Browsing Category
Political
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା : ଡାକ୍ତରଙ୍କ ଅବସର ବୟସ ୬୨ ରୁ ୬୫ବର୍ଷକୁ ବୃଦ୍ଧି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : କୋଭିଡ୍ ମହାମାରୀ ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଥିବା ଡାକ୍ତରମାନଙ୍କର ଅବସର ବୟସସୀମାକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯାଇଛି । କରିଛନ୍ତି। କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତିର ସମୀକ୍ଷା କରିବା ଅବସରରେ ଓଡ଼ିଶା ସ୍ୱାସ୍ଥ୍ୟ ସେବା!-->…
ଅଯୋଧ୍ୟାର ରାମ ମନ୍ଦିର ବିଶ୍ୱର ତୃତୀୟ ବୃହତ୍ତମ ହିନ୍ଦୁ ମନ୍ଦିର ହେବ : ନୂଆ ପରିବର୍ତ୍ତିତ ନକ୍ସା ପ୍ରସ୍ତୁତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଅଯୋଧ୍ୟାରେ ରାମ ମନ୍ଦିରର ଆକାର ଏବଂ ଡିଜାଇନ୍କୁ ପରିବର୍ତ୍ତନ କରିବା ପାଇଁ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷର ସବୁଜ ସଙ୍କେତ ମିଳିଛି। ଅଯୋଧ୍ୟାରେ ପ୍ରସ୍ତାବିତ ରାମ ମନ୍ଦିର ଯଦି ନୂଆ ଆକାର ଓ ଡିଜାଇନ୍ରେ ନିର୍ମାଣ ହୁଏ ତେବେ!-->…
ସରକାରୀ ବ୍ୟାଙ୍କ ସଂଖ୍ୟା ୨୭ରୁ ୫ କରିବାକୁ ସରକାରଙ୍କ ଯୋଜନା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଦେଶରେ ସରକାରୀ ବ୍ୟାଙ୍କର ସଂଖ୍ୟାକୁ କମାଇ ୫ କରିବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏକ ରିପୋର୍ଟ ମୁତାବକ ସରକାର ବ୍ୟାଙ୍କକୁ ନ ମିଶାଇ ଏହାର ଘରୋଇକରଣ କରିବାକୁ ଚାହୁଁଛନ୍ତି। ଯଦି ଏପରି ହୁଏ ତେବେ!-->…
ରାମ ମନ୍ଦିର ମୂଳଦୁଆ ପାଇଁ ୩୩ କି.ଗ୍ରା.ର ରୂପା ଇଟା ଦାନ କଲେ ଜୁଏଲର୍ସ ଆସୋସିଏସନ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନର୍ମାଣ ପାଇଁ ଭୂମିପୂଜା ଅଗଷ୍ଟ ୫ରେ ଆୟୋଜିତ ହେବ। ଏହାକୁ ନେଇ ହିନ୍ଦୁ ସମାଜ ଖୁସି ବ୍ୟକ୍ତ କରିଛି। ଟ୍ରଷ୍ଟର ସଭାପତି ମହନ୍ତ ନୃତ୍ୟଗୋପାଲଦାସ କହିଛନ୍ତି, ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ସହାୟତା ନିଆଯିବ।!-->…
କରୋନାକୁ ରୋକିପାରିବନି ଏନ-୯୫ ମାସ୍କ : ବ୍ୟବହାର ନ କରିବାକୁ ସବୁ ରାଜ୍ୟକୁ ସତର୍କ କଲେ କେନ୍ଦ୍ର ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ଏନ-୯୫ ମାସ୍କ ବ୍ୟବହାର ନ କରିବା ପାଇଁ କେନ୍ଦ୍ର ସରକାର ଚେତାବନୀ ଦେଇଛନ୍ତି । ଏ ନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳଗୁଡିକୁ ଚିଠି ଲେଖିଛନ୍ତି । ଏଥିରେ କୁହାଯାଇଛି ଯେ, ଏହା ଜୀବାଣୁ ବିସ୍ତାରକୁ!-->…
ଇ-ବାଣିଜ୍ୟ ସଂସ୍ଥା ଉପରେ କେନ୍ଦ୍ର ସରକାର ଉପଭୋକ୍ତା ସୁରକ୍ଷା ଆଇନ-୨୦୧୯ କୁ କାର୍ଯ୍ୟକାରୀ କଲେ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧।୭ : ଦେଶରେ ଇ-ବାଣିଜ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାହକମାନେ ଅନ୍ଲାଇନ ଜରିଆରେ ମଗାଉଥିବା ସାମଗ୍ରୀ ଖରାପ ପଡ଼ିଲେ ସେହି ସଂସ୍ଥାଗୁଡ଼ିକ ବିରୋଧରେ ପୂର୍ବରୁ ଅଭିଯୋଗ କରିବାର କୌଣସି ଆଇନଗତ ବ୍ୟବସ୍ଥା ନ ଥିଲା।!-->…
ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଗଞ୍ଜାମ ୨୧/୦୭ : ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା!-->…
ରାଜ୍ୟରେ ପୁଣି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ସହ ମୃତ୍ୟୁ ସଂଖ୍ୟା ୬ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ କୁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି!-->!-->!-->!-->!-->…
କେନ୍ଦ୍ର ସରକାରଙ୍କୁ ଚେକ୍ ଦେଲେ ଗେହଲଟ : ରାଜ୍ୟ ସକରାରଙ୍କ ବିନା ଅନୁମତିରେ ରାଜସ୍ଥାନରେ ପଶି ପାରିବ ନାହିଁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ରାଜସ୍ଥାନରେ ଜାରି ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାର କେନ୍ଦ୍ର ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ସିବିଆଇକୁ ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜସ୍ଥାନରେ ସିବିଆଇ ସିଧାସଳଖ କୌଣସି ମାମଲାରେ ଯାଞ୍ଚ କରି!-->…
ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି । ଆଜି ସକାଳ 7ଟା 30 ମିନିଟ୍ରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବାର ସୂଚନା ରହିଛି ।
କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ!-->!-->!-->…
