ବିଜ୍ଞାନ ପ୍ରତିଷ୍ଠାନ!-->…
ରଜ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ ୧୪/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆଜି ଓଡିଶାର ଗଣପର୍ବ ରଜ। ପ୍ରତି ଘରେ ହସଖୁସିର ଆସର। ଏହି ଅବସରରେ ଓଡିଶା ବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଜର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ ଯୋଗେ କହିଛନ୍ତି, ରଜର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।!-->…
ଦିଲ୍ଲୀ ‘ଅନ୍ଲକ୍’: ବଜାର ପାଇଁ ଯୁଗ୍ମ-ଅଯୁଗ୍ମ ନିୟମ ହଟାଇବା ସହ ୫୦% ସାମର୍ଥ୍ୟ ସହ ରେସ୍ତୋରାଁ ଖୋଲିବାକୁ ଅନୁମତି…
ନୂଆଦିଲ୍ଲୀ ୧୩/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ପର୍ଯ୍ୟାୟକ୍ରମେ ‘ଅନ୍ଲକ୍’ ହେଉଥିବା ଜାତୀୟ ରାଜଧାନୀ ଅଞ୍ଚଳ ଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଆହୁରି କିଛି କଟକଣା କୋହଳ କରିଛନ୍ତି।
ନୂଆ ମାର୍ଗଦର୍ଶିକା ଅନୁସାରେ, ସୋମବାର ଠାରୁ ଦୋକାନ ବଜାର ସବୁ!-->!-->!-->…