Browsing Category

Political

ରାମ ମନ୍ଦିର ଭୂମିପୂଜା ସମୟରେ ଆମେରିକାର ହିନ୍ଦୁ ମନ୍ଦିର ଗୁଡ଼ିକରେ ରାଷ୍ଟ୍ରୀୟ ପ୍ରାର୍ଥନା ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ୱାଶିଂଟନ୦୩/୦୮: ଅଯୋଧ୍ୟାରେ ରାମମନ୍ଦିର ନିମନ୍ତେ ଆସନ୍ତା ୫ ତାରିଖରେ ହେବ ଭୂମି ପୂଜନ । ଏହି ଅବସରରେ ଉତ୍ତର ଆମେରିକାର ହିନ୍ଦୁ ମନ୍ଦିରଗୁଡ଼ିକରେ ଅନଲାଇନ ରାଷ୍ଟ୍ରୀୟ ପ୍ରାର୍ଥନା (Online National Anthem) ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି

ମହିଳା ଆଇପିଏଲ ନିଶ୍ଚିତ ଭାବେ ଆୟୋଜନ ହେବ : ସୌରଭ ଗାଙ୍ଗୁଲି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ମୁମ୍ବାଇ ୦୩/୦୮ : ଏବର୍ଷ ମହିଳା ଆଇପିଏଲ ଆୟୋଜନ କରାଯିବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସୂଚନା ଦେଇଛନ୍ତି । ଏହା ସହିତ ମହିଳା ଆଇପିଏଲକୁ ନେଇ ଗତ କିଛି ସପ୍ତାହ ଧରି ଚାଲିଥିବା ଅନିଶ୍ଚିତତାର ଅନ୍ତ ଘଟିଛି । ଆଜି ବିସିସିଆଇର

ଶାହାଙ୍କ ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦିୟୁରପ୍ପା କରୋନା ପଜିଟିଭ ଚିହ୍ନଟ : ନିଜେ ଟୁଇଟ କରି ସୂଚନା ଦେଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ବେଙ୍ଗାଲୁରୁ ୦୩/୦୮: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦ୍ୟୁରପ୍ପା‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।ରିପୋର୍ଟ ପଜିଟିଭ୍ ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି

୨୦୨୨ ସୁଦ୍ଧା ବିଶ୍ବର ଉଚ୍ଚତମ ରେଳପୋଲ ଆସନ୍ତାବର୍ଷ ସୁଦ୍ଧା ଚେନାବ ନଦୀର ୩୫୯ ମିଟର ଉପରେ ପ୍ରସ୍ତୁତ ହୋଇଯିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୮: ଜମ୍ମୁ ଓ କଶ୍ମୀରର ଚେନାବ ନଦୀ ଉପରେ ବିଶ୍ବର ଉଚ୍ଚତମ ରେଳ ପୋଲ ଆସନ୍ତାବର୍ଷ ପ୍ରସ୍ତୁତ ହୋଇଯିବ। ଫଳରେ ୨୦୨୨ ସୁଦ୍ଧା ପ୍ରଥମ ଥର ପାଇଁ କଶ୍ମୀର ଉପତ୍ୟକା ସହ ଭାରତର ବାକି ସବୁ ଅଞ୍ଚଳ ରେଳ ଯୋଗେ ସଂଯୋଗ ହେବ ବୋଲି ରବିବାର ଦିନ ସରକାରୀ

ଅଯୋଧ୍ୟା ରାମ ମନ୍ଦିର ଭୂମି ପୂଜନ କାର୍ଯ୍ୟକ୍ରମ : ଅସଦୁଦ୍ଦୀନ ଓବେସୀଙ୍କୁ ନିମନ୍ତ୍ରଣ କଲେ ତେଲେଙ୍ଗାନା ବିଜେପି ମୁଖ୍ୟ…

ନୂଆଦିଲ୍ଲୀ / ହାଇଦ୍ରାବାଦ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୦୮ : ତେଲେଙ୍ଗାନା ବିଜେପି ନେତା ତଥା ମୁଖ୍ୟ ପ୍ରବକ୍ତା କୃଷ୍ଣ ସାଗର ରାଓ ଅଯୋଧ୍ୟା ରାମମନ୍ଦିର ଭୂମି ପୂଜନକୁ ଅସଦୁଦ୍ଦୀନ ଓବେସୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ କାର୍ଯ୍ୟକ୍ରମରେ

ବଲାଙ୍ଗିରରେ ଶୀଘ୍ର ହେବ ଆରମ୍ଭ ବହୁ ପ୍ରତିକ୍ଷିତ ଟ୍ରକ ଟର୍ମିନାଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର /ବଲାଙ୍ଗିର ୦୩/୦୮: : ବଲାଙ୍ଗିର ପାଇଁ ବହୁ ପ୍ରତିକ୍ଷିତ ଟ୍ରକ୍‍ ଟର୍ମିନାଲ ନିର୍ମାଣର ରାସ୍ତା ଖୋଲି ଯାଇଛି। ଏଥି ପାଇଁ ଜାତୀୟ ରାଜପଥ ବିଭାଗ ଏହା ଭିତରେ ଜମି ନିରୀକ୍ଷଣ କରିବା ସହ ତାହା ପାଇଁ ଏକ ସବିଶେଷ ପ୍ରୋଜେକ୍ଟ ରିପୋର୍ଟ ତିଆରି କରିସାରିଛି।

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ : ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ।

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୨/୦୮: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଏ ସଂପର୍କରେ ସେ ନିଜେ

ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ (BIS)ର ହେଲମେଟ ଲଗାଇବା ବାଧ୍ୟତାମୂଳକ – କେନ୍ଦ୍ର ପରିବହନ ମନ୍ତ୍ରଣାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୮: ହେଲମେଟ ନ ପିନ୍ଧିଲେ ଚାଲାଣ କଟିବା ସାଧାରଣ କଥା ହେଲେ ହେଲମେଟ ପିନ୍ଧିଥିଲେ ବି କାହିଁକି କଟିବ ଚାଲାଣ? ଏବେ ରାସ୍ତା କଡ଼ରୁ ଲୋକାଲ ହେଲମେଟ କିଣିବା ଆପଣଙ୍କୁ ଭାରି ପଡିପାରେ। କେନ୍ଦ୍ର ସରକାର ଏକ ଯୋଜନା ଉପରେ କାର୍ଯ୍ୟ କରୁଛନ୍ତି ଯେଉଁଥିରେ

ରାଜ୍ୟପାଳଙ୍କ ମଞ୍ଜୁରୀ : ଆନ୍ଧ୍ରପ୍ରଦେଶରେ ରହିବ ତିନିଟି ରାଜଧାନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ହାଇଦ୍ରାବାଦ ୦୨/୦୮: ୨୦୧୪ରେ ତେଲେଙ୍ଗାନା ଅଲଗା ରାଜ୍ୟ ଭାବରେ ଗୃହୀତ ହେବା ପରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ଵାଇ ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ୨୦୧୯ରେ ଗୋଟାଏ ବଦଳରେ ଆନ୍ଧ୍ରପ୍ରଦେଶର ତିନି ତିନିଟା ରାଜଧାନୀ ରହିବ ବୋଲି ଘୋଷଣା କରିଥିଲେ | ଜୁଲାଇ ୧୮,୨୦୨୦ରେ

ସୁପ୍ରିମ କୋର୍ଟଙ୍କ ପରବର୍ତ୍ତି ଆଦେଶ ପର୍ଯ୍ୟନ୍ତ ବିଏସ-୪ ଯାନ ପଂଜୀକରଣ ବନ୍ଦ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୮: ସୁପ୍ରିମକୋର୍ଟ ପରବର୍ତ୍ତି ଆଦେଶ ପର୍ଯ୍ୟନ୍ତ ବିଏସ-୪ ଯାନ ପଂଜୀକରଣ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଅରୁଣ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାରଦିନ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାର୍ଚ୍ଚ ୩୧ ପରେ ଦେଶରେ ଲକଡାଉନ
error: Content is protected !!
Open chat