Browsing Category
Political
ଚୀନ ପାଇଁ ଟିକଟକ୍, ହୁଏଇ ସହ ୪ ପ୍ରମୁଖ କମ୍ପାନୀ ପିଏଲଏକୁ ତଥ୍ୟ ଦେଇ ଗୁଇନ୍ଦାଗିରି କରୁଛନ୍ତି ?
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୭ : କେନ୍ଦ୍ର ସରକାର ଭାରତରେ କାରବାର କରୁଥିବା ଚାରୋଟି କମ୍ପାନୀକୁ ଚିହ୍ନଟ କରିଛନ୍ତି ଯେଉଁମାନେ ଗୁଇନ୍ଦାଗିରିରେ ସଂପୃକ୍ତ ଅଛନ୍ତି । ଏହି କମ୍ପାନୀମାନେ ଚୀନର ସେନାକୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରୁଥିବା ଅଭିଯୋଗ ହୋଇଛି । ଗତ!-->…
କର୍ଣ୍ଣାଟକର ଏନଏସି କାଉନସିଲରଙ୍କ ଭାଇରାଲ ଭିଡିଓ : କହିଛନ୍ତି, ରମ୍ ପିଅ-ଆମଲେଟ୍ ଖାଅ, କରୋନା ଭଗାଅ ।
ମାଙ୍ଗାଲୁରୁ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୭ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଥରହର। ବିଶେଷଜ୍ଞ ଓ ବୈଜ୍ଞାନିକମାନେ ଏହି ମହାମାରୀରୁ ରକ୍ଷା ପାଇବା ପାଇଁ ଭାକସିନ୍ ପ୍ରସ୍ତୁତିରେ ଲାଗିଛନ୍ତି । ଏପରିକି ହ୍ୟୁମାନ୍ ଟ୍ରାଏଲ୍ ମଧ୍ୟ ଆରମ୍ଭ ହେଲାଣି । ଏଭଳି ଏକ ସଙ୍କଟ ସମୟରେ କିନ୍ତୁ!-->…
ଟ୍ୱିଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଲୋଅର୍ସଙ୍କ ସଂଖ୍ୟା ୬ କୋଟି ଟପିଲା
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୯/୦୭ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଟ୍ୱିଟରରେ ଅନୁସରଣକାରୀଙ୍କ ସଂଖ୍ୟା ୬ କୋଟିକୁ ବୃଦ୍ଧି ପାଇଛି। ବର୍ତ୍ତମାନ ୬ କୋଟି ଲୋକ ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅନୁସରଣ କରୁଛନ୍ତି। ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ୱିଟରରେ ପ୍ରଧାନମନ୍ତ୍ରୀ!-->…
ଖୁସି ଖବର : ରାଜ୍ୟରେ ସଫଳ ହେଉଛି ‘ପ୍ଲାଜମା ଥେରାପି’ – ଓଡିଶାରେ ଗୁରୁତର ଆକ୍ରାନ୍ତ ୬ ଜଣ…
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୭ : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଏବେ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ଓଡିଶାରେ ସଫଳ ହୋଇଛି ପ୍ଲାଜମା ଥେରାପି । କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ପ୍ଲାଜମା ଥେରାପି ଚିକିତ୍ସା କରାଯାଇଥିଲା ।!-->…
କରୋନା କାୟାରେ ପାର୍ବଣ ୠତୁ ଫିକା ପଡିବ : କଟକରେ ଏ ବର୍ଷ ହେବନି ଗଣେଶ ପୂଜା – ଦଶହରା ମଧ୍ୟ ଧୁମଧାମରେ ହେବ…
କଟକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୭ : କରୋନା ମାହାମାରୀ ପାଇଁ ଏ ବର୍ଷ ରାଜ୍ୟରେ ସବୁ ଉତ୍ସବ ଫିକା ପଡ଼ିଛି। କରୋନା କରୋନା ପାଇଁ କଟକରେ ପୂଜା କଟକଣା । ମହାମାରୀ କରୋନା କାରଣରୁ ଚଳିତ ବର୍ଷ କଟକ ସହରରେ ଗଣେଶ ପୂଜା ମଧ୍ୟ ହେବ ନାହିଁ। ଏଭଳି ସ୍ଥିତି ଯଦି ଲାଗି ରହିଲା ତେବେ!-->…
ପ୍ଲାଜମା ଦାନ ପାଇଁ କୋଭିଡ଼ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୧୯/୦୭: ପ୍ଲାଜମା ଦାନ କରିବାକୁ ଥିବା କୋଭିଡ଼ ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡ଼ିଆରଏଫ, ହୋମଗାର୍ଡ଼ ଓ ଅଗ୍ନିଶମ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଗୁରୁତର କରୋନା ରୋଗୀଙ୍କ ପାଇଁ ଏହି ପ୍ଲାଜମା!-->…
ଗୋଷ୍ଠୀ ସଂକ୍ରମଣ ମୁହାଁ କେରଳ !! ସୂଚନା ଦେଲେ ମୁଖ୍ୟମନ୍ତ୍ରୀ – କୋଭିଡ-୧୯ ଗୋଷ୍ଠୀ ସଂକ୍ରମଣରେ ଭାରତର ପ୍ରଥମ…
ତିରୁଅନନ୍ତପୁରମ,(କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୯/୦୭ : କେରଳରେ ପ୍ରଥମ କରି କୋଭିଡ-୧୯ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଥିବା ନେଇ ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍ । କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଶୁକ୍ରବାର ଦିନ ନିଶ୍ଚିତ କରିଛନ୍ତି ଯେ, ରାଜଧାନୀ!-->…
ତିନି ବିଧାୟକ ରାଜଧାନୀରେ ୩ କୋଭିଡ୍ କେୟାର ସେଣ୍ଟର ପାଇଁ ବିଏମସିକୁ ଦାନ କଲେ ଦେଢ଼ କୋଟି ଟଙ୍କା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୭:ରାଜଧାନୀରେ ଥିବା ଦୁଇଟି କୋଭିଡ୍ ହସ୍ପିଟାଲରେ ରାଜଧାନୀ ସମେତ ସାରା ରାଜ୍ୟର କରୋନା ଆକ୍ରାନ୍ତଙ୍କର ଚିକିତ୍ସା ହେଉଛି। ଏବେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାବେଳେ ଭୁବନେଶ୍ବରରେ କରୋନା ଆକ୍ରାନ୍ତ!-->…
ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି, ସୋସିଆଲ ମିଡିଆ ପୋଷ୍ଟ ପାଇଁ ହେବନି ଜେଲ୍
କଳିଙ୍ଗ ଜ୍ଯୋତି ବ୍ଯୁରୋ ନୂଆଦିଲ୍ଲୀ ୧୯/୦୭ : ସୂଚନା ପ୍ରଯୁକ୍ତି ବିଦ୍ୟା ଅଧିନିୟମର ଧାରା ‘୬୬ କ’ ଉପରେ ଐତିହାସିକ ନିଷ୍ପତ୍ତି ନେଇ ସୁପ୍ରିମକୋର୍ଟ ଏହାକୁ ଅସାମ୍ବିଧାନିକ ଘୋଷଣା କରିବା ସହିତ ରଦ୍ଦ କରିଦେଇଛନ୍ତି।
ଆଇଟି ଆକ୍ଟର ଏହି ଧାରା ସମ୍ବିଧାନର ଅନୁଚ୍ଛେଦ ‘୧୯(୧)କ’!-->!-->!-->!-->!-->…
ରାସନ ସାମଗ୍ରୀ ଆଣିଲା ବେଳେ ଫିଙ୍ଗର ପ୍ରିଣ୍ଟ ଦେବେନି ହିତାଧିକାରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୭: ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ରାସନ କାର୍ଡଧାରୀ ରାସନ ସାମଗ୍ରୀ ଆଣିଲା ବେଳେ ଆଉ ଫିଙ୍ଗରପ୍ରିଣ୍ଟ ଦେବେନି। ବିନା ଫିଙ୍ଗରପ୍ରିଣ୍ଟରେ ସେମାନଙ୍କୁ ରାସନ ସାମଗ୍ରୀ ଯୋଗାଇ ଦିଆଯିବ। ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି।
!-->!-->!-->…
