Browsing Category

Odisha

ଆନ୍ଦୋଳନରତ କୃଷକ ସଂଗଠନ ହାତ ଛାଡିଲେ ୨ କୃଷି ସଂଗଠନ

ଗଣତନ୍ତ୍ର ଦିବସରେ ଟ୍ରାକ୍ଟର ପରେଡ ସମୟରେ ସୃଷ୍ଟି ହୋଇଥିବା ହିଂସାକାଣ୍ଡ ଘଟଣାରେ ୨ଟି କୃଷକ ସଂଗଠନ ରାଷ୍ଟ୍ରିୟ କିସାନ ମଜଦୁର ସଂଗଠନ ଏବଂ ଭାରତୀୟ କିସନ ୟୁନିଅନ (ଭାନୁ) ଆଜି କୃଷକଙ୍କ ବିରୋଧକୁ ସମର୍ଥନ ପ୍ରତ୍ୟାହାର କରିଛନ୍ତି।ଭାରତୀୟ କିସାନ ୟୁନିଅନ (ଭାନୁ)ର ଅଧ୍ୟକ୍ଷ ଠାକୁର ଭାନୁ

ଦେବରାଜ ସାହୁ ହତ୍ୟାକାଣ୍ଡର ପର୍ଦ୍ଦାଫାସ, ମାଷ୍ଟରମାଇଣ୍ଡ୍ ଅଜୟ ସମେତ ୫ ଗିରଫ

ବ୍ରହ୍ମପୁର : ବେଗୁନିଆପଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବରାଜ ସାହୁ ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ବ୍ରହ୍ମପୁର ପୁଲିସ । ଏହା ଘଟଣାର ମାଷ୍ଟରମାଇଣ୍ଡ ଅଜୟ ବାରିକ ସମେତ ମୋଟ ୫ ଜଣଙ୍କୁ ପୁଲିସ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ର ଜବତ ହୋଇଛି । ପୂର୍ବ ଶତ୍ରୁତାରୁ ଏହି

ପରାକ୍ରମ ଦିବସ; ଭିକ୍ଟୋରିଆ ମେମୋରିଆଲ ସମାରୋହରେ ଯୋଗଦେଲେ ମୋଦୀ ଓ ମମତା

କଲକାତା: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀକୁ ଚଳିତବର୍ଷଠାରୁ ପରାକ୍ରମ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଶନିବାର କଲକାତାର ଭିକ୍ଟୋରିଆ ମେମୋରିଆଲରେ ବିରାଟ ସମାରୋହର ଆୟୋଜନ କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ପରିସରରେ ବୀର ସୁରେନ୍ଦ୍ର…

ଝାରସୁଗୁଡ଼ା: ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ପରିସରରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ଆଜି ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ବିମାନ ବନ୍ଦର ପରିସରରେ ଏହି ୧୪ ଫୁଟ ଉଚ୍ଚତା

ନେତାଜୀ ଭାରତମାତାର ଅମୂଲ୍ୟ ରତ୍ନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ନେତାଜୀ ବସ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। କଟକରେ ଅତ୍ୟାଧୁନିକ ବସ ଟର୍ମିନାଲର ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ନେତାଜୀଙ୍କ

ଆସନ୍ତାମାସଠାରୁ ଇ-କ୍ୟାଟରିଂ ସେବା ଆରମ୍ଭ କରିବ ଆଇଆର୍‌ସିଟିସି

ନୂଆଦିଲ୍ଲୀ: ଭାରତୀୟ ରେଳବାଇର କ୍ୟାଟରିଂ ଏବଂ ପର୍ଯ୍ୟଟନ ଶାଖା ଆଇଆର୍‌ସିଟିସି ଆସନ୍ତାମାସଠାରୁ ଇ-କ୍ୟାଟରିଂ ସେବା ଆରମ୍ଭ କରିବ ବୋଲି ଘୋଷଣା କରିଛି। କୋଭିଡ୍‌ ପୂର୍ବରୁ ଆଇଆର୍‌ସିଟିସି ଦିନକୁ ପ୍ରାୟ ୨୦ ହଜାର ଇ-କ୍ୟାଟରିଂ ବରାଦ ଗ୍ରହଣ କରୁଥିଲା। ମାତ୍ର ‌କରୋନା କାରଣରୁ ୨୦୨୦ ମାର୍ଚ ୨୨

ବଢ଼ୁଛି ମମତାଙ୍କ ଅଡ଼ୁଆ: ବନ ମନ୍ତ୍ରୀ ରାଜୀବ ବାନାର୍ଜୀ ଦେଲେ ପଦରୁ ଇସ୍ତଫା

ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଓ ତୃଣମୂଳ ସମସ୍ୟା ବଢ଼ିବାରେ ଲାଗିଛି । ପୂର୍ବରୁ କିଛି ସାଂସଦ ଓ ବିଧାୟକ ଦଳ ଛାଡ଼ିଥିଲେ । ଏହାପରେ ଅଧିକାରୀ ଭ୍ରାତା ମମତାଙ୍କୁ ଛାଡ଼ି ଚାଲିଯିବା ପରେ ଜଣକ ପରେ ଜଣେ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେବାରେ ଲାଗିଛନ୍ତି । ଆଉ ୩ ମାସ ପରେ ପଶ୍ଚିମବଙ୍ଗ

ଭଜନ ସମ୍ରାଟ ନରେନ୍ଦ୍ର ଚଞ୍ଚଲଙ୍କ ପରଲୋକ

ନୂଆଦିଲ୍ଲୀ : ଭଜନ ସମ୍ରାଟ ନରେନ୍ଦ୍ର ଚଞ୍ଚଲଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଗତ ତିନିମାସ ଧରି ନରେନ୍ଦ୍ର ଚଞ୍ଚଲ ଅସୁସ୍ଥ ହୋଇ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଡାକ୍ତରଖାନା ପ୍ରଶାସନ ଅନୁଯାୟୀ ଶୁକ୍ରବାର ଦିନ ଅପରାହ୍ଣରେ ସେ ଶେଷ

କିନ୍ନରଙ୍କ ହାତରେ ଅଶୋକା ମାର୍କେଟ, ମାଷ୍ଟରକ୍ୟାଣ୍ଟିନ ପାର୍କିଂ ଦାୟିତ୍ବ

କିନ୍ନରମାନଙ୍କ ଆର୍ଥିକ ବିକାଶ ଓ ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ ନିମନ୍ତେ ବିଏମସି ଆରମ୍ଭ କରିଛି ଯୋଜନା । ରାଜଧାନୀର ଦୁଇ ପ୍ରମୁଖ ପାର୍କିଂ ଅଞ୍ଚଳକୁ କିନ୍ନରଙ୍କୁ ହସ୍ତାନ୍ତର କରାଯାଇଛି । ଅଶୋକା ମାର୍କେଟସ୍ଥିତ ଖାଦିମ୍ ସୋରୁମ୍ ସାମ୍ନାରୁ ଶ୍ରୀଲେଦର ସୋରୁମ୍ ସାମନା , ହୋଟେଲ୍

ହ୍ବାଇଟ ହାଉସ ଛାଡ଼ିଲେ ଟ୍ରମ୍ପ, ଆଜି ରାଷ୍ଟ୍ରପତି ଭାବେ ଶପଥ ନେବେ ଜୋ ବାଇଡେନ

ନୂଆଦିଲ୍ଲୀ: ଆଜି ନିଜର ନୂଆ ରାଷ୍ଟ୍ରପତି ପାଇବ ଆମେରିକା। ନିର୍ବାଚନ ଜିତିବା ପରେ ଆଜି ରାଷ୍ଟ୍ରପତି ଭାବେ ଶପଥ ନେବେ ଜୋ ବାଇଡେନ। ଏ ନେଇ ସମସ୍ତଙ୍କ ପ୍ରସ୍ତୁତି ଶେଷ ହୋଇଛି। ଆଜି ଭାରତ ସମୟ ସନ୍ଧ୍ୟା ୮ଟା ୩୦ରେ ଜୋ ବାଇଡେନ ୪୬ତମ ରାଷ୍ଟ୍ରପତି ଭାବେ ଏବଂ ଭାରତୀୟ ବଂଶୋଦ୍ଭବ କମଳା ହାରିସ୍
error: Content is protected !!
Open chat