Browsing Category
Regional
ରାଖୀ ପୂର୍ଣ୍ଣିମାରେ ସୋନୁଙ୍କ ଆଉ ଏକ ମହାନତାର କାହାଣୀ : ଝୁମ୍ପୁଡ଼ିରେ ରହୁଥିବା ମହିଳାଙ୍କୁ ସୋନୁ ଘରଟିଏ ଦେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୫/୦୮: କରୋନା ମହାମାରୀ ସମୟରେ ଦେଶବ୍ୟାପି ଲକଡାଉନ୍ ଆରମ୍ଭ ହେବା ପରେ ପ୍ରବାସୀ ଶ୍ରମିକ ନିଜ ରାଜ୍ୟକୁ ଫେରିବା ଆରମ୍ଭ କଲେ। ଏହି ସମୟରେ ସେମାନେ ଅକଥନୀୟ ଦୁଃଖଦୁର୍ଦ୍ଦଶାର ସମ୍ମୁଖୀନ ହେଲେ। ତେବେ ଯେଉଁ କତିପୟ ସେଲିବ୍ରିଟି ଶ୍ରମିକଙ୍କ ସାହାଯ୍ୟ ଲାଗି!-->…
ରାଜ୍ୟବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ : ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରି କହିଛନ୍ତି ଯେ, ଆସନ୍ତାକାଲି ବୁଧବାର, ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସମସ୍ତ ରାଜ୍ୟବାସୀ ଏକ ମିନିଟ ନୀରବ ପ୍ରାର୍ଥନା!-->…
ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା : ଏଇ ମାସ ତୃତୀୟ ସପ୍ତାହ ବେଳକୁ +୨ ବିଜ୍ଞାନ ଓ ବାଣିଜ୍ୟ ଏବଂ ଅଗଷ୍ଟ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଗଷ୍ଟ ତୃତୀୟ ସପ୍ତାହ ବେଳକୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ!-->…
କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନମୁନା ପରୀକ୍ଷଣ କରାଇଥିଲେ ଏବଂ ଆଜି କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଗୁରୁଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ!-->…
ସର୍ବଭାରତୀୟ ଲୋକସେବା ପରୀକ୍ଷାଫଳ ପ୍ରକାଶିତ : କୃତକାର୍ଯ୍ୟ ହେଲେ ୮୨୯ ଜଣ ପରୀକ୍ଷାର୍ଥୀ, ଟପଟେନରେ ଓଡ଼ିଶାରୁ ୨ ଜଣ
ଭୁବନେଶ୍ୱର / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଇଏଏସ୍, ଆଇପିଏସ୍, ଆଇଆର୍ଏସ୍, ଆଇଏଫ୍ଏସ ଆଦି ବିଭିନ୍ନ ସର୍ବଭାରତୀୟ ସେବା ବର୍ଗରେ ନିଯୁକ୍ତି ଲାଗି ଭାରତୀୟ ଲୋକସେବା ଆୟୋଗ ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ସମୁଦାୟ!-->…
ବାସୁଦେବପୁର : ପାରିବାରିକ ବିବାଦ ଓ ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଯୁବକଙ୍କୁ ନୃଶଂସ ହତ୍ୟା ଅଭିଯୋଗ
ବାସୁଦେବପୁର/ଭଦ୍ରକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୪/୦୮ : ବାସୁଦେବପୁର ବ୍ଲକ ଅନ୍ତର୍ଗତ କୁମାରପୁରରେ ପାରିବାରିକ ବିବାଦ ତଥା ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଜଣେ ମତ୍ସ୍ଯଜୀବି ଯୁବକଙ୍କୁ ପିଟି ପିଟି ଅତିନୃଶଂସ ଭାବେ ହତ୍ୟା କରାଯାଇଥିବା ନେଇ ପାରିବାର ପକ୍ଷରୁ ଅଭିଯୋଗ ହୋଇଛି । ଖବର!-->…
କୋକସରା : ଯୁବକର ଏକତରଫା ପ୍ରେମର ଦୁଃଖଦ ପରିଣତି – ମାନସିକ ଚାପଗ୍ରସ୍ତ ହୋଇ ଶେଷରେ ନାବାଳିକାଙ୍କ ଆତ୍ମହତ୍ୟା
ଧର୍ମଗଡ଼ / କୋକସରା, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୪/୦୮ : ଯେଉଁ ହାତରେ ଆଜି ଭଉଣୀ ରାଖୀ ବାନ୍ଧି ଥାନ୍ତା ସେହି ହାତ ଆଜି ଭଉଣୀ ର ଶବ ଉଠେଇଛି । ଏମିତି ଏକ ଦୁଃଖଦ ଘଟଣା ଦେଖିବା କୁ ମିଳିଛି କୋକସରା ଥାନା ତେଣ୍ଡାପାଲି ପଞ୍ଚାୟତ ଶାଗବାହାଲି ଗ୍ରାମ ରେ ।
ସୂଚନା ଅନୁସାରେ,!-->!-->!-->!-->!-->!-->!-->…
ଏଣିକି ବ୍ୟବସାୟିକ କୋଇଲା ଉତ୍ତୋଳନ ପାଇଁ ଭାରତରେ ହୋଇପାରିବ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ୨୦୧୭ରେ ପ୍ରଣୀତ ହୋଇଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ନୀତିରେ ଆବଶ୍ୟକ ସଂଶୋଧନ କରାଯାଇଛି ଏବଂ ଏଥିପାଇଁ କେନ୍ଦ୍ର ସରକାର ପ୍ରେସନୋଟ ଜାରି କରିଛନ୍ତି। ତଦନୁସାରେ କୋଇଲା ଖନନ ଓ ଉତ୍ତୋଳନ ଆଦି କାର୍ଯ୍ୟରେ ଶତପ୍ରତିଶତ!-->…
କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ରିପୋର୍ଟ ତଲବ କଲେ ଜାତୀୟ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ୦୪/୦୮ : ନୂଆଦିଲ୍ଲୀ: ଦେଶରେ କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ମାନବିକ ଅଧିକାର କମିସନ୍ ରିପୋର୍ଟ ମାଗିଛି।
!-->!-->!-->!-->!-->…
ଅଯୋଧ୍ୟାର ନୂଆ ରେଳ ଷ୍ଟେସନ ରାମ ମନ୍ଦିରର ଭ୍ରମ ସୃଷ୍ଟି କରିବ : ରେଳ ବିଭାଗ ମନ୍ତ୍ରୀ ପିୟୁଷ ଗୋୟଲ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ରେ ଭୂମିପୂଜନ ହେବ । ଏଥି ପାଇଁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ଏଠାରେ ଅତ୍ୟାଧୁନିକ ସେବା ଯୋଗାଇବା ପାଇଁ ରେଳବାଇ ମଧ୍ୟ ପ୍ରସ୍ତୁତ ହୋଇଛି । ରେଳବାଇ ରେଳଷ୍ଟେସନ!-->…
