Browsing Category
Political
ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ
ପୁରୀ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶନିବାର ଅପରାହ୍ନରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହୋଇଛି। ଆଜ୍ଞାମାଳ ପହଂଚିବା ପରେ ତିନି ରଥର ମୁଖ୍ୟ ମହାରଣା ଏହି ଆଜ୍ଞାମାଳକୁ ଗ୍ରହଣ କରିଥିଲେ। ପରେ ପରେ ଶ୍ରୋତିୟ ବ୍ରାହ୍ମଣ ମାନେ ପଂଚ ବିଧି ଉପଚାରରେ!-->…
କରୋନା ଟେଷ୍ଟିଂ ଲାଗି ଭୁବନେଶ୍ୱରରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା: ବିଏମ୍ସି କମିସନର
ଭୁବନେଶ୍ୱର: ଏକା ରହୁଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକମାନଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଟେଷ୍ଟିଂ ସେଣ୍ଟରକୁ ଯିବାରେ ଅସୁବିଧା ଥିଲେ ବରିଷ୍ଠ ନାଗରିକ ୧୯୨୯କୁ କଲ କରିପାରିବେ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟିମ୍ ଯାଇ!-->…
କାଳିଆ ଯୋଜନା ଚାଷୀଙ୍କ ମୁହଁରେ ହସ ଆଣିଛି, ଋଣ ଭାର ଲାଘବ କରିଛି:ମୁଖ୍ୟମନ୍ତ୍ରୀ
ଭୂବନେଶ୍ୱର: ଆସନ୍ତା କାଲି ଅଷୟତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦ ର ଦିନ। ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ!-->…
ଅନିଲ ଦେଶମୁଖଙ୍କ ବିରୋଧରେ ମାମଲା ରୁଜୁ କଲା ଇଡି
ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଏକ ମାମଲା ରୁଜୁ କରିଛି। ଦେଶମୁଖଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରୁଜୁ କରିଥିବା ଦୁର୍ନୀତି ମାମଲାକୁ ଆଧାର କରି ଇଡି ପକ୍ଷରୁ ଆର୍ଥିକ ଅନିୟମିତତା ନରୋଧୀ!-->…
ଓଡ଼ିଶା ସମେତ କେତେକ ରାଜ୍ୟରେ ଦୈନିକ ସଂକ୍ରମଣ ବଢୁଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ : ଦେଶରେ ଗତ ଦୁଇ ଦିନ ହେଲା ସଂକ୍ରମଣ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି କିନ୍ତୁ ଏହା ଏକ ପ୍ରାରମ୍ଭିକ ଟ୍ରେଣ୍ଡ୍ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯ଼ୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି ।
ଦେଶର ୧୩ଟି ରାଜ୍ୟରେ ଏବେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା, ୬ଟି!-->!-->!-->…
ଟିକା ନୀତି ଉପରେ ନ୍ୟାୟିକ ହସ୍ତକ୍ଷେପର ଆବଶ୍ୟକତା ନାହିଁ : କେନ୍ଦ୍ର
ନୂଆଦିଲ୍ଲୀ : ଟିକା ମୂଲ୍ୟ ନିର୍ଦ୍ଧାରଣ ନୀତି ଉପରେ ସୁପ୍ରିମକୋର୍ଟଙ୍କ ନୋଟିସ ଉପରେ ଜବାବ ଦାଖଲ କରିଛନ୍ତି କେନ୍ଦ୍ର ସରକାର । ନିଜର ଲିଖିତ ଜବାବରେ କେନ୍ଦ୍ର ସରକାର ଦର୍ଶାଇଛନ୍ତି ଯ଼େ ଟିକା ଗୁଡ଼ିକର ସମଆବଣ୍ଟନ ପାଇଁ ବିଶେଶଜ୍ଞମାନଙ୍କ ମତ ନେଇ ଏହି ନୀତି ନିର୍ଦ୍ଧାରଣ କରାଯ଼ାଇଛି!-->…
ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବା ଶର୍ମା
ଗୌହାଟି,୧୦/୦୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବେ ହିମନ୍ତ ବିଶ୍ବା ଶର୍ମା ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଜଗତଦୀଶ ମୁଖୀ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ହା ଓ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ। ହିମନ୍ତ ବିଶ୍ବା ଶର୍ମା ହେଲେ!-->…
ହିମନ୍ତ ବିଶ୍ଵଶର୍ମା ହେବେ ଆସାମ ମୁଖ୍ୟମନ୍ତ୍ରୀ, କାଲି ଶପଥଗ୍ରହଣ
ଆସାମ ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ସର୍ମା ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଆସନ୍ତା କାଲି ସେ ଶପଥଗ୍ରହଣ କରିବେ। ଏ ନେଇ ରବିବାର ଗୁଆହାଟିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ଚୂଡ଼ାନ୍ତ ହୋଇଛି। ତାଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ମଧ୍ୟ ନିର୍ବାଚିତ!-->…
କରୋନା ସହ ଲଢେଇ ପାଇଁ ଓଡ଼ିଶାର ଗ୍ରାମପଞ୍ଚାୟତମାନଙ୍କୁ କେନ୍ଦ୍ର ଦେଲା ୩୩୩ କୋଟି ଟଙ୍କାର ଆର୍ଥିକ ସହାୟତା
ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୫ଟି ରାଜ୍ୟର ପଞ୍ଚାୟତକୁ କେନ୍ଦ୍ର ସରକାର ୮୯୨୩.୮ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟର ଶନିବାର ଦିନ ୨୫ଟି ରାଜ୍ୟକୁ ୮,୯୨୩ କୋଟି ୮୦ ଲକ୍ଷ ଟଙ୍କା ଗ୍ରାମାଞ୍ଚଳର ସ୍ଥାନୀୟ ସଂସ୍ଥା (ଆରଏଲବି) କୁ ଅନୁଦାନ ପ୍ରଦାନ!-->…
ରାଉରକେଲାରେ କୋଭିଡ ସ୍ଥିତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ
ରାଉରକେଲା: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀ ଓ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଆଜି ରାଉରକେଲା ଗସ୍ତ କରି କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ଉପଲବ୍ଧ କୋଭିଡ ଚିକିତ୍ସା ବ୍ୟବସ୍ଥା, ଆଇ ସି ୟୁ ବେଡ ଆଦି ବିଷୟରେ ପଚାରି ବୁଝିଥିଲେ।!-->…
