Browsing Category
Odisha
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ଦଳକୁ ଶକ୍ତିଶାଳୀ କରିବା ମନ୍ତ୍ର ଦେବେ ପୁରନ୍ଦେଶ୍ୱରୀ
ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ପ୍ରଭାରୀ ଡି ପୁରନ୍ଦେଶ୍ୱରୀଙ୍କ ଅଧ୍ୟକ୍ଷତାରେ ୪ଟି ପର୍ଯ୍ୟାୟରେ ଏହି ବୈଠକ ହେବ। ସମସ୍ତ ଜିଲ୍ଲା ସଭାପତି, ପ୍ରଭାରୀ, ପଦାଧିକାରୀ, ବିଧାୟକ, ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ସହ ବୈଠକ ହେଉଛି।!-->…
ଡିଜିଟାଲ ହେବ ଭୋଟର ପରିଚୟ ପତ୍ର
ନୂଆଦିଲ୍ଲୀ: ଆଧାର କାର୍ଡ ପରି ଭୋଟର ଫଟୋ ପରିଚୟ ପତ୍ର (ଇପିଆଇସି)ଖୁବ୍ଶୀଘ୍ର ଡିଜିଟାଲ ରୂପ ନେବାକୁ ଯାଉଛି। ଡିଜିଟାଲ ରୂପ ନେବା ପରେ ଜଣେ ଭୋଟର ନିଜର ପରିଚୟପତ୍ରକୁ ଡାଉନଲୋଡ କରିପାରିବେ। ଏହାଦ୍ବାରା ଡିଜିଟାଲ ଭର୍ସନରେ ମତଦାନ କରିବାର ସୁବିଧା ହୋଇପାରିବ। ରିପୋର୍ଟ ଅନୁଯାୟୀ ଆସନ୍ତା!-->…
ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ରକୁ ରିପୋର୍ଟ ଦେଲେ ରାଜ୍ୟପାଳ, ପଶ୍ଚିମବଙ୍ଗ ଯିବେ ଶାହ
କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହଲ୍ଚଲ୍ ଆରମ୍ଭ ହୋଇଯାଇଛି। ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଉପରେ ଗୁରୁବାର ଆକ୍ରମଣକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ରିପୋର୍ଟ ପଠାଇଛନ୍ତି। ଗତ ଗୁରୁବାର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏ!-->…
ହସ୍ପିଟାଲର ଅବହେଳାରୁ ଚାଲିଗଲା ୯ ନବଜାତକଙ୍କ ଜୀବନ
କୋଟା: ରାଜସ୍ଥାନର କୋଟାରେ ଥିବା ଜେ.କେ. ଲୋନ୍ ହସ୍ପିଟାଲରେ ୨୪ ଘଣ୍ଟା ମଧ୍ୟରେ ୯ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛି। ହସ୍ପିଟାଲର ଅବହେଳା ଯୋଗୁ ନବଜାତକମାନଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ବିବାଦରେ ପଡ଼ିଛି ହସ୍ପିଟାଲ। ଏହି ଘଟଣାକୁ ନେଇ ସ୍ଥାନୀୟ ଜିଲାପାଳ!-->…
୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍ ଟର୍ମିନାଲ : ମୁଖ୍ୟମନ୍ତ୍ରୀ
ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରିଛନ୍ତି ।
ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ରାଜ୍ୟର ସବୁଠାରୁ!-->!-->!-->!-->!-->!-->!-->!-->!-->…
ଦେଶରେ ପ୍ରତିଦିନ ୧ମିଲିୟନ ଟିକାକରଣ କରିବା ପାଇଁ ପ୍ରସ୍ତୁତ ଆପୋଲୋ ହସ୍ପିଟାଲ
ନୂଆଦିଲ୍ଲୀ: ଦିନକୁ ଏକ ମିଲିୟନ୍ କରୋନାଭାଇରସ୍ ଟିକା ଦେବା ପାଇଁ ପ୍ରସ୍ତୁତ ବୋଲି କହିଛି ଆପୋଲୋ। କିନ୍ତୁ ଟିକା କିପରି ବଣ୍ଟନ କରାଯିବ ଏବଂ ଘରୋଇ ସ୍ୱାସ୍ଥ୍ୟ ସେବା ନେଟୱାର୍କ ଏଥିରେ ଜଡିତ ହେବ କି ନାହିଁ ତାହା ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ କରି ନାହାଁନ୍ତି।
ଆପୋଲୋର ପରିଚାଳନା!-->!-->!-->!-->!-->…
ନଭେମ୍ବରରେ ଦେଶରେ ନିଯୁକ୍ତି ହ୍ରାସ ପାଇଛି : ରିପୋର୍ଟ
ନୂଆଦିଲ୍ଲୀ : ଗତ ନଭେମ୍ବର ମାସରେ ଭାରତରେ ନିଯୁକ୍ତି ପ୍ରଦାନ ୦.୯ ପ୍ରତିଶତ ହ୍ରାସ ପାଇ ୩୫ ଲକ୍ଷରେ ପହଞ୍ଚିଛି ବୋଲି ସେଣ୍ଟର ଫର ମନିଟରିଂ ଅଫ ଇଣ୍ଡିଆନ ଇକନୋମୀ (ସିଏମଆଇଇ) ପକ୍ଷରୁ କୁହାଯାଇଛି । ଅକ୍ଟୋବର ମାସରେ ନିଯୁକ୍ତି ପ୍ରଦାନ ୦.୧ ପ୍ରତିଶତ ହ୍ରାସ ପାଇଥିଲା ।
ଗତ ଏପ୍ରିଲ,!-->!-->!-->!-->!-->…
‘ଆତ୍ମନିର୍ଭର ଭାରତ’ର ସାକ୍ଷୀ ହେବ ନୂଆ ସଂସଦ ଭବନ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହି ନୂଆ ସଂସଦ ଭବନ ‘ଆତ୍ମନିର୍ଭରଶୀଳ ଭାରତ’ର ସାକ୍ଷୀ ହେବ ବୋଲି ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ସଂସଦ ଭବନରେ ଆମ ଦେଶ ଏବଂ ସମ୍ବିଧାନର ନିର୍ମାଣ ହୋଇଛି। ଆମ ସଂସଦ!-->…
ସାଇବର ନିରାପତ୍ତା ଦେଶ ପାଇଁ ବଡ ଆହ୍ୱାନ – ରାଜନାଥ ସିଂହ
ସାଇବର ନିରାପତ୍ତା ଓ ସାମରିକ ଚିକିତ୍ସା ଆଜି ଆମ ପାଇଁ ବଡ ଆହ୍ୱାନ ହୋଇଛି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି। ଦଶମ ଆସିଆନ ପ୍ରତିରକ୍ଷାମନ୍ତ୍ରୀମାନଙ୍କ ବୈଠକରେ ଆଜି ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଅଂଶଗ୍ରହଣ କରି ଶ୍ରୀ ସିଂହ କହିଛନ୍ତି ଯେ ଆସିଆନର ସଦସ୍ୟ ଦେଶଗୁଡ଼ିକ!-->…
ରାଜ୍ୟର ସମସ୍ତ ଆୟୁଷ ମେଡିକାଲ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର
ଭୁବନେଶ୍ବର: ମାର୍ଚ୍ଚ ମାସରୁ କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟରେ ସମସ୍ତ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଥିଲା। ଏବେ ଧୀରେ ଧୀରେ ପରିସ୍ଥିତିରେ ସୁଧାର ଆସୁଥିବା ବେଳେ ପୁଣି ଥରେ ସ୍କୁଲ-କଲେଜ ଖୋଲିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଡିିସେମ୍ବର ୧ରୁ କରୋନା କଟକଣା ସହ ରାଜ୍ୟରେ!-->…