Browsing Category

Political

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହି ରୂପାନ୍ତର ଗରିବ ଲୋକମାନଙ୍କୁ ବାସ୍ତବରେ ସଶକ୍ତ କରିବ: ମୁଖ୍ୟମନ୍ତ୍ରୀ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ନୟାଗଡ ଓ ଜଗତସିଂହପୁର ଜିଲ୍ଲା ଭୁବନେଶ୍ବର ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା…

ଏମଏସପି ଉପରେ କମିଟି ’ଖୁବ୍‌ ଶୀଘ୍ର’ ଗଠନ କରାଯିବ: କୃଷି ସଚିବ

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଏବଂ ଶୂନ୍ୟ ବଜେଟ୍‌ ପ୍ରାକୃତିକ କୃଷିକୁ ପ୍ରୋତ୍ସାହିତ କରିବା ସମେତ ଅନ୍ୟାନ୍ୟ କୃଷି ପ୍ରସଙ୍ଗ ଉପରେ ଏକ କମିଟି ନିକଟ ଭବିଷ୍ୟତରେ ଖୁବ୍‌ ଶୀଘ୍ର ଗଠନ କରାଯିବ ବୋଲି କୃଷି ସଚିବ ସଞ୍ଜୟ ଅଗ୍ରୱାଲ ସୋମବାର…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା

କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା ଭୁବନେଶ୍ୱର ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି :  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର…

ଭାରତ ହିନ୍ଦୁଙ୍କ ରାଷ୍ଟ୍ର : ରାହୁଲ ଗାନ୍ଧୀ

ଜୟପୁର ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତ ହିନ୍ଦୁଙ୍କ ରାଷ୍ଟ୍ର, ଏହା ହିନ୍ଦୁବାଦୀଙ୍କ ରାଷ୍ଟ୍ର ନୁହେଁ ବୋଲି କଂଗ୍ରେସ ବରିଷ୍ଠ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେ କହିଛନ୍ତି ଯେ ହିନ୍ଦୁବାଦୀମାନେ ଯେକୌଣସି ପ୍ରକାରେ ଦେଶର କ୍ଷମତାରେ ରହିବାକୁ ଚାହାନ୍ତି। ଦେଶର ମୁଦ୍ରାସ୍ଫୀତି ବୃଦ୍ଧି…

‘ଦିବ୍ୟ କାଶୀ-ଭବ୍ୟ କାଶୀ’ ପାଇଁ ଉତ୍ସବମୁଖର ବାରାଣସୀ: ଆଜି କାଶୀ ବିଶ୍ୱନାଥ କରିଡର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଠାରୁ ଦୁଇଦିନିଆ ନିଜ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତରେ ଯାଉଛନ୍ତି । ସେଠାରେ ସେ ଶ୍ରୀ କାଶୀ ବିଶ୍ୱନାଥ ଧାମ କରିଡର ପ୍ରକଳ୍ପ ଉଦ୍‌ଘାଟନ କରିବା ସହିତ ଅନ୍ୟାନ୍ୟ କେତେକ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି…

ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର, ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦ ସ୍ଥାନାନ୍ତର

ଭୁବନେଶ୍ବର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ଵରରୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି । ସୂଚନାନୁଯାୟୀ, ଶୁକ୍ରବାର…

ବଡ଼ଦାଣ୍ଡରେ ଅଧିଆ ପଡ଼ି ସରକାରଙ୍କ ସଦବୁଦ୍ଧି କାମନା କଲା ବିଜେପି ?

ପୁରୀ/ଭୁବନେଶ୍ବର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବିଧାନସଭାରୁ ଏବେ ବଡ଼ଦାଣ୍ଡ । ସମୟ ପୂର୍ବରୁ ସରିଗଲା ବିଧାନସଭା, ହେଲେ ଚାଲିବ ଲଢେଇ । ବିଜେପି ଓ କଂଗ୍ରେସ ଉଭୟ ନିଜ ନିଜର ଲଢେଇ ଜାରି ରଖିଛନ୍ତି । ସରକାରଙ୍କ ସଦବୁଦ୍ଧି କାମନା କରି ପୁରୀ ଜଗନ୍ନାଥଙ୍କ ପାଖରେ ଅଧିଆ ପଡିଛନ୍ତି ବିଜେପି…

ସରଯୁ କେନାଲ ଜାତୀୟ ପ୍ରକଳ୍ପ ଉଦଘାଟିତ

ବଳରାମପୁର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସରଯୁ କେନାଲ ଜାତୀୟ ପ୍ରକଳ୍ପ ଶନିବାର ଉଦଘାଟିତ ହୋଇଯାଇଛି । ୯୮୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ବିନିଯୋଗରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି । ଏହି ପ୍ରକଳ୍ପରେ ଘାଘରା, ସରଯୁ, ରାପ୍ତି, ବାଣଗଙ୍ଗା…

ହିତାଧିକାରୀଙ୍କୁ ଆଉ ଆଉ ୪ ମାସ ମାଗଣା ଚାଉଳ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣା ଚାଉଳ ଦେବେ ଓଡ଼ିଶା ସରକାର। ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଚଳିତ କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା…

ୟୁପିର ବଳରାମପୁରରେ ଆଜି ସରଯୁ କେନାଲ ଜାତୀୟ ପ୍ରକଳ୍ପ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବଳରାମପୁରରେ ସରଯୁ କେନାଲ ଜାତୀୟ ପ୍ରକଳ୍ପ ଉଦ୍‌ଘାଟନ କରିବେ । ଏହି ପ୍ରକଳ୍ପ ୧୯୭୮ରେ ଆରମ୍ଭ ହୋଇଥିଲା । କିନ୍ତୁ କ୍ରମାଗତ ଭାବେ ଆର୍ଥିକ ଅନୁଦାନ ମିଳିବାରେ ଅଭାବ, ଅନ୍ତର୍ବିଭାଗୀୟ ସମନ୍ୱୟ ଏବଂ ପର୍ଯ୍ୟାପ୍ତ ତଦାରଖ ଅଭାବରୁ ଏହା…
error: Content is protected !!
Open chat