Browsing Category
Political
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି
ଡେରାଡୁନ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି। ରବିବାର ଡେରାଡୁନ ସ୍ଥିତ ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ରାଜ୍ୟପାଳ ବେବିରାଣୀ!-->…
ପଞ୍ଜାବରେ ଆପ କ୍ଷମତାକୁ ଆସିଲେ ପୂର୍ବ ବିଦ୍ୟୁତ୍ ବିଲ୍ ଛାଡ ସହ ପ୍ରତ୍ୟେକଙ୍କୁ ମିଳିବ ୩୦୦ ୟୁନିଟ୍ ମାଗଣା ବିଦ୍ୟୁତ୍:…
ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୨୦୨୨ରେ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ | ଆପ କ୍ଷମତାକୁ ଆସିଲେ ୨୪ ଘଣ୍ଟା ବିଦ୍ୟୁତ୍, ପୂର୍ବ ବିଦ୍ୟୁତ୍ ବିଲ୍ ଉପରେ ଛାଡ ଏବଂ ପ୍ରତ୍ୟେକ!-->…
ଜୁଲାଇ ପର୍ଯ୍ୟନ୍ତ ’ ୱାନ ନେସନ ୱାନ ରେସନ କାର୍ଡ’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୱାନ ନେସନ ୱାନ ରେସନ କାର୍ଡ ଯୋଜନା କାର୍ଯ୍ୟକାରୀ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୧ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନା ମଧ୍ୟରେ ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ବି ରାସନ ଗ୍ରହଣ କରିବାର ସୁବିଧା!-->…
ଟିକା ସମ୍ବନ୍ଧୀୟ ନକାରାତ୍ମକ ଗୁଜବ ପ୍ରତି କର୍ଣ୍ଣପାତ କରନ୍ତୁ ନାହିଁ: ‘ମନ୍ କି ବାତ୍’ରେ କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ ୨୬/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଟିକା ସମ୍ବନ୍ଧୀୟ ନକାରାତ୍ମକ ଗୁଜବ ପ୍ରତି କର୍ଣ୍ଣପାତ କରନ୍ତୁ ନାହିଁ ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୭୮ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।
ସେ କହିଛନ୍ତି, ବିଜ୍ଞାନକୁ ବିଶ୍ବାସ କରିବା!-->!-->!-->…
ଧାରା ୩୭୦, ୩୫ ଏ ପ୍ରତ୍ୟାର୍ପଣ ନ ହେବା ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିବି ନାହିଁ: ମେହବୁବା ମୁଫ୍ତି
ନୂଆଦିଲ୍ଲୀ ୨୬/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଜମ୍ମୁ ଓ କଶ୍ମୀରକୁ ଧାରା ୩୭୦ ଏବଂ ୩୫ ଏ ପ୍ରତ୍ୟର୍ପଣ ନ କରାଯିବା ପର୍ଯ୍ୟନ୍ତ ‘କ୍ଷମତା ରାଜନୀତି’ କିଂବା ନିର୍ବାଚନରେ ଅଂଶ ଗ୍ରହଣ କରିବେ ନାହିଁ ବୋଲି ‘ପିପୁଲ୍ସ୍ ଡେମୋକ୍ରାଟିକ୍ ପାର୍ଟି’ର ଅଧ୍ୟକ୍ଷା ଏକ ଜାତୀୟସ୍ତରୀୟ ଗଣମାଧ୍ୟମର ଜଣେ!-->…
୩୦ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ
ଭୁବନେଶ୍ବର ୨୬/୦୬/୨୦୨୧ କଳିଙ୍ଗ ଜ୍ଯୋତି : ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ଅନୁଗୁଳ ଜିଲ୍ଲା ପାଇଁ ପ୍ରଶାନ୍ତ ମୁଦୁଲି, ବାଲେଶ୍ବର ଜିଲ୍ଲା ପାଇଁ ପ୍ରତାପ ଦେବ, ବରଗଡ଼ ଜିଲ୍ଲା ପାଇଁ ସୁଧୀର ସାମଲ ଓ!-->…
ହିଞ୍ଜିଳି ପୁଲିସ ପଞ୍ଝାରେ ୧୩ ଜୁଆଡି
୯୧ ହଜାର ଟଙ୍କା ସମେତ ୧୦ ମୋଟର ସାଇକେଲ ଜବତ
ହିଞ୍ଜିଳିକାଟୁ ୨୫/୦୬/୨୦୨୧ କଳିଙ୍ଗ ଜ୍ୟୋତି : ଗୁରୁବାର ରାତିରେ ହିଞ୍ଜିଳି ଥାନା ବରପଲ୍ଲୀ ଗ୍ରାମ ନିକଟସ୍ଥ ଆମ୍ବ ତୋଟାରେ ଚାଲିଥିବା ଏକ ବଡ ଧରଣର ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୁଲିସ ଅତର୍କିତ ଚଢ଼ାଉ କରିଛି ।
ଚଢ଼ାଉ ବେଳେ ପୁଲିସ!-->!-->!-->!-->!-->…
ଜରୁରୀ ପରିସ୍ଥିତି ଭାରତ ଇତିହାସରେ ଏକ କଳା ଅଧ୍ୟାୟ- ଅମିତ ଶାହ
ନୂଆଦିଲ୍ଲୀ ୨୫/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଜରୁରୀ ପରିସ୍ଥିତି ଭାରତ ଇତିହାସରେ ଏକ କଳା ଅଧ୍ୟାୟ। ଗୋଟିଏ ପରିବାର ବିରୋଧରେ ସ୍ୱର ଉତ୍ତୋଳନ କରିଥିବା ଲୋକଙ୍କୁ ଚୁପ୍ କରାଇବାକୁ ଏହା ଲାଗୁ କରାଯାଇଥିଲା। ଏହା ଦେଶର ଇତିହାସରେ ଏକ କଳା ଅଧ୍ୟାୟ ହୋଇ ରହିବ। ୨୧ ମାସ କାଳ ନିର୍ଦ୍ଦୟ ଅତ୍ୟାଚାର!-->…
ଓମ୍ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା, ଉପକୃତ ହେବେ ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ
ଭୁବନେଶ୍ବର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧!-->…
ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି ବୋଲି!-->…