Browsing Category

Political

ସହରାଂଚଳର ବୁଲା ପଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଗତ ୫ ତାରିଖ ଠାରୁ ଲକଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପଶ୍ଚିମବଙ୍ଗରେ ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଉଦବେଗ

ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ଉଦବେଗ ପ୍ରକାଶ କରିଛନ୍ତି। ଗତ ରବିବାର ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ହିଂସା ଯୋଗୁ

କଙ୍ଗନାଙ୍କ ଟ୍ୱିଟର ଆକାଉଣ୍ଟ ସ୍ଥାୟୀ ଭାବେ ଅଚଳ, ସଚଳ କରିବାକୁ ତେଜୁଛି ଦାବି

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ସୃଷ୍ଟି ହୋଇଥିବା ରାଜନୈତିକ ହିଂସା ସହ ଜଡିତ ବିବାଦୀୟ ଟୁଇଟ୍ ପରେ ବହୁଳ ଲୋକପ୍ରିୟ ସାମାଜିକ ଗଣମାଧ୍ୟମ ଟ୍ୱିଟର କଙ୍ଗନା ରାନାୱତଙ୍କ ଆକାଉଣ୍ଟକୁ ସ୍ଥାୟୀଭାବେ ସ୍ଥଗିତ ରଖିଛି। ଟ୍ୱିଟର ଏ ସମ୍ପର୍କରେ ସଫେଇ ଦେଇ କହିଛି, କଙ୍ଗନାଙ୍କ ମନ୍ତବ୍ୟ

ଭାରତୀୟ ନିର୍ବାଚନ କମିଶନଙ୍କ ସୂଚନା : ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ବର: ରାଜ୍ୟରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌ କାରଣରୁ ପିପିଲି ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା କାରଣରୁ ପିପିଲିରେ ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ଏ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ

ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ରାଜ୍ୟ ସରକାରଙ୍କ ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି ଅଭୟକାନ୍ତ ପାଠକ।୧୯୮୭ ବ୍ୟାଚର କ୍ୟାଡର ଆଇଏଫଏସ୍ ଥିଲେ ଅଭୟକାନ୍ତଙ୍କ

ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ…

ଭୁବନେଶ୍ବର: ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ରାଜ୍ୟର ୬୯୪୪ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ବୋଲି

ଭୁବନେଶ୍ବରରେ ବିଏମ୍‌ସି ପକ୍ଷରୁ ନିର୍ଦ୍ଧାରଣ ହେଲା ଟିକାକରଣ ସମୟ

୧୮ ରୁ ୪୪ ବର୍ଷ ବର୍ଗ ପାଇଁ ସକାଳ ୮ ରୁ ଦିନ ୧ ଟା, ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କଙ୍କୁ ଅପରାହ୍ଣ ୩ଟା ରୁ ୬ଟା ମଧ୍ୟରେ ମିଳିବ ଟିକା ଭୁବନେଶ୍ୱର: ବରିଷ୍ଠ ନାଗରୀକ ଓ ସମ୍ମୁଖ ଯୋର୍ଦ୍ଧା ସମେତ ୪୫ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଟିକାକରଣ ଚାଲିଛି। ରାଜ୍ୟରେ ଦ୍ବିତୀୟ ଡୋଜ୍‌ ଟିକା ନେବାକୁ

ଭୁବନେଶ୍ୱର ମହାନଗର ଅଞ୍ଚଳରେ କରୋନା ଟିକା ଅଭାବ ନାହିଁ, କୋ-ୱିନ୍‌ ପୋର୍ଟାଲ୍‌ରେ ପଞ୍ଜୀକରଣ ବାଧ୍ୟତାମୂଳକ

ଭୁବନେଶ୍ୱର: ଭୁବନେଶ୍ୱରର କରୋନା ସ୍ଥିତି ନେଇ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କୋଭିଡ୍‌ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ ୧୮ରୁ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ବିଏମ୍‌ସି କମିଶନରଙ୍କ ସୂଚନା। ସୋମବାରଠାରୁ ବିଏମ୍‌ସିର ୧୮ବର୍ଷରୁ

ଏକ୍‌ଜିଟ୍‌ ପୋଲ୍; ଆସାମରେ ପୁଣି ବିଜେପି ସରକାର

ନୂଆଦିଲ୍ଲୀ; ଆସାମରେ ପୁଣି ଫେରିବ ବିଜେପି ସରକାର। ଏଥର କଂଗ୍ରେସ ବିଜେପିକୁ କଡ଼ା ଟକ୍କର ଦେଇଥିବା ବେଳେ ସରକାର ଗଠନ କରିବାରେ ଅସଫଳ ହୋଇଛି। ଏକ୍‌ଜିଟ୍‌ ପୋଲ୍‌ରେ ଏଭଳି ଫଳାଫଳା ପ୍ରକାଶ ପାଇଛି। ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେର ଆକ୍ସିସ୍‌ ମାଇ ଇଣ୍ଡିଆ ଏକ୍‌ଜିଟ୍ ପୋଲ୍‌ ଅନୁସାରେ

ଜାଣନ୍ତୁ ଯଦି ଅମ୍ଳଜାନ ଅଭାବ ହୁଏ ତେବେ କ’ଣ କରିବେ?

ନୂଆଦିଲ୍ଲୀ: କରୋନାର ଦ୍ବିତୀୟ ଲହର ଏବେ ଦେଶବ୍ୟାପୀ ଆତଙ୍କ ସୃଷ୍ଟି କରିଛି । କେଉଁଠି ଚିକିତ୍ସା ପାଇଁ ଶଯ୍ୟା ମିଳୁ ନାହିଁ ତ ଆଉ କେଉଁଠି ଶଯ୍ୟା ମିଳି‌ଲେ ଅମ୍ଳଜାନ ମିଳୁନି। ଅମ୍ଳଜାନ ଅଭାବରୁ ପ୍ରତିଦିନ ଅନେକ ସଂକ୍ରମିତଙ୍କ ଜୀବନ ଚାଲି ଯାଉଛି। ତେବେ ଅନେକ ସଂକ୍ରମିତ ଘରେ ରହି ମଧ୍ୟ
error: Content is protected !!
Open chat