Browsing Category

Odisha

ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ଆଜି ୧୫୦ତମ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇଛନ୍ତି। ପୁରୀ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତିସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ…

ଯାଜପୁରରେ ୪ଟି ବୁଥରେ ଜବରଦଖଲ, ମତଦାନ ବନ୍ଦ; ବିଡ଼ିଓଙ୍କ ଉପରେ ଆକ୍ରମଣ ସୂଚନା

ଯାଜପୁର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଯାଜପୁର ଜିଲ୍ଲାରେ ତ୍ରି-ସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବୁଥ ଜବରଦଖଲ ଭଳି ଘଟଣା ଘଟିଥିଲା ବେଳେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ କୋରାଇ ବ୍ଲକ ଗୋଳେଇପୁର ପଞ୍ଚାୟତର ସୋତି ୟୁଜିଏମଇ ସ୍କୁଲରେ ଭୋଟଗ୍ରହଣ ଚାଲିଥିବା…

ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିନ ୧୨ଟା ୨୫ରେ ସେ ଦିଲ୍ଲୀରୁ ବାହାରିବେ। ଅପରାହ୍ଣ ୨ଟା ୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ…

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା: ସାଧୁସନ୍ଥଙ୍କ ଆଗମନରେ ମହିମାଗାଦି ଚଳଚଞ୍ଚଳ, ସନ୍ଧ୍ୟା ୫.୩୦ରେ ଜଳିବ…

ଢେଙ୍କାନାଳ ୧୫/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ମଙ୍ଗଳବାର ମାଘ ଶୁକ୍ଲ ଚତୁର୍ଦ୍ଦଶୀ ପ୍ରାତଃ ବ୍ରାହ୍ମମୂହୂର୍ତ୍ତରୁ ଆରମ୍ଭ ହେବାକୁ ଯାଉଛି । ସନ୍ଧ୍ୟା ୫.୩୦ ମିନିଟ୍‌ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କରାଯିବ । ଜଗତ ଭକତର ମଙ୍ଗଳ ପାଇଁ…

ଶ୍ରୀମନ୍ଦିର କଟକଣା କୋହଳ-ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ ସାର୍ଟିଫିକେଟ

ଭୁବନେଶ୍ବର ୧୪/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପୁରୀ ଶ୍ରୀମନ୍ଦିର ପାଇଁ ଆଉ ଟିକେ କୋହଳ ହେଲା କଟକଣା। ଶ୍ରୀମନ୍ଦିରରେ ପ୍ରବେଶ କଟକଣା କୋହଳ ହୋଇଛି। ଏଣିକି ବିନା ଟିକା ସାର୍ଟିଫିକେଟରେ ମହାପ୍ରଭୁଙ୍କୁ ଦର୍ଶନ କରିହେବ। ଫେବୃଆରୀ ୨୧ ପରେ ବିନା ଟିକା ସାର୍ଟିଫିକେଟରେ ପ୍ରବେଶ କରିହେବ। ଅଧିକାଂଶ…

କଟକଣା ଲଗାଇଲେ ରାଜ୍ୟ ନିର୍ବାଚନ : ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ୪୮ ଘଣ୍ଟା ପାଇଁ କଟକଣା

ଭୁବନେଶ୍ବର ୧୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପଞ୍ଚାୟତ ନିର୍ବାଚନବେଳେ ବିବାଦୀୟ ଭାଷଣ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ…

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ

ରାଜଗାଙ୍ଗପୁର ୧୧/୦୨/୨୦୨୨ କଳିଙ୍ଗ ଜ୍ୟୋତି: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ସୁନ୍ଦରଗଡ଼ ଅତିରିକ୍ତ…

୨୮ରୁ ସ୍କୁଲକୁ ଆସିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ବର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଦଳିଲା ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି । ଆସନ୍ତା ୧୪ରୁ ଖୋଲିବନି ପ୍ରଥମରୁ ସପ୍ତମ ଶ୍ରେଣୀ ବିଦ୍ୟାଳୟ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୨୮ ତାରିଖରୁ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଯଦି ପୂର୍ବ ନିର୍ଦ୍ଧାରିତ…

ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ଭତ୍ତା, ରାସନ ଓ ଆବାସ ବନ୍ଦ: ପ୍ରମିଳା ମଲିକ

ଯାଜପୁର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି :  ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ବାର୍ଦ୍ଧକ୍ୟ ଭତ୍ତା, ରାସନକାର୍ଡ ଓ ପ୍ରଧାନମନ୍ତ୍ରୀ ଆବାସ ବନ୍ଦ ବୋଲି ଭୋଟରଙ୍କୁ ସିଧାସଳଖ କହିଛନ୍ତି ବିଂଝାରପୁର ବିଧାୟିକା ପ୍ରମିଳା ମଲିକ। ପ୍ରମିଳାଙ୍କ ଏଭଳି ବକ୍ତବ୍ୟକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି…

ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର ୦୮/୦୨/୨୦୨୨ କଳିଙ୍ଗ ଜ୍ୟୋତି : ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବାର ସମ୍ଭାବନା ରହିଛି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ। ସେ…
error: Content is protected !!
Open chat