Browsing Category

Political

ରାଜଗାଙ୍ଗପୁର ପୌରପାଳିକାର ଅଦୂର-ଦର୍ଶିତା ଯୋଗୁଁ ବୁଲା ଜୀବଜନ୍ତୁଙ୍କ ଜୀବନ ଅସୁରକ୍ଷିତ ହୋଇପଡିଛି

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୧୧/୧୦ : ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ସହରରେ ଦେଖିବାକୁ ମିଳିଛି ଏମିତିକା ଏକ ଦୃଶ୍ୟ ଯାହାକୁ ଦେଖିଲେ ଏ ସଭ୍ୟ ସମାଜ ଆଉ ସରକାରୀ ନିୟମ ଉପରେ ଘୃଣା ଆସିବ। ସ୍ୱଚ୍ଛ ଭାରତ ଅଭିଯାନ ଭଳି ସ୍ଲୋଗାନ ଗୁଡିକ ସେହି

ଓଡିଶାରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ରାଜ୍ୟ ସରକାରଙ୍କ ସଜବାଜ: ଖୋଲିବ କି ବାବା ଆଖଣ୍ଡଳମଣିଙ୍କ ମନ୍ଦିର ! !

ଭଦ୍ରକ/ଆରଡି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୧୦: କୋରାନା ମହାମାରୀ ପାଇଁ ରାଜ୍ୟ ରେ ସମସ୍ତ ମନ୍ଦିର ବନ୍ଦ ରହିଛି । ସେହି ପରିପ୍ରେକ୍ଷୀରେ ଭଦ୍ରକ ଜିଲ୍ଲାର ଅନ୍ୟତମ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ମଧ୍ୟ ବନ୍ଦ ରହିଛି । କେବଳ ସେବାୟତମାନେ ବାବାଙ୍କ

ମାହାଙ୍ଗା ବ୍ଲକ ଅନ୍ତର୍ଗତ ଭଦ୍ରେଶ୍ୱରଠାରେ ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ମାହାଙ୍ଗା ବ୍ଲକ ଅନ୍ତର୍ଗତ ଭଦ୍ରେଶ୍ୱରଠାରେ ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ୧୪୩ ତମ ଜୟନ୍ତୀ ପାଳିତ ହୋଇଯାଇଛି । ସମାଜସେବୀ ପ୍ରହଲ୍ଳାଦ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ

ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନତକାଇ ପଞ୍ଚାୟତରେ ବିଜେଡିର ଗୋଷ୍ଠୀ କନ୍ଦଳ ପଦାରେ ପଡିଲା

ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦:  ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନତକାଇ ଗ୍ରାମ ପଞ୍ଚାୟତରେ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ ତୀବ୍ରତର ହେବାର ଲାଗିଛି । ନବୀନ ପଟ୍ଟନାୟକ ସରକାରଙ୍କର ଜନହିତକର କାର୍ଯ୍ୟକ୍ରମ, ମାନ୍ୟବର ପଞ୍ଚାୟତରାଜ

ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି: ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ହେବ ମତଦାନ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପ ନିର୍ବାଚନ ପାଇଁ ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ

ଅରୁଣସ୍ତମ୍ଭ ପାଖକୁ ମନ୍ତ୍ରୀ, ନେତାଙ୍କୁ ଛାଡୁଛ, ଭକ୍ତଙ୍କୁ କାହିଁକି ଛାଡୁନ ? ? ଦୁଇଦିନ ଭିତରେ ଜବାବ ଦିଅ ସରକାର:…

ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଗତ ସପ୍ତାହକ ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡଙ୍ଗୀ ଓ କଂଗ୍ରେସର ଓଡିଶାର ପ୍ରଭାରୀ ଡଃ ଏ.ଚେଲା କୁମାର ପୁରୀ ଆସି ସିଂଦ୍ୱାର ନିକଟ ଅରୁଣସ୍ତମ୍ଭ ନିକଟରେ ପତିତପାବନଙ୍କୁ ଦର୍ଶନ କରି ଫେରିଛନ୍ତି ।

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ; ଘର ଏବଂ ଅଟୋମୋବାଇଲ୍ ଋଣ ସୁଧ କମିବ ନାହିଁ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ :ଘର ଏବଂ ଅଟୋମୋବାଇଲ୍ ଋଣର ସୁଧହାର ଅପରିବର୍ତ୍ତିତ ରହିଥିବାରୁ ଏହାର ଇଏମଆଇ ନିକଟ ଭବିଷ୍ୟତରେ ହ୍ରାସ ହେବାର ସମ୍ଭାବନା ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶୁକ୍ରବାର ଏହାର ଦ୍ବି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ

ମାହାଙ୍ଗା ବ୍ଲକ କୁଆଁପାଳଠାରେ ବୁଦ୍ଧିଜୀବୀ ନାଗରିକ ମଂଚ ପକ୍ଷରୁ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ମତଲୁବ ଅଲ୍ଲୀଙ୍କ…

ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦: କେବଳ ରାଜନୀତି ପାଇଁ ଜଣେ ସବୁଠି ପୂଜା ପାଇନଥାଏ । ମାନବିକତା ହିଁ ସମାଜରେ ମଣିଷର ଅସଲ ପରିଚୟ । ସାହିତ୍ୟ ଓ ସଂସ୍କୃତିର ଅନବରତ ପ୍ରଚାର ଏବଂ ପ୍ରସାର ପାଇଁ ପ୍ରାକ୍ତନ ମନ୍ତ୍ରୀ ସେକ୍‌ ମତଲୁବ ଅଲୀ ଆଜି ମୃତ୍ୟୁ ପରେ ମଧ୍ୟ

ନିଶ୍ଚିନ୍ତକୋଇଲି ବ୍ଲକ ଅଧିନସ୍ଥ ରାମକୃଷ୍ଣପୁର – ପାଟପାରୀ ରାସ୍ତା ଅବସ୍ଥା ଶୋଚନୀୟ

ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦: ନିଶ୍ଚିନ୍ତକୋଇଲି ବ୍ଲକ ଅଧିନରେ ଥିବା ରାମକୃଷ୍ଣପୁର - ପାଟପାରୀ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି । ଫଳରେ ପ୍ରତ୍ୟେହ ଯାତାୟାତ କରୁଥିବା ଶହ ଶହ ଲୋକ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି ।

ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ସ୍ଥିରତା ଦେଖାଇଲୁ ଏବଂ ସମାଧାନର ଦେଶ ଭାବରେ ଉଭା ହେଲୁ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭାରତ ଏବଂ କାନାଡା ବାର୍ଷିକ ଇନଭେଷ୍ଟ ଇଣ୍ଡିଆ ସମ୍ମିଳନୀରେ ଉଦବୋଧନ ଦେଇ କହିଛନ୍ତି ଯେ ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ସ୍ଥିରତା ଦେଖାଇଲୁ ଏବଂ ସମାଧାନର ଦେଶ ଭାବରେ ଉଭା ହେଲୁ। ଭାରତ ଏବଂ
error: Content is protected !!
Open chat