Browsing Category
Regional
“ଆତ୍ମନିର୍ଭର ଭାରତ” : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୧୦୧ ରକ୍ଷା ଉପକରଣର ଆମଦାନୀ ଉପରେ ରୋକ୍…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଆତ୍ମନିର୍ଭର କରିବାକୁ ଭାରତକୁ ପ୍ରୋତ୍ସାହନ ଦେବାକୁ ପ୍ରତିରକ୍ଷା କ୍ଷେତ୍ରରେ ଆମଦାନୀ ହେଉଥିବା ୧୦୧ ଉପକରଣ ଉପରେ ବ୍ୟାନ୍ ଲଗାଇଛନ୍ତି ସରକାର। ଏବେ ଏହିସବୁ!-->…
ଅଯୋଗ୍ୟ ‘କାଳିଆ’ ହିତାଧିକାରୀଙ୍କୁ ଆଶ୍ବସ୍ତି : ବର୍ତ୍ତମାନ ପାଇଁ ଚାଷୀଙ୍କୁ ଫେରାଇବାକୁ ପଡ଼ିବ ନାହିଁ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୯/୦୮ : ଆଜି ଅଯୋଗ୍ୟ 'କାଳିଆ' ହିତାଧିକାରୀ ମାନଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି । ବର୍ତ୍ତମାନ ପାଇଁ ଚାଷୀମାନଙ୍କୁ ଆଉ କାଳିଆ ଟଙ୍କା ଫେରାଇବାକୁ ପଡ଼ିବ ନାହିଁ । କରୋନା ସ୍ଥିତି ଓ ଖରିଫ୍ ଫସଲକୁ ଦୃଷ୍ଟିରେ ରଖି ବର୍ତ୍ତମାନ!-->…
ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉପହାର; ସାଢ଼େ ୮ କୋଟି ଚାଷୀଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍କୁ ଗଲା ୧୭ ହଜାର କୋଟି…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୦୮ : ଦେଶର କୃଷକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପହାର ଭେଟି ଦେଇଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର କୃଷି ଭିତ୍ତିଭୂମି ପାଣ୍ଠି ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହାର!-->…
କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ : ରାଜ୍ୟ ଶକ୍ତିମନ୍ତ୍ରୀଙ୍କ ଅଞ୍ଚଳରେ ସ୍ୱାଧୀନତାର ୭୪ବର୍ଷ ପରେ ମଧ୍ୟ ବିଜୁଳି ଆଲୁଅ…
ଧର୍ମଗଡ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୯/୦୮ : ଆଉ ଦିନ କେଇଟା ପରେ ସାରା ଦେଶ ଆମର ସ୍ଵାଧିନତା ଦିବସ ପାଳନ କରିବାକୁ ଯାଉଛି, କିନ୍ତୁ ବିଡମ୍ବନା ଯେ, ଆଜି ସ୍ୱାଧିନତାର ପ୍ରାୟ ୭୪ ବର୍ଷ ପରେ ମଧ୍ୟ ଆମ ରାଜ୍ୟର କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅଧିନସ୍ଥ ଡ଼ୁମେରଗୁଡା ପଞ୍ଚାୟତର ବୋର୍ଡିପଡା!-->…
କୋଭିଡ୍ କେୟାର୍ ସେଣ୍ଟର୍ରେ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବେ ମୁଖ୍ୟମନ୍ତ୍ରୀ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ବିଜୟୱାଡା ୦୯/୦୮: ଆଜି ସକାଳେ ଆନ୍ଧ୍ରପ୍ରଦେଶର ବିଜୟୱାଡା ସହରରେ ଥିବା କୋଭିଡ୍ କେୟାର ସେଣ୍ଟରରେ ନିଆଁ ଲାଗିଥିବା ନେଇ ଖବର ମିଳିଥିଲା। ଏହି ଦୁର୍ଘଟଣାରେ ପ୍ରଥମେ ୭ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଥିବା ବେଳେ ଏବେ ମୃତ୍ୟୁ!-->…
ଇଂଲଣ୍ଡ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ଙ୍କ ପ୍ରଭୁ ଶ୍ରୀରାମ ଅଭିଷେକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ଲଣ୍ଡନ୦୯/୦୮:: ଅଯୋଧ୍ୟାରେ ଗତ ୫ ତାରିଖରେ ଶ୍ରୀରାମମନ୍ଦିର ଭୂମି ପୂଜନ ସମୟରେ ଦେଶ ବିଦେଶରେ ଏଥିପାଇଁ ପ୍ରଭୁ ଶ୍ରୀରାମଙ୍କ ପୂଜାର୍ଚନା ହୋଇଛି । ଆମେରିକାର ଟାଇମ୍ସ ସ୍କୋୟାରଠାରୁ ଆରମ୍ଭ କରି ନ୍ୟୁଜିଲାଣ୍ଡ ପର୍ଯ୍ୟନ୍ତ ବିଭିନ୍ନ ଦେଶରେ ଶ୍ରୀରାମଙ୍କ!-->…
ଜାତୀୟ ରାଜପଥ-୧୬ ପଳାସୁଣି ରୁ ଖଣ୍ଡଗିରି ଛକ ପର୍ଯ୍ୟନ୍ତ ଏନ୍ଏଚ୍ରେ ବିଏମ୍ସି କରିବନି ଯାନ୍ତ୍ରିକ ସଫେଇ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୦୯/୦୮: ଏଣିକି ଜାତୀୟ ରାଜପଥ-୧୬ରେ ପଳାସୁଣିରୁ ଖଣ୍ଡଗିରି ଛକ ପର୍ଯ୍ୟନ୍ତ ରାସ୍ତାରେ ବିଏମ୍ସି ଯାନ୍ତ୍ରିକ ସଫେଇ କରିବନି। ଏହି ରାସ୍ତା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅଧୀନରେ ଯାଉଥିବାରୁ ଏନ୍ଏଚ୍ଏଆଇ ଏହାକୁ ନିୟମିତ ସଫେଇ କରିବେ। ରାସ୍ତା ଯେପରି ସଫା!-->…
କରୋନା ପରେ ଆଉ ଏକ ଭୟଙ୍କର ଜୈବିକ ଆତଙ୍କବାଦର ଷଡ଼ଯନ୍ତ୍ର । ରାଜ୍ୟଙ୍କୁ ସତର୍କ କରାଇଲେ କେନ୍ଦ୍ର ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮: ବଢୁଛି ଜୈବିକ ଆତଙ୍କବାଦ। ସିଧାସଳଖ ଲଢେଇ ନ କରି ଏବେ ମାନବ ସମାଜର ପରିବେଶ, ଜୈବ ବିବଧତା ଓ ପରିବେଶକୁ ଧ୍ବଂସ କରିବାକୁ ଚାଲିଛି ମାରାତ୍ମକ ଷଡ଼ଯନ୍ତ୍ର। କରୋନା ମହାମାରୀକୁ ନେଇ ବିଶ୍ବବ୍ୟାପୀ ଏକ ଲଢେଇ ଚାଲିଥିବା ସମୟରେ କୃଷିକ୍ଷେତ୍ର, ପରିବେଶ!-->…
କୋଭିଡ୍ ରୋଗୀଙ୍କ ପାଇଁ ଘରୋଇ ହସ୍ପିଟାଲ୍ରେ ୧୦ ପ୍ରତିଶତ ଶଯ୍ୟା ସଂରକ୍ଷିତ ରହିବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୦୯/୦୮: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ୩୦ରୁ ଅଧିକ ଶଯ୍ୟା ରହିଥିବା ଘରୋଇ ହସ୍ପିଟାଲ୍ମାନେ ଏଣିକି ନିଜର ୧୦ ପ୍ରତିଶତ ଶଯ୍ୟା କୋଭିଡ୍!-->…
ରାଜ୍ୟରେ ଆଉ ୬୫ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍…
କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୯/୦୮: ରାଜ୍ୟରେ ଆଉ ୬୫ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ (ଜେଏମ୍ଏଫ୍ସି) କୋର୍ଟ ଖୋଲାଯିବ। ଏନେଇ ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ଅଧିକାରୀ (ପ୍ରଶାସନିକ)ଙ୍କ ପକ୍ଷରୁ ୨୩ଟି ଜିଲାର ଜିଲା!-->…
