Browsing Category

Political

ରାମ ମନ୍ଦିର ମାମଲାରେ ମୁଣ୍ଡ ନ ପୁରାଇବା ପାଇଁ ପାକିସ୍ତାନକୁ ଭାରତର କଡ଼ା ଚେତାବନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ଅଯୋଧ୍ୟାରେ ରାମ ମନ୍ଦିର ଭିତ୍ତିପ୍ରସ୍ତର ସ୍ଥାପନକୁ ପାକିସ୍ତାନର ସମାଲୋଚନା କରିବା ପରେ ତାହାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ଭାରତ । ଅନ୍ୟ ଦେଶର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ନ କରିବାକୁ ଓ ସାଂପ୍ରଦାୟିକ ବିଭେଦ ସୃଷ୍ଟି

ଏଥର ଗୁଗଲ ଚୀନକୁ ଦେଲା ଜୋରଦାର ଝଟକା ! ! ଡିଲିଟ୍ କଲା ୨୫୦୦ ୟୁଟ୍ୟୁବ ଚ୍ୟାନେଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଓ୍ବାଶିଂଟନ୍ ୦୭/୦୮: ଚାଇନାକୁ ପୁଣି ଏକ ବଡ଼ ଝଟ୍‌କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଡିଲିଟ୍‌ କରିଛି। ଏପ୍ରିଲ୍‌ରୁ ଜୁନ୍‌ ମାସ ମଧ୍ୟରେ ଗୁଗଲ ପକ୍ଷରୁ ଏଭଳି କରାଯାଇଛି। ଏହି ଚ୍ୟାନେଲରେ ଭ୍ରମାତ୍ମକ ତଥ୍ୟ

ତୁର୍କୀକୁ ଭାରତର ଚେତାବନୀ: ଭାରତ ବିରୋଧୀ ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରୁହ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: କୌଣସି ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରହିବାକୁ ତୁର୍କୀକୁ ଚେତାବନୀ ଦେଇଛି ଭାରତ । ଜାମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ତୁର୍କୀ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟ ଆଧାରରେ ଭାରତ ଏପରି ଚେତାବନୀ ଦେଇଛି । ଭାରତ

ସିବିଆଇ ପଞ୍ଝାରେ ରିୟା,ଆଇପିଏସ ଅଧିକାରୀ ମନୋଜ ଶଶୀଧରଙ୍କ ନେତୃତ୍ୱରେ ଏସଆଇଟି ଟିମ ଗଠନ କଲା ସିବିଆଇ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ଔପଚାରିକ ଭାବେ ଏଫଆଇଆର ରୁଜ୍ଜୁ କରିଛି | ସିବିଆଇ ଦ୍ୱାରା ଏହି ମାମଲାରେ ଏକ ଏସଆଇଟି ଗଠନ କରାଯାଇଛି | ମାମଲାରେ ଗୁଜରାଟ କ୍ୟାଡର ଆଇପିଏସ ମନୋଜ ଶଶୀଧରଙ୍କ ନେତୃତ୍ୱରେ ଏସଆଇଟି ଗଠନ କରାଯାଇଛି

ଅଯୋଧ୍ୟା ରାମ ମନ୍ଦିର ଭୂମିପୂଜନ ପରେ ମୁସଲିମ ନେତାଙ୍କ ଧମକ, “ମନ୍ଦିର ଭାଙ୍ଗି ମସଜିଦ ତିଆରି କରିବୁ”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ରାମ ନଗରୀ ଅଯୋଧ୍ୟାରେ ବହୁ ବର୍ଷ ପରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ ହେବାର ଦିନେ ପରେ ଅଲ ଇଣ୍ଡିଆ ଇମାମ ଏସୋସିଏସନ ଅଧ୍ୟକ୍ଷ ଉତ୍ୟକ୍ତ ବୟାନ ଦେଇଛନ୍ତି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିର ଶିଳାନ୍ୟାସ କଲାପରେ ଏସୋସିଏସନ

ଓଡ଼ିଶା ରାଜ୍ୟ ପ୍ରଶାସନିକ ଅଧିକାରୀ (ଓ.ଏ.ଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ : ୨ ଅଫିସରଙ୍କ ବଦଳି ବାତିଲ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ଓଡ଼ିଶା ରାଜ୍ୟ ପ୍ରଶାସନିକ ଅଧିକାରୀ (ଓ.ଏ.ଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି ଏବଂ ୨ ଜଣ ଓ.ଏ.ଏସ ଅଧିକାରୀଙ୍କ ବଦଳି ବାତିଲ ହୋଇଛି । ମିିିିିିିିିିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଡିଆରଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ଼

ଓଡ଼ିଆ ପୁଅ ଗିରିଶ ଚନ୍ଦ୍ର ମୁର୍ମୁ ହେଲେ ନୂତନ ସିଏଜି : କାଲି ଦେଇଥିଲେ ଜମ୍ମୁ-କାଶ୍ମୀରର ପ୍ରଥମ ଉପ-ରାଜ୍ୟପାଳ ପଦବୀରୁ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ କାର୍ଯରତ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ସିଏଜି / CAG (Comptroller and Auditor General) ଘୋଷିତ କରାଯାଇଛି। ଯେଉଁ ଦିନ ସରକାର ତାଙ୍କୁ ସିଏଜି ଭାବରେ

ସୁଶାନ୍ତ ସିଂଙ୍କ ମୃତ୍ୟୁ ମାମଲା : ଆଦିତ୍ୟ ଠାକରେଙ୍କ ମନ୍ତବ୍ୟକୁ ନେଇ ପାଲଟା ଆକ୍ରମଣ କଲେ କଙ୍ଗନା ରାଣାଓ୍ବତ

ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ନିଜ ବିରୋଧରେ ଆସିଥିବା ଅଭିଯୋଗର ଜବାବରେ ମହାରାଷ୍ଟ୍ର ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେ କହିଛନ୍ତି ଯେ ଏହି ମାମଲାରେ ସଡ଼କଛାପ ରାଜନୀତି ଚାଲିଛି। ଏହି ମାମଲା ମାଧ୍ୟମରେ ପରିବାର

ଅଗଷ୍ଟ ୧୬ ତାରିଖରୁ ଆରମ୍ଭ ହେବ ବୈଷ୍ଣୋ ଦେବୀ ଯାତ୍ରା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮ : ଜମ୍ମୁ-କାଶ୍ମୀର : ବୈଷ୍ଣୋ ଦେବୀ ଯାତ୍ରା କରିବାକୁ ଚାହୁଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର । ଏବେ ତାଙ୍କ ଅପେକ୍ଷାର ଅନ୍ତ ହେବାକୁ ଯାଉଛି । ଜମ୍ମୁ-କାଶ୍ମୀର ପ୍ରଶାସନ ଦୀର୍ଘ ସମୟ ଧରି ବନ୍ଦ ରଖିଥିବା ଧାର୍ମିକସ୍ଥଳକୁ ଆସନ୍ତା ଅଗଷ୍ଟ

ଶ୍ରଦ୍ଧାଳୁଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ନେଇ ଚାଲିଛି ବିଚାର-ବିମର୍ଷ : କୋଭିଡ୍ ମାର୍ଗଦର୍ଶିକା ଅନୁସାରେ ଭକ୍ତଙ୍କ…

ଶ୍ରୀମନ୍ଦିର ପରିଚାଳନା କମିଟି ନିକଟରେ ପ୍ରସ୍ତାବ : ପରବର୍ତ୍ତି କାର୍ଯ୍ୟକାରିଣୀ ବୈଠକରେ ମିଳିପାରେ ମଞ୍ଜୁରୀ, ମହାପ୍ରଭୁଙ୍କ ଦର୍ଶନ ଲାଗି ଅନଲାଇନ୍ ପଞ୍ଜିକରଣ ପ୍ରସ୍ତାବ। ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ଲାଗି କୋଭିଡ୍ ମାର୍ଗଦର୍ଶିକା ଅନୁସାରେ ଭକ୍ତଙ୍କ ପାଇଁ ପ୍ରମାଣପତ୍ର ଦାଖଲ
error: Content is protected !!
Open chat