Browsing Category

Odisha

୨୪ରୁ ସାରା ଓଡ଼ିଶାରେ ଲାଗୁ ହେଲା ଶନିବାର-ରବିବାର ସପ୍ତାହାନ୍ତ    ସଟଡାଉନ

ଭୁବନେଶ୍ଵର : ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ରାଜ୍ୟକୁ ପୁଣି ଫେରିଛି ସପ୍ତାହନ୍ତ ସଟଡାଉନ୍‌ । ରାଜ୍ୟ ସରକାର ଆଜି ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍‌ ଘୋଷଣା କରିଛନ୍ତି । ଆସନ୍ତା ଶନିବାର ଓ ରବିବାରଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସଟଡାଉନ୍‌ କଟକଣା ଜାରି ରହିବ ।

ପିପିଲି ଉପନିର୍ବାଚନ: ଶୋଭାଯାତ୍ରା ଓ ନିର୍ବାଚନୀ ସଭା କରିବନି ବିଜେଡ଼ି

ଭୁବନେଶ୍ଵର: ପିପିଲି ଉପନିର୍ବାଚନରେ ଆଉ ରାଲି କରିବନି ବିଜୁ ଜନତା ଦଳ(ବିଜେଡ଼ି)। ସାଧାରଣ ସଭା ଓ ଶୋଭାଯାତ୍ରା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବଢ଼ି ଚାଲିଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଲି ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ନିର୍ବାଚନୀ ସଭା ଓ

କରୋନାକୁ ନେଇ ନୀରବତା ଭାଙ୍ଗିଲେ ମନମୋହନ; ମୋଦୀଙ୍କୁ କହିଲେ- ଅଧିକ ଟିକାକରଣ ଦ୍ବାରା ହିଁ ମିଳିବ ବିଜୟ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦେଶରେ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ହସ୍ପିଟାଲରେ ବେଡ୍‌ ଏବଂ ଅକ୍ସିଜେନ ଅଭାବ ଦେଖାଦେଲାଣି। କରୋନା ଟିକା ବି ପର୍ଯ୍ୟାପ୍ତ ମିଳୁନାହିଁ। ଏହା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ରାତ୍ରିକାଳୀନ କର୍ଫ୍ୟୁ କଟକଣା ନ ମାନିଲେ, ଫାଇନ ଦେବେ…ଗିରଫ ହେବେ – ପୁଲିସ କମିଶନର

ରାତ୍ରିକାଳୀନ କର୍ଫ୍ୟୁ କଟକଣା ଅମାନ୍ୟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଇନ ଖିଲାପକାରୀଙ୍କୁ କେବଳ ଫାଇନ ନୁହେଁ, ଆବଶ୍ୟକ ପଡିଲେ ଗିରଫ କରାଯାଇ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି। ଆଜି ଅପରାହ୍ନରେ ଗଣମାଧ୍ୟମକୁ

ଖୋଲା ବଜାରରେ ମିଳୁ କରୋନା ଟିକା: ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର: : ଖୋଲା ବଜାରରେ କରୋନା ଟିକା ମିଳୁ। ଏହାଦ୍ୱାରା କ୍ରୟ କରିବାକୁ ସମର୍ଥ ଲୋକେ ନିଜେ ଟିକା କ୍ରୟ କରି ନେଇପାରିବେ। ଫଳରେ ଟିକା କିଣିବାକୁ ଅସମର୍ଥ ବର୍ଗଙ୍କ ପ୍ରତି ସରକାର ଧ୍ୟାନ

ପୁଣି ଥରେ ଲକଡାଉନ ହେଲେ ଅର୍ଥନୀତି ଭୁଷୁଡ଼ିପଡ଼ିବ, ରାଜ୍ୟ ସରକାରଙ୍କୁ ସତର୍କ କରାଇଲା ଫିକ୍କି

ଭୁବନେଶ୍ବର : ଓଡ଼ିଶା ସମେତ ସାରା ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବଢିଚାଲିଥିବାବେଳେ ଓଡ଼ିଶା ସରକାର ଆସନ୍ତା ୧୭ ତାରିଖରୁ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଓ ୧୦ଟି ସୀମାବର୍ତ୍ତୀ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ ଘୋଷଣା କରିଛନ୍ତି । ତେବେ ରାଜ୍ୟରେ ପୁଣି ଥରେ ଲକଡାଉନ, ଏପରିକି ଆଂଶିକ

୧୯ରୁ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ, ଆସିବେ ୫୦% କର୍ମଚାରୀ, ଅନଲାଇନରେ ସରିବ କୋର୍ସ

ରାଜ୍ୟରେ ଆସନ୍ତା ୧୯ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ବନ୍ଦ ରହିବା ଓ ସମସ୍ତ ପରୀକ୍ଷା ବନ୍ଦ ରଖିବା ନେଇ ଘୋଷଣା ପରେ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେହିଦିନରୁ ସମସ୍ତ ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ ରଖିବା ନେଇ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି କରିଛି। ଏହି ନିର୍ଦ୍ଦେଶନାମା

ତଥ୍ୟ ପ୍ରମାଣ ନଥିଲେ ନୈତିକ କାରଣରୁ ଦୋଷୀ ସାବ୍ୟସ୍ତ କରାଯାଇପାରିବ ନାହିଁ: ବମ୍ବେ ହାଇକୋର୍ଟ

ମୁମ୍ବଇ: ଶ୍ୱଶୁର ଘର ଲୋକ ଯଉତୁକ ଦାବି କରୁଛନ୍ତି ଅଭିଯୋଗ ଆଣି ବୋହୁ ଆତ୍ମହତ୍ୟା କଲା। ବନ୍ଧାହେଲେ ଶ୍ୱଶୁର ଘର ଲୋକ। ସେମାନଙ୍କ ବିରୁଦ୍ଧରେ ହତ୍ୟା ଅଭିଯୋଗ ଅଣାଗଲା ଏବଂ ସେମାନଙ୍କୁ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ କରାଗଲା। ଉକ୍ତ ପରିବାର ଏହି ରାୟ ବିରୁଦ୍ଧରେ ବମ୍ବେ ହାଇକୋର୍ଟରେ ଅପିଲ

ଓଡ଼ିଶାରେ କାଲିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର ୧୫/୪: ରାଜ୍ୟକୁ ପୁଣି ଫେରିଲା କୋଭିଡ୍ କଟକଣା । ରାଜ୍ୟରେ କାଲିଠୁ ନାଇଟ୍ କର୍ଫ୍ୟୁ କଟକଣା ଲାଗିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସଂକ୍ରମଣ ଦେଖି ନୂଆ ପଦକ୍ଷେପ ନେଲେ ରାଜ୍ୟ ସରକାର । ନୂଆ ପଦକ୍ଷେପ ନେଇ ସୂଚନା ଦେଲେ

ରାଜ୍ୟରେ ମାଟ୍ରିକ, +୨ ପରୀକ୍ଷା ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ
error: Content is protected !!
Open chat