Browsing Category
Odisha
ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ପୁରୀ ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ଆଜି ୧୫୦ତମ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇଛନ୍ତି। ପୁରୀ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତିସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ!-->…
ଯାଜପୁରରେ ୪ଟି ବୁଥରେ ଜବରଦଖଲ, ମତଦାନ ବନ୍ଦ; ବିଡ଼ିଓଙ୍କ ଉପରେ ଆକ୍ରମଣ ସୂଚନା
ଯାଜପୁର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଯାଜପୁର ଜିଲ୍ଲାରେ ତ୍ରି-ସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବୁଥ ଜବରଦଖଲ ଭଳି ଘଟଣା ଘଟିଥିଲା ବେଳେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ କୋରାଇ ବ୍ଲକ ଗୋଳେଇପୁର ପଞ୍ଚାୟତର ସୋତି ୟୁଜିଏମଇ ସ୍କୁଲରେ ଭୋଟଗ୍ରହଣ ଚାଲିଥିବା!-->…
ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିନ ୧୨ଟା ୨୫ରେ ସେ ଦିଲ୍ଲୀରୁ ବାହାରିବେ। ଅପରାହ୍ଣ ୨ଟା ୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ!-->…
ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା: ସାଧୁସନ୍ଥଙ୍କ ଆଗମନରେ ମହିମାଗାଦି ଚଳଚଞ୍ଚଳ, ସନ୍ଧ୍ୟା ୫.୩୦ରେ ଜଳିବ…
ଢେଙ୍କାନାଳ ୧୫/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ମଙ୍ଗଳବାର ମାଘ ଶୁକ୍ଲ ଚତୁର୍ଦ୍ଦଶୀ ପ୍ରାତଃ ବ୍ରାହ୍ମମୂହୂର୍ତ୍ତରୁ ଆରମ୍ଭ ହେବାକୁ ଯାଉଛି । ସନ୍ଧ୍ୟା ୫.୩୦ ମିନିଟ୍ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କରାଯିବ । ଜଗତ ଭକତର ମଙ୍ଗଳ ପାଇଁ!-->…
ଶ୍ରୀମନ୍ଦିର କଟକଣା କୋହଳ-ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ ସାର୍ଟିଫିକେଟ
ଭୁବନେଶ୍ବର ୧୪/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପୁରୀ ଶ୍ରୀମନ୍ଦିର ପାଇଁ ଆଉ ଟିକେ କୋହଳ ହେଲା କଟକଣା। ଶ୍ରୀମନ୍ଦିରରେ ପ୍ରବେଶ କଟକଣା କୋହଳ ହୋଇଛି। ଏଣିକି ବିନା ଟିକା ସାର୍ଟିଫିକେଟରେ ମହାପ୍ରଭୁଙ୍କୁ ଦର୍ଶନ କରିହେବ। ଫେବୃଆରୀ ୨୧ ପରେ ବିନା ଟିକା ସାର୍ଟିଫିକେଟରେ ପ୍ରବେଶ କରିହେବ। ଅଧିକାଂଶ!-->…
କଟକଣା ଲଗାଇଲେ ରାଜ୍ୟ ନିର୍ବାଚନ : ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ୪୮ ଘଣ୍ଟା ପାଇଁ କଟକଣା
ଭୁବନେଶ୍ବର ୧୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପଞ୍ଚାୟତ ନିର୍ବାଚନବେଳେ ବିବାଦୀୟ ଭାଷଣ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ!-->…
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ
ରାଜଗାଙ୍ଗପୁର ୧୧/୦୨/୨୦୨୨ କଳିଙ୍ଗ ଜ୍ୟୋତି: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ସୁନ୍ଦରଗଡ଼ ଅତିରିକ୍ତ!-->…
୨୮ରୁ ସ୍କୁଲକୁ ଆସିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା
ଭୁବନେଶ୍ବର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଦଳିଲା ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି । ଆସନ୍ତା ୧୪ରୁ ଖୋଲିବନି ପ୍ରଥମରୁ ସପ୍ତମ ଶ୍ରେଣୀ ବିଦ୍ୟାଳୟ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୨୮ ତାରିଖରୁ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଯଦି ପୂର୍ବ ନିର୍ଦ୍ଧାରିତ!-->…
ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ଭତ୍ତା, ରାସନ ଓ ଆବାସ ବନ୍ଦ: ପ୍ରମିଳା ମଲିକ
ଯାଜପୁର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ବାର୍ଦ୍ଧକ୍ୟ ଭତ୍ତା, ରାସନକାର୍ଡ ଓ ପ୍ରଧାନମନ୍ତ୍ରୀ ଆବାସ ବନ୍ଦ ବୋଲି ଭୋଟରଙ୍କୁ ସିଧାସଳଖ କହିଛନ୍ତି ବିଂଝାରପୁର ବିଧାୟିକା ପ୍ରମିଳା ମଲିକ। ପ୍ରମିଳାଙ୍କ ଏଭଳି ବକ୍ତବ୍ୟକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି!-->…
ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଭୁବନେଶ୍ବର ୦୮/୦୨/୨୦୨୨ କଳିଙ୍ଗ ଜ୍ୟୋତି : ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବାର ସମ୍ଭାବନା ରହିଛି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ। ସେ!-->…