Browsing Category
Political
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ବୋମାରେ ଉଡ଼ାଇ ଦେବାକୁ ଦାଉଦ୍ ର ଧମକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୬/୦୯ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଜୀବନରୁ ମାରିଦେବାକୁ ଧମକ ଆସିଛି । ସୂଚନାଅନୁସାରେ ଉଦ୍ଧବଙ୍କ ବାସଭବନ ‘ମାତୋଶ୍ରୀ’ର ଲ୍ୟାଣ୍ଡ ଲାଇନକୁ ଦୁବାଇରୁ ୨ଥର ଫୋନ ଆସିଛି । ଫୋନ୍ କରିଥିବା ବ୍ୟକ୍ତି ନିଜକୁ ଦାଉଦ ଇବ୍ରାହିମ୍ ର ଲୋକବୋଲି!-->…
ମୋଦି ମୋର ଭଲ ବନ୍ଧୁ, ଆମେରିକାର ଭାରତୀୟ ମାନେ ମୋତେ ହିଁ ଭୋଟ ଦେବେ : ଟ୍ରମ୍ପ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରୟାସରତ ଅଛନ୍ତି । ମୋଦି ତାଙ୍କର ଭଲ ବନ୍ଧୁ ଏବଂ ଆମେରିକାର ଭାରତୀୟ ମାନେ ତାଙ୍କୁ ହିଁ ଭୋଟ କରିବେ ବୋଲି ଟ୍ରମ୍ପ ଶୁକ୍ରବାର ମତ ଦେଇଛନ୍ତି । ଆସନ୍ତା!-->…
ମହେନ୍ଦ୍ରଗିରିର ବିକାଶ ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…
ପତ୍ର ଲେଖି ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ
– ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧିନରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟକୁ ପ୍ରସ୍ତାବ ଦେବା ପାଇଁ ଅନୁରୋଧ
– ରାଜ୍ୟ ସରକାରଙ୍କୁ ଏଥିପାଇଁ ପ୍ରସ୍ତାବ ଦେବାକୁ ପୂର୍ବରୁ ଅନୁରୋଧ କରିଥିଲା!-->!-->!-->!-->!-->…
୨୦୨୧ରେ ଭାରତର କିଛି ଅଞ୍ଚଳରେ ରହିବ କରୋନା ପ୍ରଭାବ: ଏମ୍ସ ମୁଖ୍ୟ ଡକ୍ଟର ରଣଦୀପ ଗୁଲେରିଆ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଦେଶରେ ବଢ଼ୁଥିବା କରୋନା ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଆଜି ଭାରତରେ ମୋଟ କରୋନା ସଂକ୍ରମଣ ୪୦ଲକ୍ଷ ଅତିକ୍ରମ କରିଛି। ଏଥିସହିତ ୩୧ଲକ୍ଷରୁ ଅଧିକ କରୋନା ରୋଗୀ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ!-->…
ରାଜଧାନୀ: ପୁଣି ଖାକିରେ ଦାଗ ! ! ଲକଡାଉନ ସମୟରେ ପୁଲିସକର୍ମୀଙ୍କ ଦ୍ୱାରା ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ !
ଘଟଣାକୁ ଗମ୍ଭୀରତାର ସହ ନିଆଯାଇଛି;ତଦନ୍ତ ଜାରି ରହିଛି : ଡିସିପି,ଭୁବନେଶ୍ଵର
ମାମଲାରେ ବୈଦ୍ୟୁତିକ ଗଣମାଧ୍ୟମର ୨ ଜଣ କର୍ମଚାରୀଙ୍କ ସଂପୃକ୍ତି ଅଭିଯୋଗ
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୯: ଲକଡାଉନ୍ ସମୟରେ ନାବାଳିକାଙ୍କୁ ରାଜଧାନୀ ଭୁବନେଶ୍ୱରରେ ପୁଲିସ କର୍ମଚାରୀ!-->!-->!-->…
ଆଇସିଏମଆରର ନୂଆ ଗାଇଡଲାଇନ – ଏବେ ଇଛା କଲେ ବି ହେବ କରୋନା ଟେଷ୍ଟିଂ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : କରୋନା ପରୀକ୍ଷଣ ନିୟମରେ କୋହଳ କରିବା ପାଇଁ ପରାମର୍ଶ ଦେଇଛନ୍ତି ଆଇସିଏମଆର। ଏବେ ଯେ କୌଣସି ବ୍ୟକ୍ତି ଚାହିଁଲେ ନିଜର କରୋନା ପରୀକ୍ଷଣ କରାଇପାରିବେ। କାରଣ ବିଭିନ୍ନ ଦେଶ ଓ ରାଜ୍ୟ ସେମାନଙ୍କ ପ୍ରବେଶ ପଥରେ କରୋନା ନେଗେଟିଭ୍ ରିପୋର୍ଟକୁ!-->…
ସାଂସଦ ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ: ଅନୁଭବଙ୍କ ଉପରେ ଘରୋଇ ହିଂସା ଓ ମାନସିକ ଅତ୍ୟାଚାର…
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୯: ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଘରୋଇ ହିଂସା ଓ ମାନସିକ ଅତ୍ୟାଚାର ଅଭିଯୋଗ ଆଣିଲେ ଅନୁଭବଙ୍କ ପତ୍ନୀ । କଟକ ଏସଡିଜେଏମ କୋର୍ଟରେ ଅଭିଯୋଗ କରିଛନ୍ତି ବର୍ଷା । ଏନେଇ ପ୍ରତିକ୍ରିୟା ରଖିଛନ୍ତି!-->…
ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ : ପାସ୍ ପ୍ରତିଶତ ୬୭.୫୬%, ପୁଣି ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ
ବରଗଡ଼ ଜିଲ୍ଲାରେ ସର୍ବାଧିକ ପାସହାର ୭୬.୬୩%, ନବରଙ୍ଗପୁରରେ ସର୍ବନିମ୍ନ ୪୪.୬୭%
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୯ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ!-->!-->!-->…
ରାଉରକେଲା : ବଜରଙ୍ଗ ଦଳର କର୍ମୀମାନେ ଗୋରୁ ବୋଝେଇ ପିକଅପକୁ ଧରି ପୁଲିସ୍ ଜିମା ଦେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଉରକେଲା ୦୫/୦୯: ବଜରଙ୍ଗ ଦଳର କର୍ମୀମାନେ ପୁଣିଏକ ଗୋରୁ ବୋଝେଇ ପିକ୍ଅପକୁ ଧରି ପୁଲିସ୍ ଜିମା ଦେଇଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋର ପ୍ରାୟ ସାଢେ ୪ଟା ବେଳେ ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ଖତକୁରବାହାଲରୁ ବନ୍ଧମୁଣ୍ଡା ଦେଇ ବିଶ୍ରାକୁ ଗୋଚାଲାଣ!-->…
ମୁଁ ଆସନ୍ତା ସପ୍ତାହରେ ମୁମ୍ବାଇ ଆସୁଛି, କାହା ବୋପାର ସାହସ ଅଛି ତ ଅଟକାଅ : କଙ୍ଗନା ରାଣାୱତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ୦୫/୦୯ : ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ଗୋଟାଏ ପରେ ଗୋଟାଏ ବିସ୍ଫୋରକ ବୟାନ ପାଇଁ ଚର୍ଚ୍ଚାରେ ରହି ଆସୁଛନ୍ତି ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତ। ସେ ନିକଟରେ କହିଥିଲେ କି ମୁମ୍ବାଇ ତାଙ୍କୁ ପାକିସ୍ତାନ ଅଧୀକୃତ କଶ୍ମୀର ପରି ଲାଗୁଛି।!-->…
