Browsing Category
Odisha
ଦ୍ୱିତୀୟ ଲହର ତୁଳନାରେ ଏବେ ବହୁତ କମ୍ ରହିଛି ହସ୍ପିଟାଲାଇଜେସନ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର ୧୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ ସଂକ୍ରମଣ ଉପର ମୁହାଁ ଟ୍ରେଣ୍ଡରେ ରହିଛି । ବହୁତ ଅଳ୍ପ ଦିନରେ ଆମେ ଦ୍ୱିତୀୟ ଲହର ପିକକୁ ପାର୍ କରି ଯାଇ ପାରୁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।
ସେ କହିଛନ୍ତି, ଗୋଟିଏ ପାଣ୍ଡେମିକରେ ପ୍ରଥମେ ବଢ଼ିବ!-->!-->!-->…
ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ!-->…
ପ୍ରକାଶ ପାଇଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା
ଭୁବନେଶ୍ୱର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତିଙ୍କ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ମୋଟ ୪୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ପଞ୍ଚାୟତିରାଜ ବିଭାଗ ତରଫରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ଏହି!-->…
ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ ପୁୁଣି ଲାଗିଲା କଟକଣା
୧୦ରୁ ୩୧ ତାରିଖ ଯାଏଁ ଜଗା ଦର୍ଶନ ବନ୍ଦ
ପୁରୀ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ପୁଣି ଥରେ ହଠାତ୍ ବଢ଼ିଯିବାରୁ କଟକଣା ବଢ଼ିଛି। କରୋନାର ପ୍ରଭାବ ପୁରୀ ସହର ଉପରେ ପଡ଼ିଛି। ଆସନ୍ତା ଜାନୁଆରି ୧୦ ତାରିଖ ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।!-->!-->!-->…
ଆସନ୍ତା ୧୦ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ
ଭୁବନେଶ୍ୱର ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ପୁଣି କରୋନା ସଂକ୍ରମଣର ହାର ବଢ଼ିବାରେ ଲାଗିଛି । ଯେଉଁଥି ପାଇଁ ସରକାର ଆଗୁଆ ସଚେତନ ମୂଳକ ପଦକ୍ଷେପ ନେଇଛନ୍ତି । ଏହି କ୍ରମରେ ଜାନୁଆରୀ ୧୦ରୁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର।
ରାଜ୍ୟ!-->!-->!-->!-->!-->…
ବିଶ୍ୱସ୍ତରୀୟ ହେବ କଟକ ରେଳଷ୍ଟେସନ : ଅଶ୍ୱିନୀ ବୈଷ୍ଣବ
କଟକ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : କଟକ ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ। କେନ୍ଦ୍ର ରେଳ, ଇଲୋକ୍ଟ୍ରୋନିକ୍ସ, ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା ଘୋଷଣା କରିଛନ୍ତି। ଶୁକ୍ରବାର କଟକ ରେଳଷ୍ଟେସନରେ ପୂର୍ବ ପ୍ରବେଶ ଦ୍ୱାର ଉନ୍ନତିକରଣର ଭିତ୍ତିପ୍ରସ୍ତର!-->…
ବିଦେଶ ଫେରନ୍ତାଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ
ନୂଆଦିଲ୍ଲୀ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବିଦେଶରୁ ଫେରୁଥିବା ଲୋକଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ କରାଯାଇଛି । ବିଦେଶ ଫେରନ୍ତା ୭ ଦିନ ଗୃହ ସଙ୍ଗରୋଧରେ ରହିବା ପାଇଁ କେନ୍ଦ୍ର ସରକାର ଏହି ନୂଆ ମାର୍ଗଦର୍ଶୀକା ଜାରି କରିଛନ୍ତି । ଆସନ୍ତା ୧୧ ତାରିଖରୁ ଏହା ଲାଗୁ ହେବ। କରୋନା!-->…
ଖୋଲା ରହିବ ନନ୍ଦନକାନନ, କେବଳ ଅନଲାଇନରେ ମିଳିବ ଟିକେଟ
ଭୁବନେଶ୍ୱର ୦୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ପରିବର୍ତ୍ତିତ କୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି ଠାରୁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ବର୍ଟାନିକାଲ ଗାର୍ଡେନ ଖୋଲା ରହିବ। ସୂଚନା ମୁତାବକ, ନନ୍ଦନକାନନ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନଙ୍କୁ କୋଭିଡ!-->…
ରାଜଧାନୀରେ ପୁଣି ୫ଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କଲା ବିଏମସି
ଭୁବନେଶ୍ବର ୦୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିଦେଶ ଫେରନ୍ତା କରୋନା ଆକ୍ରାନ୍ତ ହେଉଥିବାରୁ ଓମିକ୍ରନ୍ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। ଆଜି ଭୁବନେଶ୍ୱର ମହାନଗର ନିଗମରେ ପୁଣି ୫ଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରିଛି। ଏହାସହିତ!-->…
ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ସମୀକ୍ଷା
ଭୁବନେଶ୍ବର ୦୪/୦୧/୨୦୨୨ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା!-->!-->!-->…