Browsing Category
Political
ମିଳିବ ନିଯୁକ୍ତି ପ୍ରୋତ୍ସାହନ, ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାକୁ କ୍ୟାବିନେଟର ଅନୁମୋଦନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାକୁ ଅନୁମୋଦନ ଦେଇଛନ୍ତି। ଆତ୍ମନିର୍ଭର ଭାରତ ପ୍ୟାକେଜ ୩.୦ ଅନ୍ତର୍ଗତ କୋଭିଡ ପୁନରୁଦ୍ଧାର ପର୍ଯ୍ୟାୟରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ କ୍ୟାବିନେଟ ଏହି!-->…
ସବୁ ଗାଁ ହେବ ୱାଇଫାଇ; ସରକାର ଆଣିଲେ ପିଏମ-ବାଣୀ ଯୋଜନା
ନୂଆଦିଲ୍ଲୀ: ଏଣିକି ଗ୍ରାମାଞ୍ଚଳ ହେବ ୱାଇଫାଇ। ମାଗଣାରେ ଉପଲବ୍ଧ ହେବ ଇଣ୍ଟରନେଟ୍ ସେବା। ୱାଇଫାଇ ଜରିଆରେ ବ୍ୟବହାରକାରୀ ଇଣ୍ଟରନେଟ୍ ସୁବିଧା ପାଇବେ। ଏଥିପାଇଁ କେନ୍ଦ୍ର ସରକାର ପିଏମ-ବାଣୀ ନାମରେ ଏକ ନୂଆ ଯୋଜନା ଆରମ୍ଭ କରିବେ। ପିଏମ-ବାଣୀ ଯୋଜନାରେ ସରକାର ଗ୍ରାମାଞ୍ଚଳରେ ଇଣ୍ଟରନେଟ୍!-->…
ସମ୍ବଲପୁର ମୁଖ୍ୟ ଡାକଘରକୁ ହେରିଟେଜ କୋଠା ମାନ୍ୟତା
ସମ୍ବଲପୁର: ୧୯୦୦ ମସିହାରେ ନିର୍ମିତ ସମ୍ବଲପୁର ମୁଖ୍ୟ ଡାକଘରକୁ ପ୍ରାଚୀନ କୀର୍ତ୍ତି ବା ହେରିଟେଜ କୋଠା ଘୋଷଣା କରାଯାଇଛି। ଭାରତ ସରକାରଙ୍କ ଯୋଗାଯୋଗ ମନ୍ତ୍ରଣାଳୟ ଅଧୀନରେ ଥିବା ଡାକବିଭାଗର ହେରିଟେଜ ଓ ମ୍ୟୁଜିୟମ ପରିଚାଳନା ସଂସ୍ଥା ତରଫରୁ ଚଳିତ ଡିସେମ୍ବର ୭ ତାରିଖରେ ଏହି ଘୋଷଣା!-->…
କାଟ ଖାଇଲା ସରକାରଙ୍କ ପ୍ରସ୍ତାବ, ଦେଶବ୍ୟାପୀ ଜୋରଦାର ହେବ ବିକ୍ଷୋଭ
ଆଜି ସରକାରଙ୍କ ପକ୍ଷରୁ ଦିଆଯାଇଥିବା ୧୯ ପୃଷ୍ଠାର ପ୍ରସ୍ତାବକୁ କୃଷକ ସଙ୍ଗଠନ ଅଗ୍ରାହ୍ୟ କରିଛି। ପ୍ରସ୍ତାବ ପାଇବା ପରେ କୃଷକ ସଂଗଠନଗୁଡିକ ଏହି ପ୍ରସ୍ତାବ ଉପରେ ବ୍ୟାପକ ଆଲୋଚନା ପର୍ଯ୍ୟାଲୋଚନା କରିବା ପରେ ଦିଲ୍ଲୀ-ହରିୟାଣା ସୀମା ସିଙ୍ଗୁ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ!-->…
କିଛି ସପ୍ତାହରେ ଟିକାକୁ ମିଳିବ ଅନୁମତି : ଡୋଜ୍ ପ୍ରତି ୨୫୦ ଟଙ୍କାରେ ଦେବ ସିରମ
ନୂଆଦିଲ୍ଲୀ : ରୁଷ୍ରେ କରୋନା ଟିକା ସ୍ପୁଟନିକ୍-୫ର ଗଣ ଟିକାଦାନ ଆରମ୍ଭ ହୋଇଥିବାବେଳେ ଆଜି ଫାଇଜର ପ୍ରସ୍ତୁତ ଟିକାକୁ ବ୍ରିଟେନ ସର୍ବସାଧାରଣରେ ଦେବା ଆରମ୍ଭ କରିଛି। ବ୍ରିଟେନର ଜଣେ ୯୦ ବର୍ଷୀୟ ମହିଳା ଫାଇଜର ଟିକା ନେଇଛନ୍ତି। ଅନ୍ୟପକ୍ଷରେ ଭାରତରେ ମଧ୍ୟ ଆଉ କିଛି ସପ୍ତାହ ପରେ କରୋନା!-->…
ଟିକା ପାଇଁ କିଛି ସପ୍ତାହର ଅପେକ୍ଷା – ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସଚିବ
ଦେଶରେ କୋଭିଡ -୧୯ ସଂକ୍ରମଣ ମାମଲା ହ୍ରାସପାଉଛି। ଫଳରେ ଏବେ ଦେଶରେ ସକ୍ରିୟ ଚିକିତ୍ସାଧିନଙ୍କ ସଂଖ୍ୟା ୪ ଲକ୍ଷରୁ କମ୍ ରହିଛି। ଆଜି କରୋନା ମହାମାରୀ ସ୍ଥିତି ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଭାରତୀୟ ଭେଷଜ ଗବେଷଣା ପରିଷଦ ଦ୍ୱାରା ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ!-->…
ବନ୍ଦ ହେବ ନାହିଁ ଫସଲର ସହାୟକ ମୂଲ୍ୟ ଓ ମଣ୍ଡି; ଚାଷୀମାନେ ବିଭ୍ରାନ୍ତକର ପ୍ରଚାରରୁ ଦୂରେଇ ରୁହନ୍ତୁ: ତୋମାର
ନୂଆଦିଲ୍ଲୀ: ବିଭିନ୍ନ ଫସଲର ସହାୟକ ମୂଲ୍ୟ ସରକାର ବନ୍ଦ କରିବେ ନାହିଁ କିମ୍ବା ମଣ୍ଡି ବ୍ୟବସ୍ଥାର ଉଚ୍ଛେଦ ହେବ ନାହିଁ । କେନ୍ଦ୍ର ସରକାର ଏହି ପ୍ରତିଶ୍ରୁତି ଦେଇଛନ୍ତି । ମାତ୍ର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏପରି ଅପପ୍ରଚାର କରୁଥିବାରୁ ଚାଷୀମାନେ ଏଥିରୁ ଦୂରେଇ ରହିବାକୁ କେନ୍ଦ୍ର!-->…
‘ପୁରୁଣା ଆଇନରେ ଦେଶ ବଦଳିବନି’ : ମୋଦୀ
ନୂଆଦିଲ୍ଲୀ : ଶହେ ବର୍ଷର କେତେକ ପୁରୁଣା ଆଇନ ଏବେ ଦେଶ ପାଇଁ ବୋଝ ପାଲଟିଯାଇଛି। ଆଉ ଦେଶର ବିକାଶ ପାଇଁ ଏହି ସବୁ ଆଇନର ପରିବର୍ତ୍ତନ ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସୋମବାର ଆଗ୍ରା ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି!-->…
ଚୀନର ୧୪ ବରିଷ୍ଠ ଅଧିକାରୀଙ୍କୁ ଆମେରିକା ମନା
ୱାଶିଂଟନ: ଆମେରିକା ଓ ଚୀନ ମଧ୍ୟରେ ଉତ୍ତେଜନା ଧୀରେ ଧୀରେ ବଢ଼ିବାରେ ଲାଗିଛି। କରୋନା ଭୂତାଣୁକୁ ନେଇ ଆମେରିକା ଚୀନ ବିରୋଧରେ ବିଭିନ୍ନ କଟକଣା ଲଗାଇଥିବା ବେଳେ ଏବେ ହଂକଂ ପ୍ରସଙ୍ଗରେ ମଧ୍ୟ କଡ଼ା ଆଭିମୁଖ୍ୟ ନେଇଛି। ଏହି କ୍ରମରେ ଆମେରିକା ଚୀନର ୧୪ ବରିଷ୍ଠ ଅଧିକାରୀଙ୍କ ଉପରେ ପ୍ରତିବନ୍ଧକ!-->…
ଆସନ୍ତା ଶିକ୍ଷାବର୍ଷରୁ ସ୍କୁଲରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ ଜଳଖିଆ
ଭୁବନେଶ୍ୱର : ଆସନ୍ତା ଶିକ୍ଷାବର୍ଷ (୨୦୨୧-୨୨)ରୁ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ଜଳଖିଆ ଦିଆଯିବ। ବିଦ୍ୟାର୍ଥୀଙ୍କୁ ଦୁଇଓଳି ବିଦ୍ୟାଳୟରେ ଖାଇବାକୁ ଦିଆଯିବ। ଜାତୀୟ ଶିକ୍ଷା ନୀତିରେ ଏନେଇ ପ୍ରସ୍ତାବ ରହିଛି। ଜାତୀୟ ଶିକ୍ଷା ନୀତିକୁ କେନ୍ଦ୍ର କ୍ୟାବିନେଟ୍ ପକ୍ଷରୁ!-->…
