Browsing Category
Political
ଜୁନ୍ ୧୫ ତାରିଖରୁ ଗୁଜୁରାଟରେ ଲାଗୁ ହେବ ‘ଲଭ୍ ଜିହାଦ’ ଆଇନ: ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲ
ଗାନ୍ଧୀନଗର : ଗୁଜୁରାଟରେ ଆସନ୍ତା ଜୁନ୍ ୧୫ ତାରିଖରୁ ‘ଲଭ୍ ଜିହାଦ’ ଆଇନ ଲାଗୁ ହେବାକୁ ଯାଉଛି । ପ୍ରଥମେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ପରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ଆଇନ ଲାଗୁ ହେବା ପରେ ରାଜ୍ୟରେ ଜୋର ଜବରଦସ୍ତି ଧର୍ମ ପରିବର୍ତ୍ତନ ଓ!-->…
ହଟେଇଥିଲା ପୁଣି ଲଗାଇଦେଲା: ଚେତାବନୀ ପାଇବା ପରେ ପୁଣି ଏହି ନେତାମାନଙ୍କ ଆକାଉଣ୍ଟରେ ବ୍ଲୁ ଟିକ୍ ଲଗାଇଲା ଟ୍ୱିଟର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଚେତାବନୀ ପରେ ଟ୍ୱିଟର ନିଜର ଭୁଲକୁ ସଂଶୋଧନ କରିଛି। ଏହା ପରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କ ସମେତ ଅନେକ ଆରଏସଏସ ନେତାଙ୍କ ଟ୍ୱିଟର ଆକାଉଣ୍ଟରେ ବ୍ଲୁ ଟିକ୍ ପୁଣି ଲାଗିଛି । ଟ୍ୱିଟର ଆଜି ସକାଳୁ ବ୍ଲୁ ଟିକକୁ ନେଇ ଅଯଥା!-->…
ଜିଏସଟି ରାଜସ୍ବ ଉପରେ କରୋନା ମାଡ଼, ମେ’ ମାସରେ ୧ଲକ୍ଷ ୨ ହଜାର କୋଟିକୁ କମିଲା
ନୂଆଦିଲ୍ଲୀ : ଏପ୍ରିଲ ମାସର ରେକର୍ଡ ଜିଏସଟି ସଂଗ୍ରହ ପରେ ମେ’ ମାସରେ ଦେଶର ଜିଏସଟି ରାଜସ୍ୱ ୧ ଲକ୍ଷ ୨ ହଜାର କୋଟିକୁ ହ୍ରାସ ପାଇଛି । କରୋନା ମହାମାରୀର ୨ୟ ଲହର କାରଣରୁ ଦେଶର ବିଭିନ୍ନ ରାଜ୍ୟରେ ଲକଡାଉନ ଲାଗୁ କରାଯ଼ାଇଥିବାରୁ ବ୍ୟବସାୟ କାରବାର ପ୍ରଭାବିତ ହୋଇଛି ।
ମେ’ ମାସରେ!-->!-->!-->…
ଭ୍ୟାକସିନ ସାର୍ଟିଫିକେଟରୁ ମୋଦୀଙ୍କ ଫଟୋ ହଟାଇ ନିଜ ଫଟୋ ଲଗାଇଲେ ମମତା ବାନାର୍ଜୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ବୋଧହୁଏ ଏଥିପାଇଁ ମମତା ବାନାର୍ଜୀ ଭ୍ୟାକସିନ ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଛବି ସ୍ଥାନରେ ତାଙ୍କ ଫଟୋ ରଖିଛନ୍ତି। ପଶ୍ଚିମବଙ୍ଗରେ ତୃତୀୟ!-->…
ରାଉରକେଲାରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମି ପୂଜା
ରାଉରକେଲା : ରାଉରକେଲାର ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣ ହେବାକୁ ଯାଉଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମିପୂଜା ଆଜି ଅନୁଷ୍ଠିତ ହୋଇଛି। ଫଳରେ ସୁନ୍ଦରଗଡ଼ ଜିଲା ଏବଂ ଓଡ଼ିଶା ପାଇଁ ଅନ୍ତର୍ଜାତୀୟ ସ୍ତରରେ ଏକ ନୂଆ ପରିଚୟ ଆଣିବାକୁ ଯାଉଥିବା ଏହି ଐତିହାସିକ!-->…
ବଲିଉଡ ଅଭିନେତ୍ରୀ ଜୁହି ଚାୱଲାଙ୍କୁ ଝଟକା, ଯାଚିକା ଖାରଜ କରି ୨୦ ଲକ୍ଷ ଟଙ୍କାର ଜରିମାନା ଲଗାଇଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ତଥା ପରିବେଶବିତ ଜୁହି ଚାୱଲାଙ୍କୁ ଝଟକା ଦେଲେ ଦିଲ୍ଲୀ ହାଇକୋର୍ଟ | ଶୁକ୍ରବାର ଦିନ ଦିଲ୍ଲୀ ହାଇକୋର୍ଟ ଅଭିନେତ୍ରୀ ଜୁହି ଚାୱଲାଙ୍କ ୫ଜି ନେଟୱାର୍କିଂ ବିରୋଧରେ ଦାଖଲ କରିଥିବା ଆବେଦନକୁ ଖାରଜ କରି ଦିଲ୍ଲୀ ହାଇକୋର୍ଟ ଅଭିଯୋଗକାରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା!-->…
ପ୍ରତ୍ୟେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ସିଏସ୍ଆଇଆରର ବାର୍ଷିକ ବୈଠକରେ କହିଲେ ମୋଦୀ
ନୂଆଦିଲ୍ଲୀ : ପ୍ରତ୍ୟେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। କୋଭିଡ-୧୯ ମହାମାରୀ ଯୋଗୁଁ ଯଦିଓ କେତେକ କ୍ଷେତ୍ରରେ ଲକ୍ଷ୍ୟ ହାସଲ ମନ୍ଥର ହୋଇଯାଇଛି, ତେବେ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ
ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ
ଭୁବନେଶ୍ୱର : ବାତିଲ ହେଲା ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ!-->!-->!-->…
ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ହେବ : ନବୀନ ପଟ୍ଟନାୟକ
ଟିକା ସଂକଟ ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର : କରୋନା ଟିକାକରଣ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ି ସେ ଚିଠି ଲେଖିଛନ୍ତି। ୧୮ ବର୍ଷରୁ ଊର୍ଦ୍ଧ୍ୱ!-->!-->!-->…
ନିଯୁକ୍ତି ହରାଇଛନ୍ତି ଏକ କୋଟି ଭାରତୀୟ
ନୂଆଦିଲ୍ଲୀ: କରୋନା-୨୦୧୯ ଦ୍ବିତୀୟ ଲହରରେ ପ୍ରାୟ ଏକ କୋଟି ଭାରତୀୟ ଚାକିରି ହରାଇଛନ୍ତି। ଏହା ବ୍ୟତୀତ କରୋନା ଆରମ୍ଭରୁ ଏ ପର୍ଯ୍ୟନ୍ତ ଦେଶର ୯୭ ପ୍ରତିଶତ ପରିବାରର ଆୟ ହ୍ରାସ ପାଇଛି ବୋଲି ‘ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି’ (ସିଏମଆଇଇ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମହେଶ!-->…
