Browsing Category
Odisha
ଓଡ଼ିଶାବାସୀ ଖୁସି ନୁହନ୍ତି – ଅବିବାହିତଙ୍କଠାରୁ ବିବାହିତ ଅଧିକ ଖୁସି
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୪-୦୯-୨୦ : ବିଶାଳ ସଂସ୍କୃତି ଏବଂ ପରମ୍ପରାରେ ଭରା ଓଡ଼ିଶା । ସରଳ ଜୀବନଶୈଳୀକୁ ପ୍ରାଧାନ୍ୟ ଦେଇଥାନ୍ତି ରାଜ୍ୟବାସୀ । ରାଜ୍ୟର ସବୁଆଡେ ଦେଖିବାକୁ ମିଳିଥାଏ ଭାଇଚାରା । ଗୋଟିଏ ସୂତାରେ ବାନ୍ଧି ହୋଇଥାନ୍ତି ପରିବାରର ପ୍ରତିଟି ସଦସ୍ୟ । ତେଣୁ ଓଡ଼ିଶାକୁ!-->…
ସହର ସାରା ଲାଗିବ ଦୁଷ୍କର୍ମକାରୀଙ୍କ ପୋଷ୍ଟର : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୪-୦୯-୨୦ : ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହିଳାଙ୍କ ସୁରକ୍ଷାକୁ ନେଇ ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି। ଏବେଠାରୁ ଯଦି କେହି ମହିଳାଙ୍କୁ ଅସଦାଚରଣ ବା ଦୁଷ୍କର୍ମ କରନ୍ତି, ତା’ହେଲେ ତାଙ୍କ ପୋଷ୍ଟରକୁ ସହରର ଛକରେ ଲଗାଯିବ।!-->…
ଚୀନା ଭୂତାଣୁବିତ୍ ଲି-ମେଙ୍ଗ୍ ୟାନ୍ ଙ୍କ ପୁନର୍ବାର ଦାବି : ଊହାନ୍ ଲ୍ୟାବ୍ରେ ସୃଷ୍ଟି କରୋନା ଭାଇରସ୍ ମନୁଷ୍ୟକୃତ…
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୪-୦୯-୨୦ : ଚୀନା ଭୂତାଣୁବିତ୍ ଲି-ମେଙ୍ଗ୍ ୟାନ୍ ପୁନର୍ବାର ତାଙ୍କ ଦାବି ଉପସ୍ଥାପନ କରି କହିଛନ୍ତି ଯେ ଚୀନ୍ ଊହାନ୍ ପରୀକ୍ଷାଗାରରେ କରୋନାଭାଇରସ୍ ତିଆରି କରିଛି।
ନିକଟରେ ‘ୱିଅନ୍’ ସହ ସାକ୍ଷାତ୍କାରରେ ସେ କହିଛନ୍ତି ଯେ, କୋଭିଡ୍-୧୯ ବିସ୍ତାର!-->!-->!-->…
ଆଣବିକ ବୈଜ୍ଞାନିକ ଶେଖର ବସୁଙ୍କ କରୋନାରେ ଦେହାନ୍ତ
କଲକାତା/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଆଣବିକ ବୈଜ୍ଞାନିକ ପଦ୍ମଶ୍ରୀ ଡା. ଶେଖର ବସୁଙ୍କର ଗୁରୁବାର କରୋନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ବସୁ କରୋନାରେ ଆକ୍ରାନ୍ତ ହୋଇ କଲକାତାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।!-->…
ଲକ୍ଷ୍ୟ ଭେଦକାରୀ ‘ଅଭ୍ୟାସ’ ବିମାନର ସଫଳ ପରୀକ୍ଷଣ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଉଚ୍ଚ ଗତିଯୁକ୍ତ ଆକାଶମାର୍ଗରେ ଲକ୍ଷ୍ୟ ଭେଦକାରୀ ଅଭ୍ୟାସ ବିମାନର ପରୀକ୍ଷା ସଫଳତାର ସହ କରାଯାଇଛି। ଓଡିଶାର ବାଲେଶ୍ଵରସ୍ଥିତ ଆଇଟିଆରରୁ ଏହି ପରୀକ୍ଷା ସମ୍ପନ୍ନ ହୋଇଛି।!-->…
ଭାରତର ରଣନୀତି ଆଗରେ ହାର ମାନିଲା ଚୀନ : ଶାନ୍ତି ପ୍ରତିଷ୍ଠା ପାଇଁ ସୈନ୍ୟ ପ୍ରତ୍ୟାହାର କରିବାକୁ ରାଜି ହେଲା
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଦୀର୍ଘ ୧୩ ଘଣ୍ଟାର ପ୍ରତିରକ୍ଷା କମାଣ୍ଡର ସ୍ତରୀୟ ଆଲୋଚନା ପରେ ବାହାରିଲା ନିଷ୍ପତି । ସୀମାରେ ଶାନ୍ତି ବଜାୟ ରଖିବାକୁ ଭାରତ ଓ ଚୀନ୍ ଆଉ ସୀମାନ୍ତ ଅଞ୍ଚଳରେ ସେନା ସଂଖ୍ୟା ବଢ଼ାଇବେ ନାହିଁ । ଏହା ଦ୍ୱାରା ଏଲଏସିରେ ଲାଗି ରହିଥିବା!-->…
ଯୌନକର୍ମୀଙ୍କ ପାଇଁ ଖୁସି ଖବର – ଯୌନକର୍ମୀ ମାନଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ କରିବାକୁ କେନ୍ଦ୍ର ଏବଂ ରାଜ୍ୟ…
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଯୌନ କର୍ମୀଙ୍କ ପାଇଁ ଖୁସି ଖବର । ସର୍ବୋଚ୍ଚ ନ୍ୟାୟାଳୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ସେମାନେ ଯୌନକର୍ମୀ ମାନଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ କରନ୍ତୁ । କୋଭିଡ଼-୧୯ ସମୟରେ ଯୌନକର୍ମୀମାନେ ଅଭାବ!-->…
ରାଜ୍ୟ ସରକାର ଜାରି କଲେ ଏକାମ୍ର ଐତିହ୍ୟ କ୍ଷେତ୍ର ଗାଇଡଲାଇନ
ଭୁବନେଶ୍ୱର: ରାଜ୍ୟ ସରକାର ଏକାମ୍ର କ୍ଷେତ୍ର ଐତିହ୍ୟ ଗାଇଡଲାଇନ ଜାରି କରିଛନ୍ତି । ବିଡିଏ ତରଫରୁ ଏହି ଗାଇଡଲାଇନ ଜାରି ହୋଇଛି । ଏଥିରେ କୋଠାବାଡ଼ି ନିର୍ମାଣ, ମରାମତି, ଫଳକ ଲଗାଯିବା ଆଦି ଉଲ୍ଲେଖ ରହିଛି । ଗାଇଡଲାଇନର ବିସ୍ତୃତ ତଥ୍ୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର!-->…
ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ ପରିବାର ଲୋକେ ହନ୍ତସନ୍ତ ହେଉଥିବା ବାରମ୍ବାର ଅଭିଯୋଗ ଆସୁଛି!-->…
ଭାରତ ପାଇଁ ବିଶ୍ୱ ଗୋଟିଏ ପରିବାର – ମୋଦୀ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମିଳିତ ଜାତିସଂଘ ସାଧାରଣ ପରିଷଦକୁ ଆଜି ସମ୍ବୋଧିତ କରି କହିଛନ୍ତି ଯେ ଭାରତ ସଦାସର୍ବଦା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ବୋଲି ହେତୁ କରିଆସିଛି। ପ୍ରଧାନମନ୍ତ୍ରୀ କହିଛନ୍ତି!-->…