Browsing Category
Odisha
ପତ୍ନୀ ବର୍ଷାଙ୍କ ସହ ତାଙ୍କୁ ନେଇ ଗଣମାଧ୍ୟମରେ ମନଗଢା କାହାଣୀ ସୃଷ୍ଟି ନ କରିବାକୁ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ…
ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯ : ତାଙ୍କ ପତ୍ନୀଙ୍କ ସହ ବିବାଦ ଘଟଣା ସାମନାକୁ ଆସିବା ପରେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ତାଙ୍କୁ ଓ ବର୍ଷାଙ୍କୁ ନେଇ କୌଣସି ମନଗଢା କାହାଣୀ ସୃଷ୍ଟି ନ କରିବାକୁ ନିବେଦନ କରିଛନ୍ତି ।
ସେ ଏକ ପ୍ରେସ!-->!-->!-->!-->!-->…
ପୁରୀ ସ୍ୱର୍ଗଦ୍ୱାର ପରେ ଏବେ ମହାପ୍ରଭୁଙ୍କ ମହାପ୍ରସାଦ ଉପରେ ଲାଗିଲା କଟକଣା: ଏଣିକି ଜିଲ୍ଲା ବାହାର ଲୋକଙ୍କ ପାଇଁ…
ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯ : ପୁରୀ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଜିଲ୍ଲା ପ୍ରଶାସନ ପାଇଁ ଏହା ଚିନ୍ତାର କାରଣ ହୋଇଛି । । କରୋନା ସଂକ୍ରମଣ ରୋକିବା ପାଇଁ ସୁଆର ମହାସୁଆର ନିଯୋଗ ପକ୍ଷରୁ ଜରୁରୀ ବୈଠକ କରାଯାଇ ଏଣିକି ପୁରୀଜିଲ୍ଲା ବାହାର ଲୋକଙ୍କ ପାଇଁ!-->…
ନିବେଶକଙ୍କ ଆକଳନ: ୭୦ ହଜାର ନୁହେଁ ବରଂ ଦିପାବଳୀ ସୁଦ୍ଧା ୬୦ ହଜାର ଛୁଇଁପାରେ ସୁନା ଦର ! ! ବର୍ତ୍ତମାନ ସୁନାରେ ନିବେଶ…
ନୂଆଦିଲ୍ଲୀ/ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯ : ସୁନା ଦାମ୍ ଏବେ ୧୦ ପ୍ରତିଶତ ତଳକୁ ଖସିଆସିଛି । ତେବେ ଆକଳନ କରାଯାଉଛି କି ଦିପାବଳୀ ସୁଦ୍ଧା ସୁନା ଦାମ୍ ୬୦ ହଜାର ଟଙ୍କା ଟପିପାରେ । ତେଣୁ ଏବେ ଯଦି ଆପଣ ସୁନାରେ ନିବେଶ କରିବାକୁ ଚାହୁଁଛନ୍ତି ଏହା ସବୁଠାରୁ ଉତ୍ତମ ସମୟ ।!-->…
‘ଫେସ୍ ମାସ୍କ ଏଟିଏମ୍, ୫ଟଙ୍କିଆ କଏନ୍ ପକାଇ ପାଇପାରିବେ ସୁତାର ମାସ୍କ
କଳିଙ୍ଗ ଜ୍ୟୋତି ବ୍ୟୁରୋ ସାହାରନପୁର ୦୭/୦୯ : କରୋନା ଭାଇରସ୍ ପାଇଁ ସାରା ବିଶ୍ବ ଆତଙ୍କିତ ହୋଇ ପଡିଛି। ସାମାଜିକ ଦୂରତ୍ବ ଏବଂ ମାସ୍କ ବ୍ୟବହାର ପାଇଁ ସରକାର ଦେଉଛନ୍ତି ପରାମର୍ଶ। କରୋନା ସଂକ୍ରମଣକୁ ଦୂର କରିବା ପାଇଁ ମାସ୍କ ଖୁବ୍ ଦରକାରୀ। ଏହାକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶର!-->…
ରାଜଗାଙ୍ଗପୁର: ବିଜୁ ଜନତା ଦଳ ଆନୁକୁଲ୍ୟରେ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ପକ୍ଷରୁ ମେଗା…
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୬/୦୯ : କରୋନା ମହାମାରି ସମୟରେ ଯେପରି ରାଜ୍ୟର ରକ୍ତ ଭଣ୍ଡାରଗୁୁୁୁଡିକରେ ରକ୍ତର ଅଭାବ ନ ହୁଏ, ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ସହରସ୍ଥ ଡାକବଙ୍ଗଳା ଠାରେ ରାଜଗାଙ୍ଗପୁର ବିଜୁ ଜନତା ଦଳ!-->…
ପ୍ରକାଶ ପାଇଲା ଆଇପିଏଲ୍-୨୦୨୦ କ୍ରୀଡ଼ା ସୂଚୀ: ଉଦ୍ଘାଟନୀ ମ୍ୟାଚରେ ଧୋନୀ-ରୋହିତ ମୁକାବିଲା
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୬/୦୯ : ବହୁ ପ୍ରତୀକ୍ଷିତ ଆଇପିଏଲ୍ ଲାଗି ଜାରି ହୋଇଛି କ୍ରୀଡ଼ା ସୂଚୀ । ଆସନ୍ତା ୧୯ ତାରିଖରେ ଏହାର ଉଦ୍ଘାଟନୀ ମ୍ୟାଚ । ଧୋନୀଙ୍କ ଚେନ୍ନଇ ସୁପରକିଙ୍ଗସ ସହ ରୋହିତଙ୍କ ମୁମ୍ବାଇ ଇଣ୍ଡିଆ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ ଖେଳାଯିବ । ଆବୁଧାବୀରେ ଏହି ମ୍ୟାଚ୍!-->…
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ବୋମାରେ ଉଡ଼ାଇ ଦେବାକୁ ଦାଉଦ୍ ର ଧମକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୬/୦୯ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଜୀବନରୁ ମାରିଦେବାକୁ ଧମକ ଆସିଛି । ସୂଚନାଅନୁସାରେ ଉଦ୍ଧବଙ୍କ ବାସଭବନ ‘ମାତୋଶ୍ରୀ’ର ଲ୍ୟାଣ୍ଡ ଲାଇନକୁ ଦୁବାଇରୁ ୨ଥର ଫୋନ ଆସିଛି । ଫୋନ୍ କରିଥିବା ବ୍ୟକ୍ତି ନିଜକୁ ଦାଉଦ ଇବ୍ରାହିମ୍ ର ଲୋକବୋଲି!-->…
ମୋଦି ମୋର ଭଲ ବନ୍ଧୁ, ଆମେରିକାର ଭାରତୀୟ ମାନେ ମୋତେ ହିଁ ଭୋଟ ଦେବେ : ଟ୍ରମ୍ପ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରୟାସରତ ଅଛନ୍ତି । ମୋଦି ତାଙ୍କର ଭଲ ବନ୍ଧୁ ଏବଂ ଆମେରିକାର ଭାରତୀୟ ମାନେ ତାଙ୍କୁ ହିଁ ଭୋଟ କରିବେ ବୋଲି ଟ୍ରମ୍ପ ଶୁକ୍ରବାର ମତ ଦେଇଛନ୍ତି । ଆସନ୍ତା!-->…
ମହେନ୍ଦ୍ରଗିରିର ବିକାଶ ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…
ପତ୍ର ଲେଖି ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ
– ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧିନରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟକୁ ପ୍ରସ୍ତାବ ଦେବା ପାଇଁ ଅନୁରୋଧ
– ରାଜ୍ୟ ସରକାରଙ୍କୁ ଏଥିପାଇଁ ପ୍ରସ୍ତାବ ଦେବାକୁ ପୂର୍ବରୁ ଅନୁରୋଧ କରିଥିଲା!-->!-->!-->!-->!-->…
ହୋମ୍ ଆଇସୋଲେସନ୍ ପାଇଁ ନୂଆ ଏସ୍ଓପି ଜାରି କଲା ବିଏମ୍ସି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୬/୦୯: ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ଅଞ୍ଚଳରେ ଥିବା ଆଇସୋଲେସନ୍ ବ୍ୟବସ୍ଥା ପାଇଁ ନୂଆ ଏସ୍ଓପି ଜାରି ହୋଇଛି। ଉଭୟ ହୋମ୍ ଓ ପେଡ୍ ଆଇସୋଲେସନ୍ ଉପରେ ବିଏମ୍ସି କଡ଼ା!-->…