Browsing Category
Political
‘ଚାଟଶାଳୀରେ ଶିକ୍ଷାମନ୍ତ୍ରୀ’
ଯାଜପୁର ରୋଡ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୭ : 'ଚାଟଶାଳୀରେ ଶିକ୍ଷାମନ୍ତ୍ରୀ' - ଶୀର୍ଷକଟି ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗୁଥାଇ ପାରେ, ମାତ୍ର ଏହା ସତ୍ୟ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ସ୍ଥାନୀୟ ବିଧାୟକ ପ୍ରୀତି ରଞ୍ଜନ ଘଡେଇ ସୁକିନ୍ଦା, କନ୍ତିରା ଗାଁର ନନ୍ଦ ସାରଙ୍କ!-->…
ଶେଷରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ଅଗଷ୍ଟ ୧୪ରୁ ବିଧାନସଭା ଅଧିବେଶନ ଡାକିବାକୁ ରାଜି ହେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭ : ଗେହଲଟ ସରକାରଙ୍କ ତିନୋଟି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ଶେଷରେ ଅଗଷ୍ଟ ୧୪ରୁ ବିଧାନସଭା ଅଧିବେଶନ ଡାକିବାକୁ ରାଜି ହୋଇଛନ୍ତି। ରାଜ୍ୟପାଳ କାଲରାଜ ମିଶ୍ରଙ୍କୁ ଅଶୋକ ଗେହଲଟ କ୍ୟାବିନେଟ!-->!-->!-->…
ଆଜି ଅଭିନେତା ସୋନୁ ସୁଦଙ୍କ ‘ଜନ୍ମଦିନ’ : ଜନ୍ମଦିନରେ ପ୍ରବାସୀଙ୍କୁ ୩ଲକ୍ଷ ଚାକିରୀ ଦେବାକୁ କଲେ…
ମୁମ୍ବାଇ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ଅଭିନେତା ସୋନୁ ସୁଦ କରୋନା କାଳରେ ଯେଉଁଭଳି ଅଭାବୀ ଲୋକଙ୍କ ସାହାଯ୍ୟ କରିଛନ୍ତି, ଯେଉଁଭଳି ସଙ୍କଟ ସମୟରେ ଦେବତା ହୋଇ ଲୋକଙ୍କୁ ସମ୍ଭାଳିଛନ୍ତି, ତାଙ୍କ ପ୍ରଶଂସାର ଧାରା ଜାରି ରହିଛି। ଏବେ ଏହି ପ୍ରଶଂସା ପରେ ସୋନୁ ଅଟକି ଯାଇନାହାନ୍ତି।!-->…
ରାଜ୍ୟର ପ୍ରଥମ ମହିଳା ଭାବେ ଏସ୍ସିବି ମେଡିକାଲର ଜଣେ ଛାତ୍ରୀ ପ୍ଲାଜମା ଦେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: ଜୁଲାଇ ୨୯:କରୋନାରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ପାଇଁ ପ୍ଲାଜମା ଏବେ ବେଶ ଆବଶ୍ୟକୀୟ ଓ ଶକ୍ତିଦାୟକ ମାଧ୍ୟମ ହୋଇଥିଲାବେଳେ ଏଥିପାଇଁ ରାଜ୍ୟସରକାର ପ୍ଲାଜବା ବ୍ୟାଙ୍କ ମାନ ସ୍ଥାପନ କରିଛନ୍ତି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ!-->!-->!-->…
ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ : ଏଣିକି ୩ ବର୍ଷରୁ ନାମ ଲେଖା ; ଭାରତକୁ ଏକ ‘ଗ୍ଲୋବାଲ ନଲେଜ୍ ସୁପର ପାୱାର୍’ କରିବା…
ଅଙ୍ଗନବାଡ଼ି/ପ୍ରାକ୍ ବିଦ୍ୟାଳୟକୁ ବ୍ୟବସ୍ଥିତ ଓ ଦୃଢ଼ କରାଯିବମାତୃଭାଷା/ଆଞ୍ଚଳିକ ଭାଷାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ାଯିବସ୍କୁଲ୍ ଶିକ୍ଷାର ସବୁ ସ୍ତରରେ ସଂସ୍କୃତ ଭାଷା ବିକଳ୍ପ ଭାବେ ରହିବରାଜ୍ୟରେ ପ୍ରତିଷ୍ଠା ହେବ ଏସ୍ଏସ୍ଏସ୍ଏ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର!-->!-->!-->!-->!-->…
ଓଡ଼ିଶାରେ ଜିଓର ଦବ୍ଦବା ଜାରି, ଏପ୍ରିଲରେ ରାଜ୍ୟରେ ୭୨,୦୦୦ରୁ ଅଧିକ ଗ୍ରାହକ ଯୋଡ଼ିଲା:ଟ୍ରାଇ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭:ଓଡ଼ିଶାର ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ନିଜର ଜୟଯାତ୍ରା ଜାରି ରଖି ୨୦୨୦ ଏପ୍ରିଲରେ ରିଲାଏନ୍ସ ଜିଓ ରାଜ୍ୟରେ ୭୨, ୦୦୦ରୁ ଅଧିକ ନୂଆ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ପ୍ରକାଶ କରାଯାଇଥିବା!-->…
କରୋନା କଟକଣା ପାଇଁ ଏବର୍ଷ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ପାଳନ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: କରୋନା କଟକଣା ପାଇଁ ଏଥର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ସ୍ୱାଧୀନତା ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠିଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି!-->…
ରାଫେଲ ଯୁଦ୍ଧ ବିମାନ ଭାରତ ପାଇଁ ‘ଗେମ୍ ଚେଞ୍ଜର’ – ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭:ଭାରତ ମାଟିରେ ଆଜି ଲଢୁଆ ଯୁଦ୍ଧ ବିମାନ ରାଫେଲର ଅବତରଣକୁ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ‘ଗେମ୍ ଚେଞ୍ଜର’ ଘଟଣା ବୋଲି କହିଛନ୍ତି । ରାଫେଲ ଜେଟ୍ ପହଞ୍ଚିବା ଆମର ଶକ୍ତିଶାଳୀ ବାୟୁସେନା ପାଇଁ ଏକ ଐତିହାସିକ ଦିବସ ଓ ଭାରତ ପାଇଁ ଗର୍ବ!-->…
ଅନଲକ 3.0 ରେ ଜାରୀ ହେଲା : ଅଗଷ୍ଟ 31 ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ କଲେଜ ସ୍କୁଲ ବନ୍ଦ , ହଟିଲା ନାଇଟ୍ କର୍ଫ୍ୟୁ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କରୋନା ସଂକ୍ରମଣ ହୁହୁ ହୋଇ ବଢ଼ିବାରେ ଲାଗିଛି। ସବୁ ପ୍ରୟାସ ପରେ ସଂକ୍ରମଣ ଥମିବାର ନା ନେଉନି। ତେଣୁ ୪ ପର୍ଯ୍ୟାୟ ଲକ୍ଡାଉନ୍ ଶେଷ ପରେ ଦେଶ ସଂମ୍ପ୍ରତି ଅନଲକ୍ ପର୍ଯ୍ୟାୟ ଦେଇ ଗତି କରୁଛି। ଜୁଲାଇ ୩୧ ତାରିଖରେ ଅନଲକ୍-୨ ସରୁଥିବା ବେଳେ ଏହି!-->…
ଅସଦୁଦ୍ଦିନ ଓୱେସୀଙ୍କୁ ଆଖଡ଼ା ପରିଷଦ ଅଧ୍ୟକ୍ଷ ମହନ୍ତ ଗିରିଙ୍କ କଡା ଜବାବ, ଭୂମିପୂଜନ ଦିନ ରାମ ନାମ ଜପ କରନ୍ତୁ ଓୱେସୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୩୦/୦୭: ଅଯୋଧ୍ୟାରେ ଅଗଷ୍ଟ ୫ ତାରିଖରେ ରାମ ମନ୍ଦିର ଭୂମିପୂଜନ ହେବ | ଭୂମିପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବାକୁ ନେଇ ପ୍ରଶ୍ନ ଉଠାଇଥିଲେ ଏମଆଇଏମ ସାଂସଦ ଅସଦୁଦ୍ଦିନ ଓୱେସୀ | ଓୱେସୀଙ୍କ ଉପରେ ସାଧୁ ସନ୍ଥଙ୍କ ସବୁଠାରୁ ବଡ ସଂସ୍ଥା!-->…
