Browsing Category
Political
‘ରାଜଧାନୀ ଦଶହରା ୨୦୨୦’: ଆଲୋକମାଳା ତଥା ତୋରଣ ଏବଂ ରାବଣ ପୋଡ଼ି ନେଇ କଟକଣା – ଏ ବର୍ଷ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮ : ଚଳିତବର୍ଷ କରୋନା ମହାମାରୀ ପ୍ରକୋପ କାରଣରୁ ରାଜଧାନୀ ଭୁବନେଶ୍ୱରରେ ନିରାଡମ୍ବର ଭାବେ ପାଳନ ହେବ ଦୁର୍ଗାପୂଜା । ଭୁବନେଶ୍ୱରରେ ଆଡମ୍ବର ଶୂନ୍ୟ ଦୁର୍ଗାପୂଜା ଆୟୋଜନ କରିବା ପାଇଁ ବିଭିନ୍ନ ପୂଜା କମିଟି ସହ ପୁଲିସ କମିଶନରଙ୍କ ବୈଠକରେ!-->…
ଏମସରୁ ସୁସ୍ଥ ହୋଇ ଘରକୁ ଫେରିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮: ସୁସ୍ଥ ହୋଇ ଘରକୁ ଫେରିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସୋମବାର ସକାଳୁ ତାଙ୍କୁ ଦିଲ୍ଲୀ ଏମସ୍ରୁ ଡିସଚାର୍ଜ କରାଯାଇଛି। କରୋନାରୁ ଆରୋଗ୍ୟ ଲାଭ କରିବା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କୁ ନୂଆଦିଲ୍ଲୀର!-->…
ଭାରତ-ଚୀନ ପୁଣି ମୁହାଁମୁହିଁ ହେଲେ : ପାଙ୍ଗୋଙ୍ଗ ହ୍ରଦ ନିକଟରେ ଚୀନର ଅନୁପ୍ରବେଶ ଉଦ୍ୟମକୁ ବିଫଳ କଲା ଭାରତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮: ସୀମାନ୍ତରେ ପୁଣି ଥରେ ଭାରତ ଏବଂ ଚୀନ୍ ସୈନିକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଜୁନ ୧୫ପରେ ଏବେ ପୁଣି ଥରେ ଚୀନ ସେନା ସୀମା ଅତିକ୍ରମ କରିବା ପାଇଁ ଉଦ୍ୟମ କରିଛି। ପୂର୍ବ ଲଦାଖର ପାଙ୍ଗୋଙ୍ଗ ହ୍ରଦ ନିକଟରେ!-->…
ଜାତୀୟ ଶିକ୍ଷାନୀତି ପାଇଁ କେନ୍ଦ୍ର ସରାକର ଅଧିକ ଅର୍ଥ ବରାଦ କରନ୍ତୁ – ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଜାତୀୟ ଶିକ୍ଷାନୀତି-୨୦୨୦ ଏବଂ ଓଡିଶାରେ ବିଦ୍ୟାଳୟ ଶିକ୍ଷା ୱେବିନାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୮: ଜାତୀୟ ଶିକ୍ଷାନୀତି ୨୦୨୦ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପତେବେ ଏହାକୁ କାର୍ଯ୍ୟକାରୀ କରିବା ଲାଗି କେନ୍ଦ୍ର ସରକାର ରାଜ୍ୟ ପାଇଁ ଅଧିକ ବ୍ୟୟ ବରାଦ କରିବା ସହିତ ଆବଶ୍ୟକ!-->!-->!-->…
ଲୋକାଲ ଖେଳଣା ପାଇଁ ଭୋକାଲ ହୁଅନ୍ତୁ, ଭାରତୀୟ ଥିମରେ ତିଆରି ହେଉ ଖେଳଣା- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ କି ବାତରେ ଲୋକ ମାନଙ୍କୁ ଲୋକାଲ ଖେଳଣା ପାଇଁ ଭୋକାଲ ହେବାକୁ ଆହ୍ୱାନ କରିଛନ୍ତି ।ଏହା ଏକ ବଡ ବଜାର ହୋଇଥିବା ବେଳେ ଭାରତୀୟ ଥିମରେ ଖେଲଣା ତିଆରି କରିବାକୁ ସେ ଆହ୍ୱାନ କରିଛନ୍ତି ।
ସେ କହିଛନ୍ତି!-->!-->!-->!-->!-->…
ଯାଜପୁର: ବିପଦ ସଂକେତ ତଳକୁ ଜଳସ୍ତର ଖସୁଛି ହେଲେ ଦୁର୍ଦ୍ଦଶା ବଢି ବଢି ଚାଲିଛି – ଜିଲ୍ଲା ବନ୍ୟା ପରିଚାଳନା…
ଯାଜପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮: ଯାଜପୁର ଜିଲ୍ଲା ଦେଇ ପ୍ରବାହିତ ବୈତରଣୀ, ଖରସ୍ରୋତା, ବ୍ରାହ୍ମଣୀ ଆଦି ନଦୀ ମାନଙ୍କରେ ଜଳ ପତନ କ୍ରମଶଃ ବିପଦ ସଂକେତ ତଳକୁ ଖସିବାରେ ଲାଗିଛି । ଫଳରେ ନଦୀ କୂଳିଆ ଲୋକେ ଆଶ୍ୱସ୍ତ ହୋଇଛନ୍ତି । ହେଲେ ଖାଦ୍ୟ, ପାନୀୟ ଜଳ ଅଭାବ ବନ୍ୟା!-->…
ମୁଭି ମାଫିଆଙ୍କ ଠାରୁ ମୋତେ ଅଧିକ ମୁମ୍ୱାଇ ପୁଲିସ୍ଙ୍କୁ ଡ଼ର : କଙ୍ଗନା ରଣାୱତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୩୧/୦୮: ବଲିଉଡ୍ ସହ ଡ୍ରଗ୍ କନେକ୍ସନକୁ ନେଇ ଅନେକ କଥା ଅଭିନେତ୍ରୀ କଙ୍ଗନା ରଣାୱତ କହିଛନ୍ତି । କଙ୍ଗନା କହିଛନ୍ତି ତାଙ୍କୁ ବହୁତ ଜଣଙ୍କ ନାଁ ଜଣାଅଛି । ଯାହାଙ୍କର ଡ୍ରଗ୍ କନେକ୍ସନ ରହିଛି ।
!-->!-->!-->…
ଇମ୍ରାନ ଖାଁଙ୍କୁ ଭାରତ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କରଙ୍କ ପାଲଟା ଜବାବ- ଅନ୍ୟ ଇସାରାରେ ଆପଣ କାମ କରୁଛନ୍ତି, ଆମେ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮: ଭାରତର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ପାକିସ୍ଥାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଦେଇଛନ୍ତି କଡ଼ା ଜବାବ । ଇମ୍ରାନଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ ଆପଣ ଅନ୍ୟମାନଙ୍କ ଇସାରାରେ କାମ କରୁଛନ୍ତି, ମାତ୍ର ଆମେ କାହା ଇସାରାରେ କାମ କରୁନାହୁଁ ।
!-->!-->…
ଲଦାଖ ସଂଘର୍ଷ ପରେ ଦକ୍ଷିଣ ଚୀନ୍ ସାଗରକୁ ଯୁଦ୍ଧପୋତ ପଠାଇଥିଲା ଭାରତୀୟ ନୌସେନା: ରିପୋର୍ଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮ : ପୂର୍ବ ଲଦାଖର ଗଲ୍ୱାନ୍ ଉପତ୍ୟକା ସଂଘର୍ଷ ପରେ ପରେ ଭାରତୀୟ ନୌସେନା ତା’ର ଗୋଟିଏଫ୍ରଣ୍ଟ୍ଲାଇନ୍ ଯୁଦ୍ଧପୋତ ଦକ୍ଷିଣ ଚୀନ୍ ସାଗରରେ ମୁତୟନ ପାଇଁ ପ୍ରେରଣ କରିଥିଲା। ଭାରତର ଏଭଳି ପଦେକ୍ଷପରେ ଅସନ୍ତୁଷ୍ଟ ହୋଇଥିବା ଚୀନ୍ ଉଭୟ ପକ୍ଷର ଆଲୋଚନା!-->…
ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮: ଆଜି ମୁଖ୍ୟମନ୍ତ୍ରୀ ନିଜେ ବନ୍ୟାଞ୍ଚଳ ପରିଦର୍ଶନ କରିବେ । ବନ୍ୟାଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ବୈଠକ କରିବେ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସୂଚନା ଦେଇଛନ୍ତି । ବନ୍ୟାଞ୍ଚଳରେ ଉଦ୍ଧାର ଓ!-->…
