Browsing Category
Political
ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ମୌ ୨୧/୦୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ!-->…
ଓଡିଶା ସରକାରଙ୍କ ବଡ ଘୋଷଣା : କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶି ମିଳିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
!-->!-->!-->…
“ମୁଁ ବାଇଗଣ ବିକିବାକୁ ଆସିନି” : ପାଇଲଟଙ୍କୁ ଗେହଲଟଙ୍କ ନିଶାନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଟାର୍ଗେଟରେ ପାଇଲଟ । ମରୁଭୂମି ରାଜନୀତିରେ ଝଡ ଥମିନଥିବା ବେଳେ ପାଇଲଟଙ୍କୁ ପୁଣି ଥରେ ସିଧା ନିଶାନା କରିଛନ୍ତି ଗେହଲଟ । କଂଗ୍ରେସ ପିଠିରେ ଛୁରୀ ଭୁଷିବା ଭଳି କାମ କରିଛନ୍ତି ପାଇଲଟ । ଏଭଳି ସାଂଘାତିକ!-->!-->!-->…
ପରିବହନ କ୍ଷେତ୍ରରେ ପୁଣି ତିନି ମାସ ପାଇଁ ରିହାତି ଘୋଷଣା ରାଜ୍ୟ ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭: ପରିବହନ କ୍ଷେତ୍ରରେ ପୁଣି ତିନି ମାସ ପାଇଁ ରିହାତି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସାମୟିକ ଭାବେ କିଛି ନିର୍ଦ୍ଦିଷ୍ଟ ପରିବହନ ଉପରୁ ମୋଟରଯାନ ଟିକସ ଓ ଅତିରିକ୍ତ ଟିକସ ଛାଡ଼ ଘୋଷଣା କରାଯାଇଛି।
ଷ୍ଟେଜ୍ ଓ କଣ୍ଟ୍ରାକ୍ଟ!-->!-->!-->!-->!-->…
ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବାକୁ କଙ୍ଗନାଙ୍କୁ ସାହାଯ୍ୟ କରିବେ ସୁବ୍ରମଣ୍ୟମ ସ୍ୱାମୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୨୧/୦୭ : ବଲିଉଡ ଷ୍ଟାର ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ କଙ୍ଗନା ରାଣାୱାତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। କଙ୍ଗନାଙ୍କ କହିବା ଅନୁଯାୟୀ, ସୁଶାନ୍ତ କେବେ ବି ଆତ୍ମହତ୍ୟା କରିନଥିବେ। ତାଙ୍କ!-->…
ପରପାରିରେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭: ଓଲିଉଡ୍ ଜଗତର ଲୋକପ୍ରିୟ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି । 70 ବର୍ଷ ବୟସରେ ବିଜୟ ମହାନ୍ତି ପରଲୋକ ଗମନ କରିଛନ୍ତି । ଆଜି ସନ୍ଧ୍ୟାରେ ଗୁରୁତର ହେବାରୁ ତାଙ୍କୁ କେୟାର ହସ୍ପିଟାଲ ନିଆଯାଇଥିଲା । ଏଠାରେ ତାଙ୍କର ମୃତ୍ୟୁ ହୋଇଥିବାର!-->…
ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନରେ ୮୫ ପ୍ରତିଶତ ଅଂଚଳ ବନ୍ୟା ଜଳରେ ବୁଡ଼ିଲା : ଶତାଧିକ ଜୀବଜନ୍ତୁଙ୍କ ମୃତ୍ଯୁ ଆଶଙ୍କା
ଗୌହାଟୀ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନର ୮୫ ପ୍ରତିଶତ ଅଂଚଳ ବନ୍ୟାପାଣିରେ ବୁଡ଼ିଯାଇଛି । ଅଳ୍ପ କିଛିଦିନ ମଧ୍ୟରେ କାଜିରଙ୍ଗାରେ ଦୁଇ ଦୁଇଥର ବନ୍ୟା ଆସିଛି । ଏହାଫଳରେ ଜୀବଜନ୍ତୁମାନଙ୍କୁ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ୁଛି ।
!-->!-->!-->!-->!-->…
କରୋନାରୁ ସୁସ୍ଥ ହୋଇ ୯୫ ଜଣ ‘କରୋନା ଯୋଦ୍ଧା ପୁଲିସ କର୍ମଚାରୀ’ ଡ୍ୟୁଟିକୁ ଫେରିଲେ।
ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : କରୋନାକୁ ହରାଇ ୯୫ ଜଣ କରୋନା ଯୋଦ୍ଧା ପୁଲିସ କର୍ମଚାରୀ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହେବା ପରେ ଡ୍ୟୁଟିରେ ଯୋଗ ଦେଇଛନ୍ତି ସମସ୍ତ କର୍ମଚାରୀ । ସେମାନେ ସଂକ୍ରମିତ ହୋଇଥିଲେ ବି କରୋନାକୁ ହରାଇଛନ୍ତି । ଏବେ କାର୍ଯ୍ୟ କ୍ଷେତ୍ରକୁ!-->…
‘ପ୍ଲାଜମା ଥେରାପି’ର ଫଳାଫଳ ଉତ୍ସାହଜନକ : କରୋନାରୁ ଆରୋଗ୍ୟଙ୍କୁ ପ୍ଲାଜ୍ମା ଦାନ ପାଇଁ…
ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଚିନ୍ତା ବଢାଇ ଦେଇଛି ଜୁଲାଇ। ଗତ ୨୦ ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ଟପିଛି। ଆଗକୁ ସ୍ଥିତି ଆହୁରି ଖରାପ ହେବାର ଆଶଙ୍କା ରହିଛି। ଏପରି ସ୍ଥିତିରେ ପ୍ଲାଜ୍ମା ଥେରାପିର ସଫଳ ଚିକିତ୍ସା କିଛିଟା ଆଶ୍ୱାସନା ଦେଇଛି।!-->…
କଟକରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଛି – ରାଜ୍ୟ ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୨୦/୦୭ : କଟକରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆକ୍ଟିଭ୍ କେସ୍ ତୁଳନାରେ ସୁସ୍ଥ ହାର ଅଧିକ ରହିଛି। ଏନେଇ ରବିବାର ରାଜ୍ୟ ସରକାରଙ୍କ କୃଷି ସଚିବ ସୌରଭ ଗର୍ଗ ଏବଂ କଟକ ମହାନଗର ନିଗମ କମିସନର ଅନନ୍ୟା ଦାଶ ମିଳିତ ଭାବେ ସୂଚନା ଦେଇଛନ୍ତି ।
!-->!-->!-->!-->!-->!-->!-->!-->!-->…
