Browsing Category
Political
ରାଜ୍ୟବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ : ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରି କହିଛନ୍ତି ଯେ, ଆସନ୍ତାକାଲି ବୁଧବାର, ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସମସ୍ତ ରାଜ୍ୟବାସୀ ଏକ ମିନିଟ ନୀରବ ପ୍ରାର୍ଥନା!-->…
କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନମୁନା ପରୀକ୍ଷଣ କରାଇଥିଲେ ଏବଂ ଆଜି କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଗୁରୁଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ!-->…
ସିବିଆଇ ହାତକୁ ଗଲା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା : ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର ତଦନ୍ତ ପାଇଁ କଲେ…
ପାଟନା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ମଙ୍ଗଳବାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର। ସେ ଗଣମାଧ୍ୟମରେ ନିଜର ମତ ରଖି କହିଛନ୍ତି କି ପରିବାରର ସହମତି କ୍ରମେ ଘଟଣାର ସିବିଆଇ!-->…
କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ରିପୋର୍ଟ ତଲବ କଲେ ଜାତୀୟ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ୦୪/୦୮ : ନୂଆଦିଲ୍ଲୀ: ଦେଶରେ କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ମାନବିକ ଅଧିକାର କମିସନ୍ ରିପୋର୍ଟ ମାଗିଛି।
!-->!-->!-->!-->!-->…
ଅଯୋଧ୍ୟାର ନୂଆ ରେଳ ଷ୍ଟେସନ ରାମ ମନ୍ଦିରର ଭ୍ରମ ସୃଷ୍ଟି କରିବ : ରେଳ ବିଭାଗ ମନ୍ତ୍ରୀ ପିୟୁଷ ଗୋୟଲ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ରେ ଭୂମିପୂଜନ ହେବ । ଏଥି ପାଇଁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ଏଠାରେ ଅତ୍ୟାଧୁନିକ ସେବା ଯୋଗାଇବା ପାଇଁ ରେଳବାଇ ମଧ୍ୟ ପ୍ରସ୍ତୁତ ହୋଇଛି । ରେଳବାଇ ରେଳଷ୍ଟେସନ!-->…
ଦେଶର ଶ୍ରେଷ୍ଠ କରୋନା ଡ୍ୟାସବୋର୍ଡ ମାନ୍ୟତାରେ ଓଡ଼ିଶାର କରୋନା ଡ୍ୟାସବୋର୍ଡ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୪/୦୮ : ଦୀର୍ଘ ତିନି ଚାରି ମାସ ଧରି କରୋନା ମହାମାରୀ ଭିତରେ ବଞ୍ଚିବା ଯେତିକି କଷ୍ଟକର ହୋଇଛି ଏ ସଂକ୍ରାନ୍ତ ତଥ୍ୟ ଓ ସୂଚନା ପାଇବା ପାଇଁ ମଧ୍ୟ ଲୋକଙ୍କ ଆଗ୍ରହ ସେତିକି ବଢ଼ିଛି। ଆଉ କୋଭିଡ୍ ଡାଟା ଯୋଗାଇବାରେ ଓଡ଼ିଶା ଡ୍ୟାସବୋର୍ଡଟି ଏବେ ସମସ୍ତଙ୍କର!-->…
ବିଦେଶରୁ ଆସୁଥିବା ବିମାନ ଯାତ୍ରୀମାନଙ୍କ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ନିର୍ଦ୍ଦେଶାବଳୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮ : ଆସନ୍ତା ୮ ତାରିଖରୁ ବିଦେଶରୁ ଆସୁଥିବା ବିମାନ ଯାତ୍ରୀମାନଙ୍କ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ ଏହାର ନିର୍ଦ୍ଦେଶବାଳୀରେ କହିଛି, ବିମାନ ଯାତ୍ରା ପାଇଁ ଯୋଜନା କରିବା ପୂର୍ବରୁ ସମସ୍ତ!-->…
ସୁଶାନ୍ତ ସିଂହ ମୃତ୍ୟୁ ମାମଲା : ବିହାର ବିଧାନସଭାରେ ସିବିଆଇ ତଦନ୍ତ ଦାବି ସବୁ ଦଳର ବିଧାୟକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୦୪/୦୮: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ସୋମବାର ଦିନ ବିହାର ବିଧାନସଭାରେ ଉଠାଯାଇଥିଲା | ସୁଶାନ୍ତଙ୍କ ସମ୍ପର୍କୀୟ ଭାଇ ଓ ବିଧାୟକ ନିରାଜ ସିଂହ ବବ୍ଲୁ ସୁଶାନ୍ତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି କରିଛନ୍ତି | ନିରାଜ ସିଂହଙ୍କ ଛଡା ଆରଜେଡିର!-->…
କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ୬ଷ୍ଠ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପିଲାଙ୍କ ପାଇଁ ଜାରି କଲା ଏକ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮: କରୋନା ମହାମାରୀ ଓ ଲକଡାଉନ ଯୋଗୁଁ ଏବର୍ଷ ଦେଶର ଶିକ୍ଷା ବ୍ୟବସ୍ଥା ବିଗିଡ଼ି ଯାଇଛି । ଏପର୍ଯ୍ୟନ୍ତ ପିଲାମାନେ ସ୍କୁଲ କିମ୍ବା କଲେଜ ଯାଇପାରିନାହାନ୍ତି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଆଜି ଉଚ୍ଚ ପ୍ରାଥମିକ!-->…
ଅଯୋଧ୍ୟା ଭୂମି ପୂଜନ : ଇକବାଲ ଅନସାରୀଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ କାର୍ଡ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୦୪/୦୮: ଆସନ୍ତା ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ଏଥିପାଇଁ ନିମନ୍ତ୍ରଣ କାର୍ଡ ବାଣ୍ଟିବା ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ପ୍ରଶାସନ ପକ୍ଷରୁ ପ୍ରଥମ ନିମନ୍ତ୍ରଣ କାର୍ଡ ଅଯୋଧ୍ୟା ଜମି ବିବାଦ ମାମଲାର ଲିଟିଗାଣ୍ଟ!-->…
