Browsing Category

Political

‘ଅନ୍‌ଲକିଙ୍ଗ୍’ ପାଇଁ ୩ଟି ସର୍ତ୍ତ ରଖି‌ଲେ ‘ଆଇସିଏମ୍‌ଆର୍’ର ମୁଖ୍ୟ ଡାକ୍ତର ବଳରାମ ଭାର୍ଗବ

ନୂଆଦିଲ୍ଲୀ: ଦେଶର କେତେକ ରାଜ୍ୟ ଲକ୍‌ଡାଉନ୍‌ ନିୟମ କୋହଳ କରୁଥିବା ବେଳେ ମଙ୍ଗଳବାର ଦିନ ‘ଆଇସିଏମ୍‌ଆର୍‌’ର ମହାନିର୍ଦେଶକ ଡାକ୍ତର ବଳରାମ ଭାର୍ଗବ ତିନୋଟି ସର୍ତ୍ତ ରଖିଛନ୍ତି। ଏହି ସର୍ତ୍ତାବଳିକୁ ଆଧାର କରି ‘ଅନ୍‌ଲକ୍‌’ ନିଷ୍ପତ୍ତି ଗ୍ରହଣ କରାଯିବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି।

ଭାରତ ନିର୍ମିତ ସ୍ପୁଟନିକ ଭି ପ୍ରଥମ ବ୍ୟାଚକୁ ମଞ୍ଜୁରି

ଚଣ୍ଡିଗଡ: ଭାରତରେ ନିର୍ମିତ ପ୍ରଥମ ଦଫା ରୁଷୀୟ କୋଭିଡ ଟିକା ସ୍ପୁଟନିକ ଭି ସେଣ୍ଟ୍ରାଲ ଡ୍ରଗ୍ସ ଲାବୋରେଟୋରୀ (ସିଡିଏଲ) କସଉଲିର ମଞ୍ଜୁରି ଲାଭ କରିଛି। ଭାରତରେ ଏହି ଟିକା ଉତ୍ପାଦନ କରୁଥିବା କମ୍ପାନୀଗୁଡିକ ମଧ୍ୟରେ ହେଟେରୋ ଡ୍ରଗ୍ସ ଏବଂ ଏହା ହାଇଦରାବାଦସ୍ଥତ ଡ୍ରଗ୍ସ କମ୍ପାନୀ ବୋଲି

ଏ ବର୍ଷ ଓଡ଼ିଶାରେ ସ୍ବାଭାବିକ ମୌସୁମୀ ବର୍ଷା, ଜୁନରେ ଅଧିକ ବର୍ଷିବ : ଆଇଏମଡି

ଭୁବନେଶ୍ବର : ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ । ଜୁନ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯ଼େ, ସାଧାରଣତଃ ଜୁନ ୧ରେ କେରଳରେ ମୌସୁମୀ

ବ୍ଲାକ ଫଙ୍ଗସ୍: ଆଇଆଇଟି ହାଇଦ୍ରାବାଦ ପ୍ରସ୍ତୁତ କଲା ଓରାଲ ସଲ୍ୟୁସନ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସହିତ ବ୍ଲାକ ଫଙ୍ଗସ୍ ବି ମହାମାରୀ ରୂପ ନେବାକୁ ବସିଲାଣି । କରୋନା କାଳରେ ବି ଏହି ବ୍ଲାକ ଫଙ୍ଗସ୍ ରୋଗରେ ସଂକ୍ରମିତ ହୋଇ କିଛି ଲୋକଙ୍କ ଜୀବନ ଗଲାଣି । କରୋନା ତୁଳନାରେ ଏହି ରୋଗର ଚିକିତ୍ସା କେବଳ ମହଙ୍ଗା ନୁହେଁ, ଏବେ ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ

୫-ଜି ବିରୋଧରେ କୋର୍ଟକୁ ଗଲେ ଅଭିନେତ୍ରୀ ଜୁହି ଚାୱଲା

ନୂଆଦିଲ୍ଲୀ : ଅଭିନେତ୍ରୀ ଜୁହି ଚାୱଲା ପ୍ରତି ପ୍ରସଙ୍ଗ ଉପରେ ନିଜର ମତ ଦେଇଥାନ୍ତି। ଏହା ସହିତ ଲୋକଙ୍କୁ ସୁରକ୍ଷା, ସ୍ବଚ୍ଛତା ଏବଂ ଅନ୍ୟ ଜରୁରୀ ପ୍ରସଙ୍ଗରେ ସଚେତନ କରାଇଥାନ୍ତି। ଭାରତରେ ଖୁବଶୀଘ୍ର ୫-ଜି ଟେକ୍‌ନିକ ଲାଗୁ ହେବାକୁ ଯାଉଛି। ଯହାର କୁପ୍ରଭାବ ପରିବେଶ ସହିତ ଲୋକଙ୍କ

ଏଣିକି ୩ ସନ୍ତାନ ଜନ୍ମ ଦେଇପାରିବେ ଚୀନ ଦମ୍ପତି; ବୃଦ୍ଧାବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଆଇନ ବଦଳାଇଲେ ସରକାର

ବେଜିଂ: ବୃଦ୍ଧା ବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଏବଂ ଜନସଂଖ୍ୟା ବୃଦ୍ଧିରେ ଗତିରୋଧ ଯୋଗୁ ଚିନ୍ତିତ ହୋଇପଡ଼ିଥିବା ଚୀନ ଏକ ବଡ଼ ନିଷ୍ପତ୍ତି ନେଇଛି। ଚୀନ ସରକାର ପରିବାର ନିୟୋଜନ ନିୟମକୁ କୋହଳ କରିବା ଲାଗି ଘୋଷଣା କରିଛନ୍ତି। ସୋମବାର ନିଆଯାଇଥିବା ନିଷ୍ପତ୍ତି ଅନୁସାରେ, ଏଣିକି ଚୀନରେ

ସେଣ୍ଟ୍ରାଲ ଭିଷ୍ଟା ଉପରେ ରୋକ୍‌ ଲଗାଇବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ, ଆବେଦନକାରୀଙ୍କୁ ୧ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ : ଦିଲ୍ଲୀରେ ଚାଲୁଥିବା ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ ନିର୍ମାଣ ଉପରେ ରୋକ୍‌ ଲଗାଯିବ ନାହିଁ। ଦିଲ୍ଲୀ ହାଇକୋର୍ଟ ଏହି ପ୍ରକଳ୍ପ ଉପରେ ରୋକ୍‌ ଲଗାଇବାକୁ ମନା କରିଦେଇଛନ୍ତି। ଏହାବ୍ୟତୀତ କୋର୍ଟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ପିଟିଶନ ଦାଖଲ କରିଥିବା ଆବେଦନକାରୀଙ୍କ

ବାତ୍ୟା ପ୍ରଭାବିତ ରାଜ୍ୟ‌ର ଲୋକେ ଆସାମାନ୍ୟ ସାହସ, ଧୈର୍ଯ୍ୟ ଏବଂ ଶୃଙ୍ଖଳାର ସହ ପରିସ୍ଥିତିକୁ ମୁକାବିଲା କରିଛନ୍ତି:…

ନୂଆଦିଲ୍ଲୀ: ଆଜି ‘ମନ୍‌କି ବାତ୍‌’ର ୭୭ତମ ସଂସ୍କରଣରେ ସାମୁଦ୍ରିକ ବାତ୍ୟା ‘ତୌତେ’ ଓ ‘ୟାସ୍‌’ ସମୟର ଉଦ୍ଧାର ଅଭିଯାନରେ ସମ୍ପୃକ୍ତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ କହିଲେ, କୋଭିଡ୍-୧୯ ବିପର୍ଯ୍ୟୟ ସମୟରେ ପୂର୍ବ ଉପକୂଳରେ ବାତ୍ୟା ପ୍ରଭାବିତ ରାଜ୍ୟ‌ର ଲୋକେ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରିବେ ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆକାଶମାର୍ଗରୁ ବାତ୍ୟା ‘ୟାସ’ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରିବେ। ପରେ ଭୁବନେଶ୍ୱରରେ ବାତ୍ୟା କ୍ଷୟକ୍ଷତି, ରିଲିଫ ଏବଂ ଉଦ୍ଧାର

କୃଷକ ଆନ୍ଦୋଳନକୁ ପୁରିଲା ୬ମାସ : କଳା ପଗଡି ପିନ୍ଧି ଓ କଳା ପତାକା ଉଡାଇ କଳା ଦିବସ ପାଳନ କଲେ କୃଷକ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା ଦେଶର ୪୦ କୃଷକ ସଂଗଠନ ବା ସଂଯୁକ୍ତ କିଷାନ ମୋର୍ଚ୍ଚା ସାରା ଦେଶର କୃଷକମାନଙ୍କୁ ଆଜି କଳା ଦିବସ ପାଳନ କରିବାକୁ ଆହ୍ୱାନ ଦେଇଥିଲା | ଦିଲ୍ଲୀ ସୀମାରେ ଚାଲିଥିବା ଆନ୍ଦୋଳନକୁ ୬ ମାସ ପୁରିବାକୁ
error: Content is protected !!
Open chat