Browsing Category

Political

କୋଭିଡ ଯୋଦ୍ଧା ଅଙ୍ଗନୱାଡ଼ି, ଆଶା କର୍ମୀଙ୍କ କର୍ମକ୍ଷେତ୍ରରେ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ଭତ୍ତା : ସ୍ଵତନ୍ତ୍ର…

ଭୁବନେଶ୍ଵର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୭ : ଅଙ୍ଗନଓ୍ବାଡି ଓ ଆଶାଙ୍କ ସମ୍ପର୍କୀୟଙ୍କୁ ଭତ୍ତା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । କୋଭିଡ ଯୋଦ୍ଧା ଭାବେ ପରିଚିତ ଅଙ୍ଗନୱାଡ଼ି ଏବଂ ଆଶା କର୍ମୀମାନଙ୍କ ପରିବାର ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ପ୍ରତିରକ୍ଷା ମନ୍ତ୍ରୀଙ୍କ ଦୁଇ ଦିନିଆ ଲେହ ଗସ୍ତ : ଭାରତୀୟ ସେନାର ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜନାଥ ସିଂହ

ନୂଆଦିଲ୍ଳୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୭ : ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଇ ଦିବସୀୟ ଲେହ ଯାତ୍ରାରେ ପହଁଞ୍ଚିଛନ୍ତି। ଲେହର ସ୍ଥାକନାରେ ସେନର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରାଜପାଥ। ସ୍ଥାକନାରେ ଭାରତୀୟ ସେନାର ଖାସ୍ କାର୍ଯ୍ୟକ୍ରମ ଯବାନଙ୍କୁ ପାରା ଡ୍ରପଂ

ଟ୍ଵିନସିଟିରେ ‘ନାକାବନ୍ଦୀ’ – ବିନା କାରଣରେ କଟକ-ଭୁବନେଶ୍ୱର ଭିତରକୁ ଗାଡ଼ି ପ୍ରବେଶ ଉପରେ କଟକଣା

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୭ : କଟକ-ଭୁବନେଶ୍ୱର ଟ୍ଵିନସିଟି ଭିତରକୁ ଏଣିକି ବିନା କାରଣରେ ବାହାର ଗାଡ଼ି ପ୍ରବେଶ କରିପାରିବନି । କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକକୁ ଛାଡ଼ି ସମସ୍ତ ବ୍ୟବସାୟିକ

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି : କରୋନା ମୁକାବିଲା ପାଇଁ ଆସନ୍ତାକାଲି, ଜୁଲାଇ ୧୭ ରାତି ୯ଟାରୁ ୩୧ଜୁଲାଇ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୭ : କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଥିବା ୪ ଜିଲ୍ଲାରେ ଲକ୍‌ଡାଉନ୍‌ରେ ରହିବ । ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାତି ୯ଟାରୁ ଲାଗୁହେବ ଲକ୍‌ଡାଉନ୍ । ଜୁଲାଇ ୩୧ ଯାଏଁ ବଳବତ୍ତର ରହିବ

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ : ଏଣିକି ସବୁ ଆର୍‌ଟିଓ ଅଫିସରେ ହେବ ସ୍ବତନ୍ତ୍ର ‘ସିଙ୍ଗଲ୍‌ ୱିଣ୍ଡୋ…

ଭୁବନେଶ୍ୱର / କଟକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୬/୦୭ : ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା

୧୫ତମ ଭାରତ-ୟୁ‌ରୋପୀୟ ସଂଘର ଭର୍ଚୁଆଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ : ବିଶ୍ୱ ଶାନ୍ତି ଓ ସ୍ଥିରତା ରକ୍ଷା…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୭ : ୧୫ତମ ଭାରତ-ୟୁ‌ରୋପୀୟ ସଂଘର ଭର୍ଚୁଆଲ ସମ୍ମିଳନୀରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ବିଶ୍ୱରେ ଶାନ୍ତି ଓ ସ୍ଥିରତା ରକ୍ଷା କରିବାରେ ଭାରତ ଓ ୟୁରୋପୀୟ ସଂଘର ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ। ବିଶ୍ୱରେ ଦେଖା ଦେଇଥିବା ଆହ୍ୱାନଗୁଡ଼ିକୁ ଉଭୟ

ବିଶ୍ୱର ବଡ଼ ବଡ଼ ନେତା, ଶିଳ୍ପପତି ଯଥା ବାରାକ ଓବାମା, ବେଞ୍ଜାମିନ , ଡାରେନ ବଫ, ବିଲ ଗେଟସଙ୍କ ଆକାଉଂଟ ହ୍ୟାକ : ଟୁଇଟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭: ବିଶ୍ୱର ବଡ ବଜ ହସ୍ତୀଙ୍କ ଟ୍ୱିଟର ଆକାଉଂଟକୁ ହକ କଲେ ହ୍ୟାକର । ରାଜନେତା, ବଡ ବ୍ୟବସାୟୀ, ସେଲିବ୍ରେଟିଙ୍କ ଟ୍ୱିଟର ଆକାଉଂଟ ହ୍ୟାକ ହୋଇଯାଇଛି । ଟ୍ୱିଟର ଆକାଉଂଟ ହ୍ୟାକ କରିବା ପରେ ହ୍ୟାକର ସେହି ଟୁଇଟର ହ୍ୟାଣ୍ଡଲରୁ ଟ୍ୱିଟ୍ ବିଟ କଏନ

ଭଲ ଇଂରାଜୀ କହିଲେ ଚଳିବନି, ପ୍ରତିଶୃତିବଦ୍ଧତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ: ଅଶୋକ ଗେହଲଟ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ଜୟପୁର ୧୬/୦୭ : ରାଜସ୍ଥାନ ରାଜନୈତିକ ପାଣିପାଗ ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ପଦରୁ ହଟାଇବାରେ ସକ୍ଷମ ହୋଇଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣି ସଚିନଙ୍କ ଉପରେ ବର୍ଷିଛନ୍ତି। ସଚିନ ବିଧାୟକଙ୍କୁ

ରାଜ୍ୟ କଂଗ୍ରେସ ନେତୃତ୍ୱ ଏବେ ପରିବର୍ତ୍ତନ ହେବାର ନାହିଁ : ରଂଜୀବ ବିଶ୍ୱାଳ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ରାଜ୍ୟରେ ପିସିସି ନେତୃତ୍ୱ ପରିବର୍ତ୍ତନକୁ ଚାଲିଛି ଚର୍ଚ୍ଚା। ହେଲେ ଏପରି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ରଂଜୀବ ବିଶ୍ୱାଳ । ସେ କହିଛନ୍ତି, ତାଙ୍କ ପାଖରେ ଥିବା ତଥ୍ୟ ଅନୁସାରେ ରାଜ୍ୟର କଂଗ୍ରେସ ମଙ୍ଗୁଆଳ ଏବେ ବଦଳିବାର ନାହିଁ କିମ୍ବା

ଓଲିଙ୍କୁ କଟାକ୍ଷ କଲା ଶିବସେନା- ବାବର ବି ନେପାଳୀ ଥିଲେ ବୋଲି ଦାବି କରିପାରନ୍ତି ଓଲି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ପ୍ରଭୁ ଶ୍ରୀରାମଙ୍କ ପ୍ରକୃତ ଅଯୋଧ୍ୟା ଭାରତରେ ନାହିଁ, ନେପାଳରେ ବୋଲି କହିବା ପରେ ନେପାଳ ପ୍ରଧାନମନ୍ତ୍ରୀ କେ. ପି. ଶର୍ମା ଓଲିଙ୍କୁ ଭାରତରେ କଡ଼ା ବିରୋଧ କରାଯାଉଛି। ଭାରତର ହିନ୍ଦୁ ସଂଗଠନଗୁଡ଼ିକ ଓଲିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।
error: Content is protected !!
Open chat