Browsing Category
Odisha
ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ
କାମାକ୍ଷାନଗର: ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇନଲେ ଦୁର୍ବୃତ୍ତ। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖତେଇବେଣି କେନାଲ ନିକଟରେ ଘଟିଛି ଏହି ଭଳି ଘଟଣା। ସୂଚନା ମୁତାବକ ବ୍ୟବସାୟୀ ଜଣଙ୍କ ହେଉଛନ୍ତି ଜୟପୁର ଗ୍ରାମର ଚୈତନ୍ୟ ବେହେରା। ସେ ଆଜି ବ୍ୟବସାୟ ସାରି ଘରକୁ ଫେରୁଥିବା!-->…
କ୍ରମାଗତ ଭାବେ ଦ୍ୱିତୀୟ ଦିନ ଦେଶର ଉତ୍ତପ୍ତ ସହର ପାଲଟିଲା ଭୁବନେଶ୍ୱର
ଭୁବନେଶ୍ବର: ଦ୍ବିତୀୟ ଦିନ ଲାଗି ଦେଶର ସବୁଠୁ ଉତ୍ତପ୍ତ ସହର ଭାବେ ସାମ୍ନାକୁ ଆସିଲା ରାଜଧାନୀ ଭୁବନେଶ୍ୱର । ଆଜି ଦିନବେଳା ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୯.୪ ଡିଗ୍ରି ସେଲସିଅସ୍ ରେକର୍ଡ କରାଯାଇଛି, ଯାହା ଗତ ୧୦ ବର୍ଷରେ ତୃତୀୟ ସର୍ବାଧିକ ବୋଲି କୁହାଯାଉଛି । ତେବେ ଆସନ୍ତା ୫ ଦିନ!-->…
ଫେବ୍ରୁଆରି ମାସରେ ଥିବା କରୋନା ଗାଇଡଲାଇନ୍ ଅବଧିକୁ ମାର୍ଚ୍ଚ ୩୧ ଯାଏ ବୃଦ୍ଧି କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ସାରା ଦେଶରେ ମାର୍ଚ୍ଚ ୩୧ ତାରିଖ ଯାଏ ବଢିଲା କରୋନା ଗାଇଡଲାଇନ୍ ଅବଧି । କରୋନା ସଂକ୍ରମଣ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନେଇଛି କେନ୍ଦ୍ର ଗୃହ ବିଭାଗ । ଗାଇଡଲାଇନ୍ ଅନୁଯାୟୀ, ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ ବ୍ୟବସ୍ଥା ଓ ସାବଧାନତା । ତେବେ ଟିକାକରଣ ତ୍ୱରାନ୍ୱିତ କରିବାକୁ!-->…
ଆଇପିଏଏଲ୍ ବେଟିଂର ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ବ୍ରହ୍ମପୁର ପୁଲିସକୁ ମିଳିଛି ସଫଳତା। ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ବେଟିଂର ମାଷ୍ଟରମାଇଣ୍ଡ ତଥା ମୁଖ୍ୟ ଅଭିଯୁକ୍ତ ଦିନେଶ ରାଠୀଙ୍କୁ ବ୍ରହ୍ମପୁର ପୁଲିସ ଗିରଫ କରିବାରେ ସଫଳ ହୋଇଛି।କଲକାତାରୁ ବେଟିଂ ଚଳାଇଥିବା ଦିନେଶ ରାଠୀଙ୍କୁ ଗିରଫ କରାଯାଇଛି। ଦିନେଶକୁ!-->…
୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳ ପାଇଁ ଘୋଷଣା ହେଲା ନିର୍ବାଚନ ତାରିଖ
ଚାରିଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ଆଜି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ତାରିଖ ଘୋଷଣା କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏହି ବିଷୟ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ, ଆସାମ,!-->…
ଦୁଇ ଦିନରେ ଖେଳ ଶେଷ, ୩ୟ ଟେଷ୍ଟ ଜିତିଲା ଭାରତ
ଅହମ୍ମଦାବାଦ: ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବୁଧବାର ଆରମ୍ଭ ହୋଇଥିବା ୩ୟ ଦିବାରାତ୍ର ଟେଷ୍ଟ ମ୍ୟାଚ ଦୁଇ ଦିନରେ ଶେଷ ହୋଇଛି। ଭାରତ ଏହି ମ୍ୟାଚରେ ଭ୍ରମଣକାରୀ ଦଳକୁ ୧୦ ଉଇକେଟରେ ପରାସ୍ତ କରି ୨-୧ ବିଜୟ ସହିତ ସିରିଜରେ ଆଗୁଆ ରହିଛି। ଆଉ ଗୋଟିଏ ମ୍ୟାଚ୍ ବାକି!-->…
ସୋସିଆଲ ମିଡିଆ ଓ ଓଟିଟି ପ୍ଲାଟଫର୍ମ ପାଇଁ ଗାଇଡଲାଇନ୍ ଜାରି କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଭାରତ ସରକାର ଆଜି ସୋସିଆଲ ମିଡିଆ ପ୍ଲାଟଫର୍ମ, ଓଟିଟି ପ୍ଲାଟଫର୍ମ ଏବଂ ଡିଜିଟାଲ ମିଡିଆ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ଆଜି କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଓ ପ୍ରକାଶ ଜାଭଡେକର ଗାଇଡଲାଇନ ବିିଷୟରେ!-->…
ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ହିନ୍ଦୁ ମହିଳା ବାପାଙ୍କ ପରିବାରକୁ ଦେଇ ପାରିବେ ନିଜର ସମ୍ପତ୍ତି
ନୂଆଦିଲ୍ଲୀ,୨୪।୨: ଦେଶର ସର୍ବୋଚ୍ଚ ଅଦାଲତଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି। କୋର୍ଟଙ୍କର ଏହି ନିଷ୍ପତ୍ତି ଅନୁସାରେ, ଜଣେ ହିନ୍ଦୁ ବିବାହିତା ମହିଳା ତାଙ୍କର ସମ୍ପତ୍ତିର ଉତ୍ତରାଧିକାରୀ ଭାବରେ ନିଜ ବାପାଙ୍କ ଘରର ଲୋକଙ୍କୁ ରଖିପାରିବେ। ସୁପ୍ରିମକୋର୍ଟ ନିଜର ନିଷ୍ପତ୍ତିରେ ଏହି ବ୍ୟବସ୍ଥା!-->…
ମେ’ ୧୮ରୁ +୨ ପରୀକ୍ଷା : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ଦ୍ୱାରା ପରିଚାଳିତ +୨ ପରୀକ୍ଷା ତାରିଖ ବୁଧବାର ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ’ ୧୮ ତାରିଖରୁ ଆରମ୍ଭ ହୋଇ ଜୁନ୍ ୧୨ ତାରିଖ ପର୍ୟ୍ୟନ୍ତ ଚାଲିବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।!-->…
ମୋଟେରା ନାଁ ବଦଳି ହେଲା ‘ନରେନ୍ଦ୍ର ମୋଦୀ ଷ୍ଟାଡିୟମ’, ଉଦ୍ଘାଟନ କଲେ ରାଷ୍ଟ୍ରପତି
ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦସ୍ଥିତ ଦୁନିଆର ସବୁଠୁ ବଡ଼ କ୍ରିକେଟ୍ ଷ୍ଟାଡିୟମ ମୋଟେରା ଷ୍ଟାଡିୟମକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଏକ ବଡ଼ ନିଷ୍ପତ୍ତିକ୍ରମେ ଷ୍ଟାଡିୟମର ନାମକୁ ବଦଳାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ନାମିତ!-->…