Browsing Category
Odisha
ୟୁକ୍ତ-୩ ରେ ଯୋଡ଼ି ହେଲା ନୂଆ ବିଷୟ : ନୀତିଶାସ୍ତ୍ର ଓ ମୂଲ୍ୟବୋଧ
ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ୟୁଜି ବା ଅଣ୍ଡର ଗ୍ରାଜୁଏଟରେ ଯୋଡ଼ି ହେଲା ନୂଆ କୋର୍ସ୍। ନୈତିକ ଶିକ୍ଷା ଉପରେ ସ୍ବତନ୍ତ୍ର ପାଠ୍ୟକ୍ରମ ଯୁକ୍ତ ୩ ରେ ଏକ ବାଧ୍ୟତାମୂଳକ ବିଷୟ ଭାବେ ଯୋଡ଼ି ହେଲା। ଓଡ଼ିଶା ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ‘ନୀତିଶାସ୍ତ୍ର ଓ ମୂଲ୍ୟବୋଧ’ ବା ‘ଏଥିକ୍ସ!-->…
ତୃତୀୟ ଲହର ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ଜନ ସ୍ବାସ୍ଥ୍ୟ ନିର୍ଦେଶକ
ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ତୃତୀୟ ଲହର ମୁକାବିଲା ଲାଗି ରାଜ୍ୟ ସରକାର ସମର୍ଥ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି। ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ଅଧିକ ବୋଲି ନିଜ!-->…
ଓମିକ୍ରନ୍ର ଲକ୍ଷଣ: ଗଳା ଦରଜ, କ୍ଲାନ୍ତ ଲାଗିବା, ଶରୀର ଯନ୍ତ୍ରଣା
ମୁମ୍ବାଇ : କରୋନାର ସାଧାରଣ ଲକ୍ଷଣ ଠାରୁ ଓମିକ୍ରନ୍ ପ୍ରଜାତିରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କଠାରେ ଲକ୍ଷଣ ସାମାନ୍ୟ ଭିନ୍ନ ରହୁଛି। ଗଳା ଦରଜ, କ୍ଳାନ୍ତ ଲାଗିବା, ଶରୀର ଯନ୍ତ୍ରଣା ଏବଂ ସାମାନ୍ୟ ଜ୍ବର ଆଦି ହେବା ଓମିକ୍ରନ୍ର କେତେକ ପ୍ରମୁଖ ଲକ୍ଷଣ। ଓମିକ୍ରନରେ ସଂକ୍ରମିତ ହୋଇ!-->…
ଆଜି ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ୫୯୪ କିଲୋମିଟର ଲମ୍ବା ଛଅ ଲେନ ବିଶିଷ୍ଟ ଏକ୍ସପ୍ରେସୱେ ୩୬,୨୦୦ କୋଟିରୁ ଅଧିକ ମୂଲ୍ୟରେ ର୍ନିମାଣ ହେବ ।!-->…
ଶ୍ରୀମନ୍ଦିର ପାଇଁ ନୂଆ ଏସ୍ଓପି ଜାରି; ଡିସେମ୍ବର ୧୬ରୁ ସକାଳ ସାଢ଼େ ୫ଟାରୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି
ପୁରୀ ୧୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୋଭିଡ-୧୯ ମହାମାରୀର ସମ୍ଭାବିତ ୩ୟ ଲହରକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସ୍ଓପି ଜାରି ହୋଇଛି। ନୂଆ ଏସ୍ଓପି ୨୦୨୧ ଡିସେମ୍ବର ୧୬ ତାରିଖ ଠାରୁ ଲାଗୁ ହେବ। ମନ୍ଦିର ଖୋଲା ରହିବା ସମୟରେ ଶ୍ରଦ୍ଧାଳୁ ମାନେ ଶ୍ରୀଜିଉଙ୍କ ଦର୍ଶନ ପାଇଁ!-->…
ରାଜ୍ୟରେ ୧୦% ବୟସ୍କ ଏବେ ବି ନେଇ ନାହାନ୍ତି କରୋନା ଟିକା
ଭୁବନେଶ୍ବର ୧୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : ରାଜ୍ୟରେ ବୟସ୍କ ବ୍ୟକ୍ତିମାନଙ୍କ ଉପରୁ କରୋନା ବିପଦ ଟଳିନି। ଏବେ ରାଜ୍ୟରେ କରୋନାରେ ଯେତେ ଲୋକ ମରୁଛନ୍ତି ସେଥିରେ ବୟସ୍କ ଲୋକଙ୍କ ସଂଖ୍ୟା ଅଧିକ। ତେଣୁ ବୟସ୍କ ବ୍ୟକ୍ତିଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବା ଉପରେ ଗୁରୁତ୍ବ ଦିଆଯାଉଛି। ହେଲେ!-->…
ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହି ରୂପାନ୍ତର ଗରିବ ଲୋକମାନଙ୍କୁ ବାସ୍ତବରେ ସଶକ୍ତ କରିବ: ମୁଖ୍ୟମନ୍ତ୍ରୀ
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା ନୟାଗଡ ଓ ଜଗତସିଂହପୁର ଜିଲ୍ଲା
ଭୁବନେଶ୍ବର ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା!-->!-->!-->…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ
ପାପଡ଼ାହାଣ୍ଡି ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ କନିଷ୍ଠ ଯନ୍ତ୍ରୀ ବୀଣାପାଣି ବେହେରାଙ୍କ ବାସଭବନରେ ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ଟିମ୍ ଅତର୍କିତ ଚଢ଼ଉ କରିଛନ୍ତି। ନବରଂଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ଅନ୍ତର୍ଗତ ମୁଦୁଲିଗୁଡ଼ା ଗାଁରର!-->…
ରାଜ୍ୟରେ ଖୋଲିବ ୧୧ଟି ସାଇବର ଥାନା, ନିୟୋଜିତ ହେବେ ୧୫୪ ପୁଲିସ କର୍ମଚାରୀ
ଭୁବନେଶ୍ବର ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି । ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି । ସାଇବର ଅପରାଧ, ବ୍ୟାଙ୍କ ନେଣ-ଦେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ!-->…
ବ୍ୟାଙ୍କିଙ୍ଗ୍ ଲ ବିଲ୍କୁ ବିରୋଧ: ୧୬ ଏବଂ ୧୭ରେ ବ୍ୟାଙ୍କ ଧର୍ମଘଟ ଡାକରା
ମୁମ୍ବାଇ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବ୍ୟାଙ୍କିଙ୍ଗ୍ ଲ ବିଲ୍ ୨୦୨୧କୁ ଦେଶର ବ୍ୟାଙ୍କ କର୍ମଚାରୀଙ୍କ ସଙ୍ଗଠନଗୁଡ଼ିକ ବିରୋଧ କରୁଛନ୍ତି । ଏଭଳି ପ୍ରସଙ୍ଗକୁ ଆଧାର କରି ସଂଘଗୁଡ଼ିକ ପକ୍ଷରୁ ଡିସେମ୍ବର ୧୬ ଏବଂ ୧୭ ତାରିଖରେ ଧର୍ମଘଟ ଡାକରା ଦିଆଯାଇଛି ।
୧୩ କମ୍ପାନି ଲାଗି ଦେଶର!-->!-->!-->…