Browsing Category
Odisha
ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବାଜିଲା ବିଗୁଲ
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୯ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଗୁଲ୍ ବାଜିଛି । କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ ହେବ । ଏଥିସହ ମଙ୍ଗଳବାର ଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ!-->…
କୋଭିଡ କଟକଣା ମଧ୍ୟରେ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୯ : କୋଭିଡ କଟକଣା ମଧ୍ୟରେ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ । ୧୬ତମ ବିଧାନସଭାର ୪ର୍ଥ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ । ଏଥିରେ ୭ଟି ସରକାରୀ ଦିବସ ଗୋଟିଏ ବେସରକାରୀ!-->…
ରାଜଗାଙ୍ଗପୁର: ସହରରେ ଥିବା ‘ମାନାପୁରମ ଗୋଲଡ଼ ଲୋନ ବ୍ୟାଙ୍କ’ ବ୍ରାଞ୍ଚରୁ ଡକାୟତି ଉଦ୍ୟମ ବିଫଳ ! !
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୨୯/୦୯ : ଆଜି ରାଜଗାଙ୍ଗପୁର ସହରର ବ୍ୟସ୍ତବହୁଳ ସୁବାଷ ଛକ ପେଟ୍ରୋଲ ପମ୍ପ ସମ୍ମୁଖରେରେ ଥିବା 'ମାନାପୂରଣ ଗୋଲଡ଼ ଲୋନ ବ୍ୟାଙ୍କ' ବ୍ରାଞ୍ଚରେ ସନ୍ଧ୍ୟା ୪.୦୫ ଘଟିକା ସମୟରେ ୫ ଜଣ ଦୁର୍ବୃତ୍ତ ହାତରେ ବନ୍ଧୁକ ଓ ମାରଣାସ୍ତ୍ର!-->…
ଓକିଲଙ୍କ ଫିସ୍ ଦେବାକୁ ସବୁ ଅଳଙ୍କାର ବିକିଛି, ଏବେ ଗୋଟିଏ ମାତ୍ର କାର୍ ଚଳାଉଛି : ଅନୀଲ ଅମ୍ବାନୀ
ଲଣ୍ଡନ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୬-୦୯-୨୦ : ଶୁକ୍ରବାର ଦିନ ଲଣ୍ଡନ ଅଦାଲତରେ ଋଣୀ ଉଦ୍ୟୋଗୀ ଅନୀଲ ଅମ୍ବାନୀ କହିଛନ୍ତି ଯେ, ସେ ସରଳ ଜୀବନଯାପନ କରୁଛନ୍ତି, ଗୋଟିଏ ମାତ୍ର କାର୍ ଚଳାଉଛନ୍ତି ଏବଂ ଓକିଲଙ୍କ ଫିସ୍ ଦେବାକୁ ସବୁ ଅଳଙ୍କାର ବିକ୍ରୟ କରି ଦେଇଛନ୍ତି।
ସେ!-->!-->!-->!-->!-->…
ଭାରତ ଛାଡିଲା ବାଇକ ନିର୍ମାତା ଆମେରିକୀୟ କମ୍ପାନୀ “ହାର୍ଲେ ଡେଭିଡ଼ସନ”
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୬-୦୯-୨୦ : ଲକଜୁରି ବାଇକ ନିର୍ମାତା ଆମେରିକୀୟ କମ୍ପାନୀ ହାର୍ଲେ ଡେଭିଡ଼ସନ ଭାରତ ଛାଡ଼ୁଛି। କମ୍ପାନୀ ଭାରତରେ ଏହାର ବ୍ୟବସାୟ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାଫଳରେ ଦେଶରେ ହାର୍ଲେ ଡେଭିଡ଼ସନର ଗାଡି ଆଉ ଉତ୍ପାଦନ ହେବ ନାହିଁ। ବର୍ତ୍ତମାନ!-->…
ବେସରକାରୀ ସ୍କୁଲଙ୍କ ଧମକ : ଫି’ ଦେବା ପାଇଁ ଅଳଙ୍କାର ବିକିବା ସହ ଫିକ୍ସ ଡିପୋଜିଟ୍କୁ ମଧ୍ୟ ଭାଙ୍ଗିବାକୁ ବାଧ୍ୟ…
ଗୁରୁଗ୍ରାମ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୬-୦୯-୨୦ : ମିଲେନିୟମ୍ ସିଟିରେ ଥିବା ବଡ ସ୍କୁଲରେ ନିଜ ପିଲାଙ୍କୁ ପଢ଼ାଇବା ବାପା ମା’ଙ୍କର ସ୍ବପ୍ନ ଥାଏ। କିନ୍ତୁ ଏବେ ଫି’ ପ୍ରଦାନ କରିବା ପାଇଁ ଅଭିଭାବକଙ୍କ ଉପରେ ଚାପ ପ୍ରୟୋଗ କରାଯାଉଛି। ମାର୍ଚ୍ଚ ମାସରୁ ଏବେ ସୁଦ୍ଧା ଲକ୍ଷେ ଟଙ୍କା!-->…
ଆସନ୍ତା ୨୭ ତାରିଖ “ବିଶ୍ୱ ପର୍ଯ୍ୟଟନ ଦିବସ”: ଭୁବନେଶ୍ୱରରୁ ପୁରୀ ଓ କୋଣାର୍କକୁ ପୁନଃ ଆରମ୍ଭ ହେବ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ଆସନ୍ତା ସେପ୍ଟେମ୍ବର ୨୭ରେ ପର୍ଯ୍ୟଟନ ଦିବସ ଅବସରରେ ଭୁବନେଶ୍ୱରରୁ ପୁରୀ ଓ କୋଣାର୍କକୁ ମୋ ବସ୍ ସେବା ଆରମ୍ଭ ହେବ । ସ୍ଥାନୀୟ ଲୋକଙ୍କ ଅନୁରୋଧ କ୍ରମେ ମୋ ବସ ସେବା ରୁଟ ନଂ ୫୦ ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ ବସଷ୍ଟାଣ୍ଡରୁ ବାହାରି ପୁରୀ!-->…
ବିଧାନସଭା ପରିଚାଳନା ନେଇ ସର୍ବଦଳୀୟ ବୈଠକ ଅନୁଷ୍ଠିତ: ୨ଟି ପର୍ଯ୍ୟାୟରେ ସାଢେ ୪ ଘଣ୍ଟା ଚାଲିବ ଗୃହ
ହେବନି ପ୍ରଶ୍ନକାଳ ! ଆଜି ବିଧାୟକଙ୍କ କୋଭିଡ୍ ଟେଷ୍ଟ ! !
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ଆସନ୍ତା ୨୯ ତାରିଖ ପର୍ବାହ୍ନ୧୧ଟାରୁ ଆରମ୍ଭ ହେବ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ । ପ୍ରତ୍ୟକ ଦିନ ୨ ପର୍ଯ୍ୟାୟରେ ସାଢେ ୪ ଘଂଟା ଗୃହ ଚାଲିବ । ପ୍ରଥମ ଦିନ!-->!-->!-->…
ଲକ୍ଡାଉନ ପରେ ବୃଦ୍ଧି ପାଇଛି ବିଦ୍ୟୁତ ରାଜସ୍ୱ ଆଦାୟ ! ! ରାଜ୍ୟରେ ଖୁବ୍ ଶୀଘ୍ର ସ୍ଥାପିତ ହେବ ଆରଟି –…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ରାଜ୍ୟରେ କରୋନାଜନିତ ଲକ୍ଡାଉନ୍ ପରେ ବିଦ୍ୟୁତ ରାଜସ୍ୱ ସଂଗ୍ରହ ବୃଦ୍ଧି ପାଇଛି । ଗତକାଲି ଶକ୍ତିମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ସମୟରେ ଏା ଜଣାପଡ଼ିଛି । ଲକ୍ଡାଉନ୍ ସମୟରେ ବ୍ୟାପକ!-->…
ବଣ୍ଡା ଜନଜାତିଙ୍କୁ ଏଯାଏଁ ଛୁଇଁ ପାରିନି କରୋନା ! !
ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ସମୁଦ୍ର ପତ୍ତନଠାରୁ ପ୍ରାୟ ୫ ହଜାର ଫୁଟ ଉଚ୍ଚରେ ଥିବା ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ବର୍ତମାନ ସୁଦ୍ଧା କରୋନା ଭୂତାଣୁ ମୁକ୍ତ ରହିଛି । ମାଲକାନଗିରି ଜିଲ୍ଲାରେ ଦୈନନ୍ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା!-->…