Browsing Category
Odisha
ଆଜି ପବିତ୍ର ମହାଳୟା: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀ ଆଜି ‘ଧବଳମୁଖୀ ବେଶ’ ବା…
ସମ୍ବଲପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଆଜି ପବିତ୍ର ମହାଳୟା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଗଙ୍ଗା ବେଶ ବା ସରସ୍ୱତୀ ବେଶ ବୋଲି ମଧ୍ୟ କୁହାଯାଏ। ଗୁରୁବାର ମଧ୍ୟରାତ୍ରୀରୁ ହିଁ ମା’ଙ୍କୁ!-->…
ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ପରଲୋକ
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବରିଷ୍ଠ ବିଜେପି ନେତା ତଥା ଅବସର ପ୍ରାପ୍ତ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ପରଲୋକ ହୋଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ!-->…
ଭାରତକୁ ୧୦କୋଟି କରୋନା ଟିକା ଡୋଜ ବିକିବ ରୁଷ୍
ମସ୍କୋ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଭାରତକୁ ୧୦କୋଟି କରୋନା ଟିକା ‘ସ୍ପୁଟିନିକ-ଭି’ ବିକ୍ରି କରିବ ରୁଷ୍। ରୁଷର ସଭରେନ ୱେଲଥ୍ ଫଣ୍ଡ ଭାରତର ଔଷଧ ପ୍ରସ୍ତୁତକାରୀ କମ୍ପାନୀ ଡକ୍ଟର ରେଡ୍ଡିକୁ ଏହି ଟିକା ବିକ୍ରି କରିବାକୁ ସମ୍ମତି ପ୍ରକାଣ କରିଛି। ଏଥିପାଇଁ ରୁଷର!-->…
ସେପ୍ଟେମ୍ବର ୩୦ ରେ ବାବ୍ରୀ ମସ୍ଜିଦ୍ ଭଙ୍ଗା ମାମଲା ରାୟ
ନୂଆଦିଲ୍ଲୀ/ଲକ୍ଷ୍ନୌ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବାବ୍ରୀ ମସ୍ଜିଦ୍ ଭଙ୍ଗା ମାମଲାର ରାୟ ଶୁଣାଇବାକୁ ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ସେପ୍ଟେମ୍ବର ୩୦ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି। ଏହି ମାମଲାରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ୱାଣୀ, ମୁରଲୀମନୋହର ଯୋଶୀ,!-->…
ମୃତ୍ୟୁ ଏମିତି ବି ଆସେ ? ଡ୍ୟୁଟି ସମୟରେ ଟଳି ପଡିଲେ ସଫେଇ କର୍ମଚାରୀ
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଏମିତି ବି ଆସେ ମୃତ୍ୟୁ । କରୋନା ପରିସ୍ଥିତିରେ ଲୋକେ ଘରୁ ବାହାରକୁ ବାହାରିବାକୁ ଡରୁଥିବାବେଳେ ସେ କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଥିଲେ । ୭୦ ବର୍ଷ ବୟସରେ ମଧ୍ୟ ବିଏମ୍ସିର ଜଣେ ସଫେଇ କର୍ମଚାରୀ ଭାବେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ!-->…
ନୂତନ ସଂସଦ ଭବନ ନିର୍ମାଣ ଲାଗି ‘ଟାଟା ପ୍ରୋଜେକ୍ଟସ ଲିମିଟେଡ୍’କୁ ମିଳିଲା ୮୬୧ କୋଟି ଟଙ୍କାର ଠିକା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ନୂଆ ସଂସଦ ଭବନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ଏ ବର୍ଷ ପ୍ରାରମ୍ଭରେ ନରେନ୍ଦ୍ର ମୋଦୀ ସରକାର ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଥିଲେ। ସରକାର କହିଥିଲେ ଯେ, ଏବେକାର ସଂସଦ ଭବନ ପରିସର ମାତ୍ରାଧିକ ବ୍ୟବହାର ହୋଇ ଜରାଜୀର୍ଣ୍ଣତାର ଲକ୍ଷଣ!-->…
ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ସହାୟତା ସହ କଟକ-ଭୁବନେଶ୍ୱରସ୍ଥିତ କୋଭିଡ଼୍ ହସ୍ପିଟାଲକୁ ସାରା ରାଜ୍ୟରୁ ରୋଗୀ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଟ୍ୱିନ୍-ସିଟି କଟକ-ଭୁବନେଶ୍ୱର ସ୍ଥିତ କୋଭିଡ଼୍ ହସ୍ପିଟାଲକୁ କୋଭିଡ଼ ରୋଗୀମାନଙ୍କୁ ପଠାଇବା ନିମନ୍ତେ ସରକାର ବାରଣ କରିନାହାନ୍ତି । ସରକାର ଟ୍ୱିନ୍-ସିଟିରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକମାନଙ୍କ ପାଇର୍!-->…
ଆଗାମୀ ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀମାନଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର-ପ୍ରସାର…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଭାରତର ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ!-->…
ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କ ସମେତ ଡ୍ରାଇଭର ଓ ବ୍ୟକ୍ତିଗତ ସୁରକ୍ଷା କର୍ମୀଙ୍କ ହେବ କରୋନା ପରୀକ୍ଷା
ସେପ୍ଟେମ୍ବର ୨୯ ତାରିଖ ପୂର୍ବରୁ ବିଧାନସଭା ସଚିବ ତଥା ବିଧାନସଭାର ସବୁ କର୍ମଚାରୀଙ୍କର ମଧ୍ୟ ହେବ କୋଭିଡ ପରୀକ୍ଷା
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଆଗାମୀ ୨୯ ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ତେବେ ଏହି ଅଧିବେଶନ ପୂର୍ବରୁ ସବୁ!-->!-->!-->…
କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ କରୋନା: ନିଜେ ଟ୍ୱିଟ କରି ଦେଲେ ସୂଚନା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।
!-->!-->!-->…