Browsing Category

Political

ଅଗଷ୍ଟରେ ହରିଦାସପୁର-ପାରାଦୀପ ପାସେଞ୍ଜର ଟ୍ରେନ ଚଳାଇବା ପାଇଁ ରେଳମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବାକୁ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାତ୍ରୀବାହୀ ଟ୍ରେନ ଏହି ରୁଟ୍‌ରେ ଚଳାଚଳ କଲେ କେନ୍ଦ୍ରାପଡ଼ା ସମେତ ବହୁ ଲୋକ ଉପକୃତ

ଭାରତର ଡିଜିଟାଲ ଷ୍ଟ୍ରାଇକ ପରେ ଚୀନରୁ ଆମଦାନୀ ହେଉଥିବା ୩୭୧ ପ୍ରକାର ସାମଗ୍ରୀର ମାନ ଗଠନ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭: ଚୀନ ପରି ଦେଶଗୁଡ଼ିକରୁ ଆସୁଥିବା ପ୍ରାୟ ୩୭୧ ପ୍ରକାରର ସାମଗ୍ରୀକୁ ବାଧ୍ୟତାମୂଳକ ଭାବେ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ଆଇଏସ୍‌) ଅଧୀନରେ ଆଣିବାର ଯୋଜନା କରିଛି ଭାରତ। ଖେଳନା, ଷ୍ଟିଲ୍‌ ବାର୍‌, ଷ୍ଟିଲ୍‌ ଟ୍ୟୁବ୍‌, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ,

ମୋରାରି ବାପୁ ରାମ ମନ୍ଦିର ନିର୍ମାଣ ପାଇଁ ୫ କୋଟି ଟଙ୍କା ଦାନ କଲେ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୭ : ଦୀର୍ଘ ୫ଶହ ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ରାମ ମନ୍ଦିର। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଅଗଷ୍ଟ ପ୍ରଥମ ସପ୍ତାହରେ ଏହାର ଭୂମି ପୂଜା କରାଯିବାର କର୍ଯ୍ୟକ୍ରମ ରହିଛି। ଏବେ ଏହି

ବିଧାୟକଙ୍କ ସରକାରୀ ବାସଭବନରେ ପହଞ୍ଚିଲା କରୋନା : କ୍ୱାରେଣ୍ଟାଇନରେ ବିଜେଡ଼ି ବିଧାୟକ ଅମର ଶତପଥୀ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୯ା୦୭ : ବିଜେଡ଼ି ବିଧାୟକ ଅମର ଶତପଥୀଙ୍କ ସରକାରୀ ବାସଭବନରେ ପହଞ୍ଚିଛି କରୋନା । ବିଧାୟକଙ୍କ ସହ ତାଙ୍କ ପିଏସଓ, ଡ୍ରାଇଭର ଓ ଦୁଇ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ନେଇ ସୂଚନା ରହିଛି । ତେଣୁ ବିଧାୟକ ଅମର ଶତପଥୀ ଏବେ ହୋମ କ୍ୱାରେଣ୍ଟାଇନରେ

ରାଫେଲ ସାମିଲ ହେବା ପରେ ଆତଙ୍କିତ ହେଲା ଚୀନ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ସଦା ସର୍ବଦା ଲୌହ ପରଦାର ଅନ୍ତରାଳରେ ଆତ୍ମଗୋପନ କରି ନିଜକୁ ସର୍ବ ଶକ୍ତିମାନ ମନେ କରୁଥିବା ଚୀନ୍‌ ଏବେ ଭାରତୀୟ ବାୟୁସେନାକୁ ନେଇ ଆତଙ୍କିତ ହୋଇପଡ଼ିଛି। ପୂର୍ବ ପରାଜୟର ଗ୍ଲାନି ଓ ଲଜ୍ଜାରୁ ମୁକୁଳି ପାରି ନଥିବା ଚୀନ୍‌ ନିଜର ସ୍ୱଭାବ

କୋଭିଡ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଓ ଅଣ-କୋଭିଡ ରୋଗୀଙ୍କୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୯/୦୭:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟ ମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି

କରୋନା ସତ୍ବେ ଅବସର ପରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ତୁରନ୍ତ ମିଳିବ ପେନସନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : କରୋନା ମହାମାରୀ ଭଳି ସଙ୍କଟ ପରିସ୍ଥିତିରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ତୁରନ୍ତ ପେନସନ୍ ପ୍ରଦାନ କରାଯିବ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇ କହିଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନର ସରକାର ଅବସରପ୍ରାପ୍ତ କର୍ମଚାରୀ

ରାଜ୍ୟର ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କ କ୍ୟାପିଟାଲ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ଲୋକାର୍ପିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ ହୋଇଛି । ଭିଡ଼ିଓ କନଫରେନ୍ସରେ ଏହି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପ୍ଲାଜମା ସମ୍ପର୍କିତ ଭିଡ଼ିଓ ଚିତ୍ରକୁ ମଧ୍ୟ ଉଦଘାଟନ

ରାମ ମନ୍ଦିର ନିର୍ମାଣ ପାଇଁ ସୁନାର ଇଟା ଦେବେ ମୋଗଲଙ୍କ ବଂଶଧର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ହାଇଦ୍ରାବାଦ ୨୯/୦୭: ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ଏହାପରେ ବିଧିବଦ୍ଧ ଭାବେ ରାମ ମନ୍ଦିର ନିର୍ମାଣ କାମ ଆରମ୍ଭ ହେବ। ଏହାକୁ ନେଇ କେବଳ ହିନ୍ଦୁ ଧର୍ମାବଲମ୍ବୀ ନୁହନ୍ତି ମୁସଲିମ ସଂପ୍ରଦାୟର ଲୋକମାନେ

କୋରନା ମୁକାବିଲା ଓ ପରିଚାଳନାକୁ ନେଇ ଆଜି ଅପରାହ୍ନରେ ବସିବ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: କୋରନା ମୁକାବିଲା ଓ ପରିଚାଳନାକୁ ନେଇ ଆଜି ଅପରାହ୍ନରେ ବସିବ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ସ୍ଥିତି ଅଣୟାତ ହେବା ପରେ ପ୍ରଥମ ଥର ପାଇଁ ଏହି ବୈଠକରେ ସମସ୍ତ ବିଧାୟକଙ୍କୁ ସାମିଲ କରିବା ଲାଗି ନିମନ୍ତ୍ରଣ କରିଛନ୍ତି ରାଜ୍ୟ ସରକାର
error: Content is protected !!
Open chat