Browsing Category
Odisha
ରାଜ୍ୟର ସମସ୍ତ ଔଷଧ ଦୋକାନୀ ଓ କର୍ମଚାରୀ ନେବେ କରୋନା ଟିକା
ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କୋଭିଡ ବିରୋଧୀ ଯୁଦ୍ଧରେ ଏବେ ଟିକାକରଣରୁ ସବୁଠୁ ଅଧିକ ପ୍ରାଧାନ୍ୟ ଦିଆଯାଉଛି । ଏହି କ୍ରମରେ ଆଜି ଓଡିଶା ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏଣିକି ରାଜ୍ୟରେ ଥିବା ଔଷଧ ଦୋକାନୀ ଏବଂ ସେଠାରେ କାମ କରୁଥିବା କର୍ମଚାରୀଙ୍କୁ!-->…
ଜୁନ ଶେଷସୁଦ୍ଧା ଖୋଲିବ ବନିହାଲ-କାଜିଗଣ୍ଡ୍ ଟନେଲ
ଶ୍ରୀନଗର ୦୯/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଜାମ୍ମୁ-ଶ୍ରୀନଗର ୨୭୦ କିଲୋମିଟର ଦୀର୍ଘ ଜାତୀୟ ରାଜପଥରେ ବନିହାଲ-କାଜିଗଣ୍ଡ ଟନେଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ୮.୫ କିଲୋମିଟର ଦୀର୍ଘ ଏହି ଡବଲ ଟ୍ୟୁବ ଟନେଲ ନିର୍ମାଣ ଶେଷହେବା ପରେ ତାହାକୁ ସଂପ୍ରତି ପରୀକ୍ଷା ନିରୀକ୍ଷା ଏବଂ ଯାନବାହନ!-->…
ଆସୁଛି ବଡ଼ ବର୍ଷା, ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ
ଭୁବନେଶ୍ବର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆସୁଛି ବଡ଼ ବର୍ଷା । ୧୦ରୁ ୧୪ ପ୍ରବଳ ବର୍ଷା ଆଶଙ୍କା । ରାଜ୍ୟର କିଛି ସ୍ଥାନରେ ୧୦ରୁ ୧୪ ତାରିଖରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା । ଏମିତିକି ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ସ୍ଥିତି ବି ଉପୁଜିପାରେ । ସହରାଞ୍ଚଳ ଓ!-->…
୭ଟି ଜିଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ, ସ୍ବାସ୍ଥ୍ୟ ଭିତ୍ତିଭୂମି ପାଇଁ ୨୯.୪୧ କୋଟି ଟଙ୍କାର…
ଭୁବନେଶ୍ବର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆଜି ରାଜ୍ୟର ୭ଟି ଜିଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଇ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା!-->…
କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)କୁ!-->…
୨୦୨୧-୨୨ ଖରିଫ ଫସଲ ପାଇଁ ଏମଏସପି ବୃଦ୍ଧି ; ଧାନର କ୍ୱିଣ୍ଟାଲ ପିଛା ମୂଲ୍ୟ ୧୯୪୦ ଟଙ୍କା
ନୂଆଦିଲ୍ଲୀ ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ୨୦୨୨ ସୁଦ୍ଧା ଚାଷୀଙ୍କ ଆୟକୁ ଦୁଇଗୁଣା କରିବା ଏବଂ ଅନ୍ନଦାତାଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ଦିଗରେ ଆଉ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ କେନ୍ଦ୍ର ସରକାକାର ୨୦୨୧-୨୨ ଖରିଫ ଫସଲ ପାଇଁ ବିଭିନ୍ନ ଫସଲର ସର୍ବନିମ୍ନ!-->…
୧୨ରେ କୁଳପତି ବୈଠକ: ସ୍ନାତକ-ସ୍ନାତକୋତ୍ତର ପାଠପଢ଼ା, ପରୀକ୍ଷା ସମ୍ପର୍କିତ ନିଷ୍ପତ୍ତି ନିଆଯାଇପାରେ
ଭୁବନେଶ୍ୱର ୦୯/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କରୋନା କାଳରେ ଶିକ୍ଷା ବିଭାଗ ଉପରେ ସର୍ବାଧିକ ପ୍ରଭାବ ପଡିଛି । ସ୍ନାତକ ଓ ସ୍ନାତକୋତ୍ତର ପାଠପଢା ଏବଂ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଚିନ୍ତା ପ୍ରକଟ କରିଛି । ଚଳିତ ମାସ ୧୨ ତାରିଖରେ ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ!-->…
ଜୁଲାଇ ମାସରେ ଆରମ୍ଭ ହୋଇପାରେ ସଂସଦର ମୌସୁମୀ ଅଧିବେଶନ: ପ୍ରହ୍ଲାଦ ଯୋଶୀ
ନୂଆଦିଲ୍ଲୀ ୦୯/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଏଥର ସ୍ବାଭାବିକ ସମୟ ନିର୍ଘଣ୍ଟ ଅନୁଯାୟୀ ଜୁଲାଇ ମାସରେ ସଂସଦର ମୌସୁମୀ ଅଧିବେଶନ ବସିବ ବୋଲି ଆଶାବାଦୀ ଥିବା କଥା ମଙ୍ଗଳବାର ଦିନ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି।
ଗଣମାଧ୍ୟମକୁ ଯୋଶୀ କହିଛନ୍ତି,!-->!-->!-->…
ଭାରତକୁ ଫେରିବ ଚିତା ; ଅର୍ଦ୍ଧ ଶତାବ୍ଦୀ ପରେ ଭାରତୀୟ ଭୁଖଣ୍ଡରେ ଦେଖିବାକୁ ମିଳିବ
ନୂଆଦିଲ୍ଲୀ ୦୯/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ବିଶ୍ୱରେ ଭୂପୃଷ୍ଠରେ ସର୍ବାଧିକ ବେଗରେ ଗତି କରିପାରୁଥିବା ଚିତାବାଘକୁ ଆଉ କିଛିଦିନ ମଧ୍ୟରେ ଭାରତୀୟମାନେ ଦେଖିବାର ସୁଯୋଗ ପାଇବେ। ପାଖାପାଖି ୫୦ ବର୍ଷ ତଳେ ଭାରତରୁ ଚିତାବାଘ ବଂଶ ବିଲୁପ୍ତ ହୋଇଯାଇଥିବାବେଳେ ଏବେ କିଛି ଚିତାବାଘ!-->…
କ୍ୟାପିଟାଲ ହସ୍ପିଟାଲକୁ ଆସିବ ଇକମୋ ମେସିନ୍ : ସ୍ୱାସ୍ଥ୍ୟ ମନ୍ତ୍ରୀ
ବିଦେଶରୁ ଇକମୋ ଆଣିବାକୁ ଟେଣ୍ଡର ଶେଷ
ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଲାଗିବ ଜୀବନ ରକ୍ଷାକାରୀ ଇକମୋ ମେସିନ୍। ସିଏସଆର ପାଣ୍ଠି ଜରିଆରେ ଏହି ମେସିନ ପ୍ରତିଷ୍ଠା କରାଯିବ ଏବଂ ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରାଯାଇଛି!-->!-->!-->…