Browsing Category
Political
ଖୋଲା ସ୍ଥାନରେ ନମାଜ ପାଠକୁ ସହ୍ୟ କରାଯିବ ନାହିଁ: ହରିୟାଣା ମୁଖ୍ୟମନ୍ତ୍ରୀ ଖଟ୍ଟର୍
ଚଣ୍ଡୀଗଡ଼ ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଗୁରୁଗାଓଁର ଖୋଲା ସ୍ଥାନମାନଙ୍କରେ ନମାଜ ପାଠ କରାଯାଉଛି ବୋଲି କେତେକ ହିନ୍ଦୁ ସଂଗଠନ ଅଭିଯୋଗ କରିବା ପରେ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟର୍ କହିଛନ୍ତି ଯେ, ଖୋଲା ସ୍ଥାନରେ ନମାଜ ପାଠ ପ୍ରଥାକୁ ସହ୍ୟ କରାଯିବ ନାହିଁ।
ସେ ଆହୁରି!-->!-->!-->…
୨୦ ଦିନ ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଶେଷ
ଭୁବନେଶ୍ବର ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଗୋଟିଏ ଦିନ ବି ଚାଲି ପାରିଲାନି ଗୃହ । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନ୍ସାଇନ୍ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକକୁ ନେଇ ବିରୋଧୀ ବିଜେପି!-->…
ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ସଂପର୍କିତ ମାମଲା ସୁପ୍ରିମକୋର୍ଟରେ ଖାରଜ
ନୂଆଦିଲ୍ଲୀ ୨୩/୧୧/୨୦୨୧ କଳିଙ୍ଗ ଜ୍ୟୋତି : ଲ୍ୟୁଟେନ୍ସ ଦିଲ୍ଲୀରେ ନିର୍ମାଣ ହେଉଥିବା ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ସଂପର୍କିତ ଏକ ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଅଧିନରେ ଆସୁଥିବା ଏକ ପ୍ଲଟର କିସମ ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରି ଏକ ମାମଲା!-->…
ପରମବୀର ସିଂଙ୍କୁ ପଳାତକ ଘୋଷଣା କରି ବାସଭବନରେ ଅଦାଲତ ଲଗାଇଲେ ନୋଟିସ
ମୁମ୍ବାଇ ୨୩/୧୧/୨୦୨୧ କଳିଙ୍ଗ ଜ୍ୟୋତି : ବେଆଇନ ଅର୍ଥ ଆଦାୟ ମାମଲାରେ ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂଙ୍କୁ ଏବେ ସ୍ଥାନୀୟ ଅଦାଲତ ପଳାତକ ଘୋଷଣା କରିଛନ୍ତି । ଅଦାଲତର ଆଦେଶ ପରେ ଜୁହୁ ସ୍ଥିତି ପରମବୀର ସିଂଙ୍କ ବାସଭବନ ବାହାରେ ଏକ ନୋଟିସ ଲଗାଯାଇଛି । ଅନ୍ୟପଟେ ସୋମବାରଦିନ!-->…
ଜାମିନ ପାଇଁ ହାଇକୋର୍ଟରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
କଟକ ୧୨/୧୦/୨୦୨୧ କଳିଙ୍ଗ ଜ୍ୟୋତି: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଅକ୍ଟୋବର ୮ରେ ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଜାମିନ ଖାରଜ ହେବା ପରେ ଏହି ନିର୍ଦ୍ଦେଶ ବିରୋଧରେ ଶ୍ରୀ ଜଗଦ୍ଦେବ ହାଇକୋର୍ଟରେ ଆବେଦନ କରିଛନ୍ତି। ଏଠାରେ!-->…
ଡିଏମ୍କେ ନେତା ଏ. ରାଜାଙ୍କର ହୃଦଘାତରେ ନିଧନ
ଚେନ୍ନାଇ ୦୨/୧୦/୨୦୨୧ କଳିଙ୍ଗ ଜ୍ୟୋତି : ଡିଏମ୍କେର ନେତା ତଥା ତାମିଲନାଡୁର ପୂର୍ବତନ ବିଧାୟକ ବୀରପଣ୍ଡି ଏ ରାଜାଙ୍କର ୫୮ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି । ସେ ଡିଏମ୍କେର ଲୋକପ୍ରିୟ ତଥା ଟାଣୁଆ ନେତା ଭି ଅରୁମୁଗମ୍ଙ୍କ ପୁଅ । ତାମିଲନାଡୁ ସଲିମ୍ ଜିଲ୍ଲାରେ ସେ ବେଶ୍!-->…
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ତମ ଜନ୍ମଦିବସ
ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ତମ ଜନ୍ମଦିବସ। ଏହି ଅବସରରେ ଦେଶଦୁନିଆରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ସୋସିଆଲ ମିଡିଆରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ସଭିଏଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ!-->…
ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ଼ରେ ୪.୩୭ଲକ୍ଷ ହିତାଧିକାରୀଙ୍କୁ ମିଳିବ କାର୍ଡ
ରାଉରକେଲା: ଅବିଶ୍ରାନ୍ତ ବର୍ଷା ସତ୍ତ୍ବେ ରାଉରକେଲାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀଙ୍କୁ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ!-->!-->!-->…
ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ
ଅହମ୍ମଦାବାଦ କଳିଙ୍ଗ ଜ୍ଯୋତି ୧୩/୦୯/୨୦୨୧ : ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ନେତା ଭୂପେନ୍ଦ୍ର ପଟେଲ। ସୋମବାର ଗୁଜରାଟ ଗାନ୍ଧିନଗର ସ୍ଥିତ ରାଜଭବନରେ ଆୟୋଜିତ ଏକ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ତାଙ୍କୁ ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର!-->…
ଭୂପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ
ଅହମ୍ମଦାବାଦ କଳିଙ୍ଗ ଜ୍ଯୋତି ୧୨/୦୯/୨୦୨୧ : ଭୂପେନ୍ଦ୍ର ପଟେଲ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ। ଆଜି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି। ବିଧାୟକ ଦଳ ବୈଠକରେ ଭୂପେନ୍ଦ୍ର ପଟେଲ ନେତା ନିର୍ବାଚିତ। ଫଳରେ ଭୂପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ!-->…