Browsing Category

Political

ଭୁବନେଶ୍ୱର: ୭୪ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ୟୁନିଟ:୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ମହାମାରୀ କରୋନା କାଳରେ ଆଜି ସମଗ୍ର ଦେଶରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ୭୪ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟର ରାଜଧାନୀ ଭୁବନେଶ୍ବରର

କରୋନା କଟକଣା ମଧ୍ୟରେ ଆଜି ସାରା ଦେଶ ପାଳନ କରୁଛି ୭୪ତମ ସ୍ୱାଧୀନତା ଦିବସ : ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କଲେ…

ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି କରୋନା ଯୋଦ୍ଧାଙ୍କ ସେବାକୁ କଲେ ପ୍ରଶଂସା ସ୍ୱାଧୀନତା ଦିବସରେ ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନର ଘୋଷଣା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : କରୋନା କଟକଣା

ଘରୋଇ ହସ୍‌ପିଟାଲ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଫି’ ଧାର୍ଯ୍ୟ କଲେ ରାଜ୍ୟ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୮ : କରୋନା ମହାମାରୀ ସମୟରେ ଭାଇରସରେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ଘରୋଇ ହସ୍‌ ପିଟାଲ ପାଇଁ ଫି’ ଧାର୍ଯ୍ୟ କରିଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ସିଡିଏମ୍‌ଓଙ୍କୁ

ଚୀନରେ ଖାଦ୍ୟ ସଙ୍କଟ : ସରକାରଙ୍କ ଦ୍ୱାରା ଆରମ୍ଭ ହେଲା କ୍ୟାମ୍ପେନ ‘କ୍ଲିନ୍ ୟୋର ପ୍ଲେଟ୍’

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ବେଜିଂ ୧୫/୦୮ : ଚୀନରେ ଏବେ ଖାଦ୍ୟ ସଙ୍କଟର ସମ୍ମୁଖୀନ ହେବାକୁ ଯାଉଛି । ଏ କଥା କ୍ଷମତାସୀନ ରାଷ୍ଟ୍ରପତି ଜିଙ୍ଗପିଙ୍ଗ ସ୍ବୀକାର ନ କଲେ ମଧ୍ୟ ତାଙ୍କ କାର୍ଯ୍ୟ ପ୍ରଣାଳୀରୁ ଏହା ସ୍ପଷ୍ଟ ହୋଇ ଯାଇଛି । ଭାରତ, ଜାପାନ, ଅଷ୍ଟ୍ରେଲିଆ, ଆମେରିକା ପରି ଦେଶରୁ

ନୀଲମ-ଝେଲମ ନଦୀରେ ଚୀଇନା କମ୍ପାନୀ ଦ୍ୱାରା ନିର୍ମାଣଧିନ ଏକ ବଡ଼ ବନ୍ଧକୁ ପିଓକେରେ ବିରୋଧ : ରାଜ-ରାସ୍ତାରେ ମଶାଲ…

ମୁଜାଫରାବାଦ/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : ପାକିସ୍ଥାନ ଓ ଚୀନ ସମ୍ପର୍କ ଅତି ନିବିଡ଼ । ଭାରତ ବିରୋଧରେ ଚୀନ ଲାଗି ପାକିସ୍ଥାନ ଓ ପାକିସ୍ଥାନ ଲାଗି ଚୀନ ପରସ୍ପର ସହ ଘନିଷ୍ଠ ସମ୍ପର୍କରେ ବାନ୍ଧି ହୋଇଛନ୍ତି । ଇମ୍ରାନଙ୍କ ଚୀନ ପ୍ରେମ ତ ସବୁଠାରୁ ବଳି ଯାଇଛି । ଏଥିପାଇଁ ସେ

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର : ଏଣିକି ପାଇବେ ‘ଆୟୁଷ୍ମାନ ଭାରତ’ ସ୍ୱାସ୍ଥ୍ୟ ଯୋଜନାର ସୁବିଧା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : 'ଆୟୁଷ୍ମାନ ଭାରତ ଯୋଜନା' ଏବେ କେବଳ ଗରିବଙ୍କ ମଧ୍ୟରେ ସୀମିତ ରହିବ ନାହିଁ । ଦେଶର ଗରିବଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସୁବିଧା ମିଳୁଛି, ମାତ୍ର ଏହି ଯୋଜନାର ଫାଇଦା ଗରିବୀ ରେଖା ଉପରେ ଥିବା ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟ ପାଇବେ । ଏ

କରୋନା ମୁକାବିଲା ପାଇଁ ରାଜ୍ୟଗୁଡିକୁ ୩ କୋଟିରୁ ଅଧିକ ଏନ-95 ମାସ୍କ ବିନା ମୂଲ୍ୟରେ କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : କରୋନା ମହାମାରୀର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର ଯେଉଁ ଅବିଶ୍ରାନ୍ତ ଲଢେଇ ଲଢୁଛନ୍ତି ସେଥିରେ କେନ୍ଦ୍ର ସରକାର ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ଆବଶ୍ୟକ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗାଇ କରୋନାର

ଗୁଣିଗାରେଡି ଓ ଡାହାଣୀ ଭଳି ଧର୍ତ୍ତବ୍ୟ ଅପରାଧକୁ ଦୃଢ ହସ୍ତରେ ଦମନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୪/୦୮ : ଗୁଣିଗାରେଡି ଓ ଡାହାଣୀ ଭଳି ଧର୍ତ୍ତବ୍ୟ ଅପରାଧକୁ ଦୃଢ ହସ୍ତରେ ଦମନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମାମଲା ବିଚାରରେ ଅଦାଲତ ବାସ୍ତବତା ସହିତ ଏପରି ଆକ୍ରୋ‌ଶର ଶିକାର ପୀଡ଼ିତଙ୍କ ମାନସିକ ସ୍ଥିତି ବିଷୟରେ ଅବଗତ ହେବା

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ଅଙ୍ଗନବାଡ଼ି ରେଜିଷ୍ଟରରେ ବୟସ ରେକର୍ଡ ବିଶ୍ୱାସଯୋଗ୍ୟ ନୁହେଁ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୪/୦୮: ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରି ଅଙ୍ଗନବାଡ଼ି କେନ୍ଦ୍ର ରେଜିଷ୍ଟରରେ ରେକର୍ଡ ହୋଇଥିବା ବୟସ ବିଶ୍ବାସଯୋଗ୍ୟ ନୁହେଁ ବୋଲି କହିଛନ୍ତି। ପୀଡିତାଙ୍କ ବୟସକୁ ନେଇ ଦ୍ବନ୍ଦ୍ବ କ୍ଷେତ୍ରରେ ମାଟ୍ରିକ ସାର୍ଟିଫିକେଟକୁ ଅଗ୍ରାଧିକାର ଦିଆଯିବ

“ପଖାଳ” ମୋର ପସନ୍ଦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: ଓଡ଼ିଆ ଖାଦ୍ୟକୁ ସ୍ବତନ୍ତ୍ର ପରିଚୟ ଦେବା ସହ ପ୍ରଚାର, ପ୍ରସାର ପାଇଁ ଓଟିଡିସି ଅଣ୍ଟା ଭିଡ଼ିଛି। ‘ଆମ ଘର ଆମ ହାଣ୍ଡିଶାଳ’ ନାମରେ ଚାଲିଥିବା ଏହି ରୋଷେଇ ପ୍ରତିଯୋଗିତା ଆସନ୍ତା ଅଗଷ୍ଟ ୧୫ ତାରିଖରୁ ଦୂରଦର୍ଶ‌ନରେ ପ୍ରସାରିତ ହେବ। ଏହି
error: Content is protected !!
Open chat