Browsing Category
Political
କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବାକୁ ରାଜ୍ୟର ସମସ୍ତ ଥାନା ପାଇଁ ଡିଜିପି ଅଭୟଙ୍କ ଗାଇଡ୍ଲାଇନ୍ସ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୯/୦୭: କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବାକୁ ରାଜ୍ୟର ସମସ୍ତ ଥାନା ପାଇଁ ଗାଇଡଲାଇନ୍ସ ଜାରି କରିଛନ୍ତି ଡିଜିପି ଅଭୟ । ପୁଲିସ୍ କର୍ମଚାରୀମାନେ କେଉଁଭଳି ଅଭିଯୋଗ ବୁଝିବେ, ସେନେଇ ଡିଜିପି ଗାଇଡଲାଇନ୍ସ ଜାରି କରିଛନ୍ତି।
ଗାଇଡଲାଇନ୍ସ!-->!-->!-->!-->!-->!-->!-->…
ପୁଣି ନିଜର ବଦାନ୍ୟତା ଦେଖାଇଲେ ସୋନୁ ସୁଦ୍ : ପରିବା ବିକ୍ରି କରୁଥିବା ଜଣେ ସଫ୍ଟୱେର ଇଞ୍ଜିନିୟରଙ୍କୁ ଚାକିରି ଦେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବଇ ୨୯/୦୭ : କରୋନା ସମୟରେ ପ୍ରବାସୀ ଶ୍ରମିକଙ୍କ ପାଇଁ ଦେବଦୂତ ସାଜିଥିବା ଅଭିନେତା ସୋନୁ ସୁଦ୍ ସମାଜର ସବୁ ବର୍ଗର ଅସହାୟମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଛନ୍ତି। କାହାକୁ ଚାଷ କରିବାକୁ ଟ୍ରାକ୍ଟର ଦେଉଛନ୍ତି ତ ଅନ୍ୟ କେଉଁଠି ଚାକିରି ହରାଇଥିବା!-->…
ବ୍ଲମବର୍ଗ କରୋନା ଭାଇରସ୍ ଟ୍ରାକର କହିଲା, ବିଶ୍ୱରେ ସବୁଠୁ ଦ୍ରୁତ ଗତିରେ ଭାରତରେ ବଢୁଛି ସଂକ୍ରମଣ : ଦିନକୁ ପାଖାପାଖି…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭:ଦେଶରେ ବଢିଚାଲିଛି କରୋନା ସଂକ୍ରମଣ । ଗତ ୭ ଦିନର ତଥ୍ୟ କହୁଛି, ପ୍ରତିଦିନ ପ୍ରାୟ ୫୦ହଜାର ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି । ବ୍ଲୁମବର୍ଗ କରୋନା ଭାଇରସ ଟ୍ରାକର ତଥ୍ୟ ଅନୁସାରେ, ଗତ ସପ୍ତାହରେ ପାଖାପାଖି ୨୦ ପ୍ରତିଶତ ହାରରେ ସଂକ୍ରମଣ!-->…
ମିଡ୍ ଡେ ମିଲ୍(ଏମ୍ଡିଏମ୍) ରାସନ୍ ସହ ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍ ଫୋଲିକ୍ ଏସିଡ୍ ଟାବଲେଟ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ମିଡ୍ ଡେ ମିଲ୍(ଏମ୍ଡିଏମ୍) ରାସନ୍ ସହ ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍ ଫୋଲିକ୍ ଏସିଡ୍ ଟାବଲେଟ୍। ଏହି ଟାବଲେଟ୍ ବାଣ୍ଟିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏମ୍ଡିଏମ୍ ରାଜ୍ୟ ନୋଡାଲ ଅଫିସର ଗଙ୍ଗାଧର ସାହୁ।!-->…
ବିଶ୍ୱର ସର୍ବବୃହତ ଅନଲାଇନ ହାକାଥନର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଅଗଷ୍ଟ ୧ ତାରିଖରେ ଭାରତରେ ଆୟୋଜିତ ବିଶ୍ୱର ସର୍ବବୃହତ୍ ଅନ୍ଲାଇନ ହାକାଥନର ଗ୍ରାଣ୍ଡ ଫିନାଲେକୁ ଉଦ୍ଘାଟନ କରିବେ । ଏହା ଭିଡିଓ କନଫରେନ୍ସ ବ୍ୟବସ୍ଥାରେ ପରିଚାଳିତ ହେବ ।
ଏ ସଂପର୍କରେ!-->!-->!-->!-->!-->…
ରାଜ୍ୟରେ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ବୃଦ୍ଧି ପାଇବ କରୋନା ସଂକ୍ରମଣ : ବରିଷ୍ଠ ଚିକିତ୍ସକ ଅଶୋକ ମହାପାତ୍ର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଲୋକମାନେ ବି ପ୍ରତିଦିନ ଏହି ସଂକ୍ରମଣ ହାରକୁ ଦେଖି ଭୟ କରିବାରେ ଲାଗିଲେଣି। ତେବେ ନିକଟରେ ହେଉଥିବା ସର୍ଭେ ହେତୁ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା କୁହାଯାଉଥିବା!-->…
ସବ୍ୟସାଚୀ ହେଲେ ୟୁନିସେଫ୍ କରୋନା ଲଢ଼େଇର ଆଇଡଲ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: କରୋନା ମହାମାରୀ ବେଳେ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ପାଇଁ ଦେବଦୂତ ସାଜିଛନ୍ତି ଓଡ଼ିଆ ହିରୋ ସବ୍ୟସାଚୀ ମିଶ୍ର। ଲକଡାଉନରେ ବାହାର ରାଜ୍ୟରେ ଫଶି ରହିଥିବା ଶ୍ରମିକଙ୍କୁ ସବ୍ୟସାଚୀ କେବଳ ସୁବିଧାରେ ଓଡ଼ିଶାକୁ ଫେରାଇ ଆଣିନାହାନ୍ତି ବରଂ ସେମାନଙ୍କ!-->…
ଦୈନିକ 10 ଲକ୍ଷ କରୋନା ଟେଷ୍ଟ ହେବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତା ଓ ମୁମ୍ବାଇରେ ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ(ICMR)ର 3ଟି ନୂଆ ଲ୍ୟାବ ଉଦଘାଟନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ସେ ଏହି ଲ୍ୟାବଗୁଡିକର ଉଦଘାଟନ କରିଛନ୍ତି। ଆଗକୁ ଦେଶରେ ଦୈନିକ 10 ଲକ୍ଷ!-->…
ରାଜସ୍ଥାନ : ବିଧାନସଭା ଅଧିବେଶନ ଡାକିବାକୁ ରାଜ୍ୟପାଳ କଲରାଜ ମିଶ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଜୟପୁର ୨୮/୦୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ହଟଚମଟ ମଧ୍ୟରେ ରାଜ୍ୟପାଳ କାଲରାଜ ମିଶ୍ର ବିଧାନସଭା ଅଧିବେଶନ ଡାକିବାକୁ ରାଜି ହୋଇଛନ୍ତି। ସୂଚନାଅନୁସାରେ, ରାଜ୍ୟପାଳ କଲରାଜ ମିଶ୍ର ସୋମବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଦାବିକୁ ଗ୍ରହଣ!-->…
ରାଜ୍ୟରେ ଆଜି ୧୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ : ମୋଟ ଆକ୍ରାନ୍ତ ୨୮୧୦୭ କୁ ବୃଦ୍ଧି ପାଇଛି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୨୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ!-->…
