Browsing Category

Political

ଆଜି ଭାରତ ବନ୍ଦ : ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବନ୍ଦ ପାଳନ

ଶାନ୍ତିରକ୍ଷା ପାଇଁ କୃଷକ ନେତାଙ୍କ ନିବେଦନ ନୂଆଦିଲ୍ଲୀ : କୃଷି ଆଇନ ପ୍ରତ୍ୟାହାର ଦାବିରେ ଦୀର୍ଘ ୧୨ଦିନ ଧରି କୃଷକଙ୍କ ଆନ୍ଦୋଳନ ପରିପ୍ରେକ୍ଷୀରେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଆସନ୍ତା କାଲି(ମଙ୍ଗଳବାର) ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ୪ ଘଣ୍ଟା କାଳ ଏହି

ନିରାଶ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ମିଳିଲାନି ଜାମିନ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଥିବାର ଖବର ମିଳିଛି। ଦୁର୍ନୀତି ଅଭିଯୋଗରେ ଝାରପଡ଼ା ଜେଲରେ ଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଭୁବନେଶ୍ୱର ଏଡିଜେ-୩ ଖାରଜ କରିଥିବା ଜଣାଯାଇଛି।ଉଲ୍ଲେଖଯୋଗ୍ୟ, ଆଜି ପୂର୍ବାହ୍ନରେ କୋର୍ଟ

‘ଭାରତ ବନ୍ଦ’ ସମୟରେ ଶାନ୍ତିରକ୍ଷା ନିମନ୍ତେ ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦେଶ

ନୂଆଦିଲ୍ଲୀ: କୃଷକ ସଂଗଠନ ଡାକରା ଦେଇଥିବା ‘ଭାରତ ବନ୍ଦ’ ସମୟରେ ଶାନ୍ତି ବଜାୟ ରଖିବା ଏବଂ ଏହାକୁ ସୁନିଶ୍ଚିତ କରିବା ନିମନ୍ତେ ବିଭିନ୍ନ ରାଜ୍ୟକୁ ପରାମର୍ଶ ଦେଇଛି କେନ୍ଦ୍ର । ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି । ମଙ୍ଗଳବାର ଭାରତ

କରୋନା ଟିକା ପାଇଁ ଦେଶବାସୀଙ୍କୁ ଅଧିକ ଦିନ ଅପେକ୍ଷା କରିବାକୁ ପଡ଼ିବ ନ‌ାହିଁ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: କରୋନା ଟିକା ପାଇଁ ଦେଶବାସୀଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ ନ‌ାହିଁ। ଖୁବ ଶୀଘ୍ର ଦେଶବାସୀ କରୋନା ଟିକା ନେବେ। ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଗ୍ରା ମେଟ୍ରୋ ପ୍ରକଳ୍ପର ଉଦଘାଟନ କରିବା ସମୟରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଗ୍ରା

ଭାରତ ବନ୍ଦ ଯୋଗୁଁ ଜାନୁଆରି ୨କୁ ଘୁଞ୍ଚିଲା ଓଡ଼ିଶା ପ୍ରଶାସନିକ ସେବା ମୁଖ୍ୟ ପରୀକ୍ଷା

ଭୁବନେଶ୍ୱର : କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡ଼ିକଭାରତ ବନ୍ଦ ଡକରା ଦେଇଥିବାରୁ ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ପ୍ରଶାସନିକ ସେବା (ମୁଖ୍ୟ) ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଆଜି ଜାରି ଏକ

‘କୋଭିସିଲ୍ଡ’ର ବ୍ୟବହାର ପାଇଁ ଅନୁମତି ମାଗିଲା ସେରମ ଇନ୍‌ଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ: ବ୍ରିଟିଶ ଫାଇଜର୍‌ ପରେ ଏବେ ସେରମ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ ଭାରତରେ କରୋନା ଟିକା ‘କୋଭିସିଲ୍‌ଡ’ର ବ୍ୟବହାର କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମାଗିଛି। ଜରୁରିକାଳୀନ ଉପଯୋଗ ପ୍ରାଧିକରଣ ଅଧୀନରେ କମ୍ପାନୀ ଏହି ଅନୁମତି ମାଗିଛି। ତେବେ ଏପରି ଆବେଦନ କରିବାରେ ସେରମ୍‌

ମଧ୍ୟପ୍ରଦେଶରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ

ଭୋପାଳ,୦୭/୧୨: କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶ ସରକାର ଆସନ୍ତା ୨୦୨୧ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏହି ଘୋଷଣା କରିଛନ୍ତି ।

ଆଜି ବିଜେପିରେ ଯୋଗଦେବେ ଅଭିନେତ୍ରୀ ବିଜୟାଶାନ୍ତି

ହାଇଦ୍ରାବାଦ ୦୭/୧୨: ଅଭିନେତ୍ରୀରୁ ରାଜନେତ୍ରୀ ବନିଥିବା ବିଜୟାଶାନ୍ତି ଆଜି ବିଜେପିରେ ଯୋଗଦେବେ। ନୂଆଦିଲ୍ଲୀରେ ସେ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେବା ପରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବେ । ଏହି ମିଶ୍ରଣ ପର୍ବ ପାଇଁ ତେଲଙ୍ଗାନା ବିଜେପି ଶାଖା ମୁଖ୍ୟ ବନ୍ଦି ସଞ୍ଜୟ କୁମାର

ଜାମ୍ମୁ କାଶ୍ମୀରର ୩୪ଟି ଜିଲ୍ଲା ବିକାଶ ପରିଷଦ ଲାଗି ଆଜି ସକାଳ ୭ରୁ ମତଦାନ ଆରମ୍ଭ

ଜାମ୍ମୁ କାଶ୍ମୀରର ୩୪ଟି ଜିଲ୍ଲା ବିକାଶ ପରିଷଦ ଲାଗି ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏଥିରେ ଜାମ୍ମୁ କାଶ୍ମୀର ଡିଭିଜନ୍‍ର ୧୭ଟି ଜିଲ୍ଲା ବିକାଶ ପରିଷଦ ଆସନ ରହିଛି। ଏହାଛଡ଼ା ଏହି ପର୍ଯ୍ୟାୟରେ ଖାଲି ପଡ଼ିଥିବା ୫୦ଟି ସରପଞ୍ଚ ଆସନ ଏବଂ ୨୧୬ଟି ପଞ୍ଚ ଆସନ ପାଇଁ ମଧ୍ୟ ମତଦାନ

ରାହୁଲଙ୍କ ପାଖରେ ରାଜନୈତିକ ସ୍ଥିରତାର ଅଭାବ ରହିଛି: ପାୱାର

ଯଦି ସ୍ଥିର ସରକାର ଲୋଡ଼ା, ନେତୃତ୍ବକୁ ନେଇ କୌଣସି ଟିପ୍ପଣୀ ରଖନାହିଁ : କଂଗ୍ରେସ ନୂଆଦିଲ୍ଲୀ : ଏନ୍‌ସିପି ସଭାପତି ଶରଦ ପାୱାର ପୂର୍ବତନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ରଖିଛନ୍ତି। ପାୱାରଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ମଧ୍ୟ ଖପ୍ପା ହୋଇଯାଇଛି। ପାୱାର
error: Content is protected !!
Open chat