Browsing Category
Political
ଆଇଆଇଟି ଦିଲ୍ଲୀ ଦ୍ଵାରା ବିଶ୍ବର ସବୁଠୁ ଶସ୍ତା କୋଭିଡ-୧୯ ଟେଷ୍ଟିଙ୍ଗ କିଟ୍ ପ୍ରସ୍ତୁତ : ମୂଲ୍ୟ ମାତ୍ର ୬୫୦ ଟଙ୍କା
କଳିଙ୍ଗ ଜ୍ଯୋତି ବ୍ଯୁରୋ ନୂଆଦିଲ୍ଲୀ ୧୫/୦୭: ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ବିଶ୍ବର ସବୁଠାରୁ ଶସ୍ତା କୋଭିଡ-୧୯ ଟେଷ୍ଟିଙ୍ଗ କିଟ୍ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏବଂ ବିଭାଗୀୟ ରାଷ୍ଟ୍ର ମନ୍ତ୍ରୀ!-->…
ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର ! ଆଜି ଆଉ ୬୧୮ ଜଣ ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୬୧୨ ଜଣ, ୩ ମୃତ : ଗଞ୍ଜାମ…
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୫/୦୭ : ଆଜି ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ!-->…
ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବିରୁଦ୍ଧରେ ଦିଲ୍ଲୀ ନେପାଳ ଦୂତାବାସ ବାହାରେ ନେପାଳୀ ନାଗରିକଙ୍କ ବିକ୍ଷୋଭ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦାଵା କରିଛନ୍ତି ଯେ ଅଯୋଧ୍ୟା ଭାରତରେ ନୁହେଁ ନେପାଳରେ ଅବସ୍ଥିତ l ସେ କହିଛନ୍ତି ଯେ ଉତ୍ତରପ୍ରଦେଶରେ ଥିବା ଅଯୋଧ୍ୟା ନକଲି ଅଯୋଧ୍ୟା ଓ ଭଗବାନ ଶ୍ରୀରାମ ଚନ୍ଦ୍ର ହେଉଛନ୍ତି ନେପାଳୀ ନାଗରିକ l ନେପାଳ!-->…
ଜିଓ ପ୍ଲାଟଫର୍ମରେ ନିବେଶ କରିବ ଗୁଗଲ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ବିଶ୍ୱର ୫ମ ସର୍ବବୃହତ ଅର୍ଥନୀତି ଭାବେ ପରିଗଣିତ ହେଉଥିବା ଭାରତରେ ନିଜ ସ୍ଥିତି ମଜଭୁତ କରିବାକୁ ଗୁଗଲ୍ ଆଗାମୀ ସାତବର୍ଷ ମଧ୍ୟରେ ପ୍ରାୟ ୧୦ବିଲିଅନ ଡଲାର ନିବେଶ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତ ସଂପ୍ରତି ବିଶ୍ୱର ପ୍ରମୁଖ ଇଣ୍ଟରନେଟ!-->…
ବରିଷ୍ଠ କଂଗ୍ରେସ ନେତା ସଞ୍ଜୟ ଝା ଦଳରୁ ନିଲମ୍ବିତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ମହଙ୍ଗା ପଡ଼ିଲା ଦଳ ବିରୋଧୀ କାମ। ରାଜସ୍ଥାନରେ ସଚିନ୍ ପାଇଲଟ୍ ଓ ତାଙ୍କ ସମର୍ଥକଙ୍କ ପରେ କଂଗ୍ରେସ ଆଉ ଏକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି। କଂଗ୍ରେସ ଏବେ ମହାରାଷ୍ଟ୍ରରେ ପାର୍ଟିର ନେତା ଥିବା ସଞ୍ଜୟ ଝା’ଙ୍କୁ ସସପେଣ୍ଡ କରିଛି।
!-->!-->…
କୋଭିଡ ରୋଗୀଙ୍କ ସୁବିଧା,ନିରାପତ୍ତା ଏବଂ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ସତ୍କାର କରାଯିବା ପାଇଁ ବିଶେଷ ଗୁରୁତ୍ବ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଦିଆଯିବା!-->…
ଓଲିଙ୍କ ବିବାଦୀୟ ‘ଅଯୋଧ୍ୟା’ ବୟାନ ନେଇ ସଫେଇ ଦେଲା ନେପାଳ ବୈଦେଶିକ ମନ୍ତ୍ରାଳୟ
ନୂଆଦିଲ୍ଲୀ / କାଠମାଣ୍ଡୁ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୭ : ନେପାଳ ପ୍ରଧାନମନ୍ତ୍ରୀ ଓଲି ନିଜର ଅଦ୍ଭୁତ ବୟାନକୁ ନେଇ ଆଲୋଚନାର ଶିକାର ହୋଇଥିବା ହେତୁ ନେପାଳର ବିଦେଶ ମନ୍ତ୍ରାଳୟ ସଫେଇ ଦେଇ କହିଛି ଯେ ଏହି ବୟାନର କୌଣସି ରାଜନୈତିକ ଲେନଦେନ ନାହିଁ । ଏହା ଦ୍ୱାରା କାହାର ଭାବନାକୁ ଆଘାତ!-->…
ରାଜସ୍ଥାନ ରାଜନୀତି ରେ ନୂଆ ମୋଡ: କଣ କରିବେ ସଚିନ ପାଇଲଟ ?
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭ : ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହୋଇଥିବା ସଚିନ ପାଇଲଟ ଏବେ କ‘ଣ କରିବେ, ତା’କୁ ନେଇ ଚର୍ଚ୍ଚା ଜୋରଧରିଛି। ସେ ବିଜେପିକୁ ଯିବେ ନା ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ଗୋଟି ଚାଳନା କରିବେ, ତା’ ଉପରେ ସମସ୍ତଙ୍କ!-->…
ଆଜି ମୁଖ୍ୟମନ୍ତ୍ରୀ ଅପରାହ୍ନ ୫ଟା ରେ ଭିସି ଜରିଆରେ ଓଡ଼ିଶାରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ କରିବେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ପ୍ଲାଜମା ଥେରାପି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।
SCB ମେଡିକାଲରେ ଅପରାହ୍ଣ ୫ଟା ୧୫ରେ ଭିସି ଜରିଆରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ @Naveen_Odisha!-->!-->!-->…
ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍ କାଟ, ଘନଉଛି ଜନ ଅସନ୍ତୋଷ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭:ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍ କାଟ ରାଜଧାନୀବାସୀଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। କେଉଁଠି ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍ ହେଉଛି ତ କେଉଁଠି ପ୍ରତି ପାଞ୍ଚ ମିନିଟ୍ରେ ବିଜୁଳି ଲୁଚକାଳି ଖେଳୁଛି। ମରାମତି ବାହାନାରେ ଏଭଳି!-->…
