Browsing Category

Political

ବିହାରରେ ଜୁଲାଇ ୧୬ରୁ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ଘୋଷଣା ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୧୫/୦୭ : କୋଭିଡ୍-୧୯ ବିସ୍ତାର ଦମନ କରିବାକୁ ଜୁଲାଇ ୧୬ରୁ ୩୧ ତାରିଖଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ହେବ ବ‌ୋଲି ମଙ୍ଗଳବାର ଦିନ ଉପ-ମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀ ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର / ବାଲେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ବାଲେଶ୍ୱର ଜିଲ୍ଲାର ଆଉ ଜଣେ ବିଧାୟକଙ୍କୁ କରୋନା। ବିଜେଡିର ଜଣେ ବିଧାୟକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସଂପୃକ୍ତ ବିଧାୟକଙ୍କ ସୂଚନା ଦେଇଛନ୍ତି।ଏହି ବିଧାୟକ ହେଲେ ବାଲେଶ୍ୱର

ରାଜସ୍ଥାନ ପିସିସି ମୁଖ୍ୟ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହେଲେ ସଚିନ ପାଇଲଟ,ଅନ୍ୟ ୨ ମନ୍ତ୍ରୀ ବି ବରଖାସ୍ତ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆକ୍ସନ ମୁଡରେ କଂଗ୍ରେସ ହାଇକମାଣ୍ଡ । ରାଜସ୍ଥାନ ପିସିସି ମୁଖ୍ୟ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହେଲେ ସଚିନ ପାଇଲଟ । ଏନେଇ ସୂଚନା ଦେଇଛନ୍ତି କଂଗ୍ରସର ଜାତୀୟ ମୁଖପାତ୍ର ରଣଦୀପ ସୂର୍ଜେୱାଲା । ଗତ କିଛି ଦିନ ଧରି ରାଜସ୍ଥାନ କଂଗ୍ରେସରେ

କଂଗ୍ରେସରେ ନିଷ୍ଠା ମାନେ ଗେହଲଟଙ୍କ ଗୁଲାମି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ସକାଳେ ହେବାକୁ ଥିବା ରାଜସ୍ଥାନ କଂଗ୍ରେସ ବିଧାୟକର ଦଳ ବୈଠକରେ ଯୋଗ ଦେବେନି ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ। ବିଳମ୍ୱିତ ରାତ୍ରିରେ ତାଙ୍କ ଅଫିସ ତରଫରୁ ଏହି ସୂଚନା ମିଳିଛି। ଅନ୍ୟପଟେ ରାଜସ୍ଥାନ କଂଗ୍ରେସ ଦାୟିତ୍ୱରେ ଥିବା ଦଳର ମୁଖପାତ୍ର

ନେପାଳ ପ୍ରଧାନମନ୍ତ୍ରୀଙ୍କ ବିବାଦୀୟ ବୟାନ :ପ୍ରଭୁ ଶ୍ରୀରାମ ଭାରତୀୟ ନୁହେଁ ନେପାଳି ଥିଲେ,ନେପାଳରେ ରହିଛି ପ୍ରକୃତ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ଭଗବାନ ଶ୍ରୀରାମଙ୍କ ଜନ୍ମଭୂମି ନେପାଳରେ ଓ ଶ୍ରୀରାମ ନେପାଳୀ। ପ୍ରକୃତ ଅଯୋଧ୍ୟା ଭାରତରେ ନୁହେଁ ବରଂ ନେପାଳରେ ରହିଛି ଏବଂ ଭଗବାନ ରାମଚନ୍ଦ୍ର ଭାରତୀୟ ନୁହଁନ୍ତି, ସେ ଜଣେ ନେପାଳୀ । ଏଭଳି ବିବାଦୀୟ ବୟାନ ରଖିଛନ୍ତି ନେପାଳ ପ୍ରଧାନମନ୍ତ୍ରୀ

ଦିଲ୍ଲୀରେ ଦ୍ବିତୀୟ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘୋଷଣା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : ଦିଲ୍ଲୀରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଦ୍ବିତୀୟ ପ୍ଲାଜମା ବ୍ୟାଙ୍କ। ଆଜି ଏହା ଘୋଷଣା କରିଛନ୍ତି ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସରକାର ଏହି ପଦକ୍ଷେପ

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କ ଘୋଷଣା – ଭାରତରେ ଗୁଗୁଲ ୭୫ ହଜାର କୋଟି ଟଙ୍କା ନିବେଶ କରିବ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୪/୦୭ : କରୋନା ମହାମାରୀ ଭଳି ଏକ ସଙ୍କଟ ସମୟରେ ଗୁଗୁଲ ଏକ ବଡ଼ ପଦକ୍ଷେପ ନେଇଛି। ଭାରତରେ ଗୁଗୁଲ ୧୦ ବିଲିୟନ୍ ନିବେଶ କରିବ, ଯାହା ଭାରତୀୟ ମୁଦ୍ରାରେ ପ୍ରାୟ ୭୫୦୦୦ କୋଟି ଟଙ୍କା। ମୋଦୀଙ୍କ ସହ ସୋମବାର ଆଲୋଚନା କରିବା ପରେ ଗୁଗୁଲ ସିଇଓ

ଝୁଲନ୍ତା ଅବସ୍ଥାରେ ମିଳିଲା ବିଜେପି ବିଧାୟକଙ୍କ ମୃତଦେହ : ଘଟଣାର ତୀବ୍ର ନିନ୍ଦା କରିବା ସହ ସିବିଆଇ ତଦନ୍ତ ପାଇଁ ଦାବୀ…

କୋଲକାତା / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୩/୦୭ : ପଶ୍ଚିମବଙ୍ଗର ବିଜେପି ବିଧାୟକ ଦେବେନ୍ଦ୍ର ନାଥ ରାୟଙ୍କ ରହସ୍ୟଜନକ ମୃତ୍ୟୁ । ଉତ୍ତର ଦିନଜପୁର ଜିଲାର ବିନ୍ଦାଲରେ ଥିବା ଘର ନିକଟରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ

ଆମେରିକାର ‘ଫାଷ୍ଟ ଲେଡି’ମେଲାନିଆ ଟ୍ରମ୍ପ ମାସ୍କ ପିନ୍ଧିଲେ : ଶନିବାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ୱାଶିଂଟନ / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୭ : କରୋନା ମହାମାରୀ ଭିତରେ ପ୍ରଥମ ଥର ପାଇଁ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି। ଗତ ସପ୍ତାହରେ ମେରି ଏଲିଜାବେଥ୍ ହାଉସ ପରିଦର୍ଶନବେଳେ ମାସ୍କ ପିନ୍ଧିଥିବା ନେଇ ଏକ ଫଟୋ ନିଜେ ମେଲାନିଆ

ରାଜସ୍ଥାନ ରାଜନୀତିରେ ନୂଆ ମୋଡ଼ : ଗେହଲଟଙ୍କ ଶକ୍ତି ପ୍ରଦର୍ଶନ, ଶତାଧିକ କଂଗ୍ରେସ ବିଧାୟକ ଉପସ୍ଥିତ !

ଜୟପୁର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୭ : ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ବିଦ୍ରୋହ ପରେ ଅଶୋକ ଗେହଲଟଙ୍କ ସରକାର ରହିବ କି ଯିବ ସେ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଶକ୍ତି ପ୍ରଦର୍ଶନ କରି ତାଙ୍କ ସପକ୍ଷରେ  ବହୁମତ ଥିବା ପ୍ରମାଣ କରିଛନ୍ତି ଅଶୋକ ଗେହଲଟ । ଅଶୋକ
error: Content is protected !!
Open chat